Browsing Category

ରାଜ୍ୟ

ଓଡ଼ିଶାର ସହର ପରିବର୍ତ୍ତନ ମଡେଲ୍ ଅଧ୍ୟୟନ କଲା ରାଜସ୍ଥାନର ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ଜଳଯୋଗାଣ, ପରିମଳ, ସହର ଶାସନ ଓ ନାଗରିକ ସେବା ପ୍ରଦାନ କ୍ଷେତ୍ରରେ ଓଡ଼ିଶାର ସଫଳ ଅଭିଜ୍ଞତା ଉପରେ ଗୁରୁତ୍ୱ ଭୁବନେଶ୍ୱର, ଜୁନ୍ ୧୧ : ଏସୀୟ ଉନ୍ନୟନ ବ୍ୟାଙ୍କ (ଏଡିବି) ସହଯୋଗରେ ଆୟୋଜିତ ଏକ ଅନୁଭୂତି ବିନିମୟ (Exposure Visit) କାର୍ଯ୍ୟକ୍ରମ ଅନ୍ତର୍ଗତ ରାଜସ୍ଥାନ ଅର୍ବାନ ଡ୍ରିଙ୍କିଂ…

ଡିଜିଟାଲ ଯୁଗରେ ବି ନେଟୱର୍କ ବଞ୍ଚିତ ଟେଙ୍ଗେନାମାଲ, ବଢ଼ୁଛି କ୍ଷୋଭ

ଝାରସୁଗୁଡ଼ା: ଡିଜିଟାଲ ଯୁଗରେ ଯୋଗାଯୋଗ ବ୍ୟବସ୍ଥା ଦୈନନ୍ଦିନ ଜୀବନର ଏକ ମୁଖ୍ୟ ଆବଶ୍ୟକତା ପାଲଟିଥିବା ବେଳେ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକର ସୀମାନ୍ତବର୍ତ୍ତୀ ଟେଙ୍ଗେନାମାଲ ଗାଁର ଲୋକେ ଏବେ ମଧ୍ୟ ଦୁର୍ବଳ ମୋବାଇଲ ନେଟୱର୍କ ସମସ୍ୟାରେ ଜର୍ଜରିତ। ଗାଁରେ ମୋବାଇଲ ଟାୱାର ସ୍ଥାପନ ପାଇଁ…

ରାଜ୍ୟ ସାଧାରଣ ସମ୍ପାଦକ ଓ ବ୍ଲକ ସଭାପତିଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା

ରାୟଗଡା ରୁ ବୈକୁଣ୍ଠ ଦୁରିଆ : କାଶୀପୁର ବ୍ଲକ ଅନ୍ତର୍ଗତ ବାକାମ୍ବ ପଞ୍ଚାୟତର କୋଡିଙ୍ଗା ଗ୍ରାମରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଦଳର ନବନିଯୁକ୍ତ ରାଜ୍ୟ ସାଧାରଣ ସମ୍ପାଦକ ଜଗଦୀଶ ପାତ୍ର ଏବଂ କାଶୀପୁର ବ୍ଲକ ବିଜେଡି ସଭାପତି ରତିକାନ୍ତ ନାଏକଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ…

ଭାରତୀୟ ଷ୍ଟେଟ୍ ବ୍ୟାଙ୍କ ର ୭୧ ତମ ପ୍ରତିଷ୍ଠା ଦିବସ ଅବସରରେ ରକ୍ତଦାନ ଶିବିର ଅନଷ୍ଠିତ : ୬୦ୟୁନିଟ ସଂଗୃହିତ।

ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ଶାଖା ଠାରେ ୭୧ ତମ ପ୍ରତିଷ୍ଠା ଦିବସ ପାଲିତ ହୋଇଯାଇଛି। ଏହି ଅବସରରେ ବ୍ୟାଙ୍କ ପରିସରରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ସରୋଜିନୀ ପ୍ରସନ୍ନ କୁଲ୍ଲୁ, ସମ୍ମାନିତ ଅତିଥି ଭାବେ…

ଶିଶୁ ଶ୍ରମ ମୁକ୍ତ ଗଠନ ପାଇଁ ଯୁବ ସ୍ଵରଙ୍କ ଆହ୍ଵାନ : ଶ୍ରମ ନୁହେଁ – ଶିକ୍ଷାର ସୁନିଶ୍ଚିତ ପାଇଁ ଯୁବ ସମାଜ ସଂକଳ୍ପ…

https://youtu.be/ZoxaM65QKb8 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବିଶ୍ୱ ଶିଶୁ ଶ୍ରମ ନିରୋଧ ଦିବସ ଉପଲକ୍ଷେ ସାପ୍ତାହିକ ଅଭିଯାନ - ୨୦୨୬ ଅବସରରେ ଆଇଏସଆରଡି ୱାନ୍ ଷ୍ଟପ୍ ସେଣ୍ଟର , ଗଜପତି ପକ୍ଷରୁ ଶିଶୁ ଶ୍ରମ ମୁକ୍ତ ସମାଜ ଯତନ ସକାଶେ ଶହ ଶହ ଯୁବ ସମାଜ , ବୁଦ୍ଧିଜୀବୀ ,…

ଆରକ୍ଷୀ ଅଧିକ୍ଷକ ଙ୍କ ଦ୍ୱାରା ସମ୍ମାନିତ ହେଲେ ସରକାରୀ ଓକିଲ ଏବଂ ପୋଲିସ ବିଭାଗୀୟ ଅଧିକାରୀ

ନବରଙ୍ଗପୁର, 11/06/2026,ନବରଙ୍ଗପୁର ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଏକ ସମନ୍ୱୟ ବୈଠକ ଅନୁଷ୍ଠିତ ହୋଇଯାଇଛିl ଏଥିରେ ନବରଙ୍ଗପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ କଶ୍ୟପ ପାର୍ଥ ଜଗଦୀଶ ଅଧ୍ୟକ୍ଷତା କରିଥିବା ବେଳେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନ କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିଲେ l…

୪ ଦିନ ଧରି କୂଅ ଭିତରେ ଫସି ରହିଥିଲେ ତୁଳସିରାମ, ଜୀବନ୍ତ ଉଦ୍ଧାର ପରେ ଚାଞ୍ଚଲ୍ୟ

ବିଜେପୁର, ୧୧ ଜୁନ: ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ଘଟିଥିବା ଏକ ଅଭାବନୀୟ ଓ ଚାଞ୍ଚଲ୍ୟକର ଘଟଣା ସମଗ୍ର ଅଞ୍ଚଳକୁ ସ୍ତବ୍ଧ କରିଦେଇଛି। ଜଣେ ବ୍ୟକ୍ତିଙ୍କୁ ନିର୍ମମ ଭାବେ ମାଡ଼ ମାରି ହତ୍ୟା ଉଦ୍ଦେଶ୍ୟରେ ଏକ ପରିତ୍ୟକ୍ତ କୂଅ ଭିତରକୁ ଫିଙ୍ଗି ଦିଆଯାଇଥିବା…

ଜିଲ୍ଲାରେ ୮,୫୨,୩୩୨ ବା ୯୯.୩୦ପ୍ରତିଶତ ମତଦାତାଙ୍କୁ ପରିଗଣନା ଫର୍ମ ବିତରଣ

ନବରଙ୍ଗପୁର ତା୭.୬.୨୦୨୬: ନବରଙ୍ଗପୁର ଜିଲ୍ଲାରେ ସ୍ଵତନ୍ତ୍ର ସଘନ ସଂଶୋଧନ SIR କାର୍ଯ୍ୟରେ ବର୍ତ୍ତମାନ ସୁଦ୍ଧା ୮,୫୨,୩୩୨ ଜଣ ଭୋଟରଙ୍କୁ ପରିଗଣନା ଫର୍ମ ବିତରଣ କରାଯାଇଛି।ବି ଏଲ ଓ ମାନେ ଘର କୁ ଘର ଯାଇ ୯୯ .୩୦ ପ୍ରତିଶତ ଭୋଟରଙ୍କୁ ପରିଗଣନା ଫର୍ମ ପ୍ରଦାନ କରିଛନ୍ତି। ଆଜି ସୁଦ୍ଧା ଉମରକୋଟ…

ରାଜବୋଡାସମ୍ବର୍ ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଯୁଗ୍ମ ସଚିବ ଜୟଶ୍ରୀ ମଲ୍ଲିକ।

ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଯୁଗ୍ମ ସଚିବ ତଥା ବରଗଡ଼ ଜିଲ୍ଲାର ନୋଡାଲ ଅଫିସର ଶ୍ରୀମତୀ ଜୟଶ୍ରୀ ମଲ୍ଲିକ, ବରଗଡ଼ ଜିଲ୍ଲାର ରାଜବୋଡାସମ୍ବର୍ ବ୍ଲକ ଗସ୍ତ କରି ସରକାରଙ୍କ ବିଭିନ୍ନ ପ୍ରମୁଖ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଅନୁଧ୍ୟାନ…

ଗୁଣୁପୁର ଭାଜପା ପକ୍ଷରୁ ଦୀପ ପ୍ରଜ୍ୱଳନ ଓ ପୂଜାର୍ଚ୍ଚନା କାର୍ଯ୍ୟକ୍ରମ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଭାରତୀୟ ଜନତା ପାର୍ଟି ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ୧୨ ବର୍ଷର ସୁଶାସନ ଓ ୪୩୯୯ ଦିନର ସେବା, ସୁଶାସନ ଏବଂ ଗରିବ କଲ୍ୟାଣର ସଫଳ ଯାତ୍ରା ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ସେହି ପରିପ୍ରେକ୍ଷୀରେ ଗୁଣୁପୁର…