Browsing Category

ରାଜ୍ୟ

ଏସଆଇଆର ପ୍ରକ୍ରିୟା ନେଇ ବ୍ଲକସ୍ତରୀୟ ସମୀକ୍ଷା ଓ ଭୋଟର ସଚେତନତା ଶିବିର ଅନୁଷ୍ଠିତ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ ୨୦୨୬ ପ୍ରକ୍ରିୟାକୁ ଅଧିକ ତ୍ୱରାନ୍ୱିତ କରିବା ପାଇଁ ବିଭିନ୍ନ ବ୍ଲକରେ ପ୍ରଶାସନିକ ସମୀକ୍ଷା ବୈଠକ ଏବଂ ସ୍ୱିପ୍ ଆନୁକୂଲ୍ୟରେ ଭୋଟର ସଚେତନତା କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ଏହି…

ରାଜ୍ୟସ୍ତରୀୟ ‘ତାଳ ଓ ଟ୍ରେଣ୍ଡ୍‌ସ’ ନୃତ୍ୟ ସମନ୍ୱୟ ପ୍ରତିଯୋଗିତାରେ ଶ୍ରୀଜଗନ୍ନାଥ ଓଡ଼ିଶୀ କଳାକେନ୍ଦ୍ରର ସଫଳତା

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶ୍ରୀ ସାଇ କଲଚୁରାଲ୍ ଏସୋସିଏସନ୍ ଟ୍ରଷ୍ଟ , ମଞ୍ଚେଶ୍ୱର ପକ୍ଷରୁ ଗତ କାଲି ( ସୋମବାର) ଉପେନ୍ଦ୍ର ଭଞ୍ଜ ରେଳୱେ ଇନଷ୍ଟିଚ୍ୟୁଟ୍ ପରିସରରେ ରାଜ୍ୟସ୍ତରୀୟ ‘ତାଳ ଓ ଟ୍ରେଣ୍ଡ୍‌ସ ନୃତ୍ୟ ସମନ୍ୱୟ ପ୍ରତିଯୋଗିତା–୨୦୨୬’ ସଫଳତାର ସହ ଆୟୋଜିତ ହୋଇଯାଇଛି।…

କୁଲେମୁରା ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟରେ ଅନିୟମିତତା ଅଭିଯୋଗ, ତଦନ୍ତ ଦାବିରେ ଜିଲ୍ଲାପାଳଙ୍କ ଶରଣାପନ୍ନ ଗ୍ରାମବାସୀ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ଲଇକେରା ବ୍ଲକ ଅନ୍ତର୍ଗତ କୁଲେମୁରା ଗ୍ରାମପଞ୍ଚାୟତରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପରେ ବ୍ୟାପକ ଅନିୟମିତତା, ଜାଲିଆତି ଓ ନିମ୍ନମାନର କାର୍ଯ୍ୟ ହୋଇଥିବା ଅଭିଯୋଗ ଉଠିଛି। ଏହାକୁ ନେଇ ସ୍ଥାନୀୟ ଗ୍ରାମବାସୀ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଏକ…

କ୍ରାନ୍ତି ପକ୍ଷରୁ ଜାତୀୟ କର୍କଟ ବିଜୟୀ ଦିବସ ସହ ବ୍ରହ୍ମପୁର ସମର ଫେଷ୍ଟିଭାଲ ପାଳିତ

"ନିଜର ଦୁଃଖ ଓ କଷ୍ଟ କୁ ଭୂକ୍ଷେପ ନକରି ଅନ୍ୟର ମୁହଁରେ ହସ ଫୁଟାଇବାକୁ ପ୍ରୟାସ କରୁଛନ୍ତି ଦେବାନନ୍ଦ, ଦିନକୁ ଦିନ ବୃଦ୍ଧି ପାଉଛି କର୍କଟ ରୋଗ କୋମଳ ମତି ଶିଶୁ ଠାରୁ ଯୁବକ ଯୁବତୀମାନେ ଏବଂ ବୟସ୍କ ବ୍ୟକ୍ତିମାନେ ଏହି ରୋଗରେ ଶିକାର ହେଉଛନ୍ତି। ଏପରି ସ୍ଥଳେ ସଚେତନ ହିଁ ଏକମାତ୍ର ପନ୍ଥା…

ମାତୃଧରିତ୍ରୀଙ୍କୁ ଉତ୍ସର୍ଗ ହେଲା ଏକ ଲକ୍ଷ ସିଡ୍ ବଲ୍ : ବିଶ୍ୱ ପରିବେଶ ଦିବସ ପାଳନ କଲା ଆଦିତ୍ୟ ଆଲୁମିନା ରିଫାଇନେରୀ

ରାୟଗଡା ରୁ ବୈକୁଣ୍ଠ ଦୁରିଆ :ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର କଂସାରୀଗୁଡାସ୍ଥିତଆଦିତ୍ୟ ଆଲୁମିନା ରିଫାଇନେରୀ ପକ୍ଷରୁ ବିଶ୍ୱ ପରିବେଶ ଦିବସ ଉତ୍ସାହ ଓ ପରିବେଶ ସୁରକ୍ଷା ପ୍ରତି ଦୃଢ଼ ସଂକଳ୍ପ ସହ ପାଳନ କରାଯାଇଛି। ଏହି ଅବସରରେ ମାତୃଧରିତ୍ରୀଙ୍କୁ ଏକ ଲକ୍ଷ ସିଡ୍ ବଲ୍ ଉତ୍ସର୍ଗ…

ଜିରାଙ୍ଗ ବୌଦ୍ଧ ମଠ ପରିଦର୍ଶନ କଲେ ରାଜ୍ୟପାଳ

ଭୁବନେଶ୍ୱର / ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଡଃ ହରି ବାବୁ କମ୍ଭମପାଟି ସୋମବାର ଦିନ ଗଜପତି ଜିଲ୍ଲାର ଜିରାଙ୍ଗସ୍ଥିତ ଶାନ୍ତ ପରିବେଶରେ ଅବସ୍ଥିତ ବୌଦ୍ଧ ମଠ ପରିଦର୍ଶନ କରି ଭଗବାନ ବୁଦ୍ଧଙ୍କୁ ପ୍ରାର୍ଥନା କରି ବିଶ୍ୱଶାନ୍ତି, ସମୃଦ୍ଧି ଏବଂ ସମସ୍ତଙ୍କ ମଙ୍ଗଳ କାମନା କରିଛନ୍ତି।ଏହି ଅବସରରେ…

ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ

ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ ପଟ୍ଟାମୁଣ୍ଡାଇ ତା ୮/୫ ବରିଷ୍ଠ ସାମ୍ବାଦିକ ଡ଼ା ଅବନୀ ମୋହନ ଦାସ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ। ସାଲିସ ବିହୀନ ଜୀବନ ସଂଗ୍ରାମରେ ସେ କେବେ ପଛକୁ ହଟି ନ ଥିଲେ। ତାଙ୍କର ତ୍ୟାଗ ଓ…

ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସର ଦରବୃଦ୍ଧି କରି ଜନତାଙ୍କୁ ଶୋଷଣ କରୁଛନ୍ତି ଡବଲ ଇଞ୍ଜିନ ସରକାର: ବିଜେଡି

ଆନ୍ତର୍ଜାତିକ ସ୍ତରରେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ ପାଉଥିବା ବେଳେ ସରକାର ଦରବୃଦ୍ଧି କରି ବି୍ରଟିଶରାଜ ଚଳାଇଛନ୍ତି ସରକାରଙ୍କ ତୈଳ ଓ ରନ୍ଧନ ଗ୍ୟାସ ଦରବୃଦ୍ଧି ବୋଝ ଉପରେ ଲଳିତା ବିଡ଼ା ସଦୃଶ ପେଟ୍ରୋଲ ଓ ଡିଜେଲକୁ ଜିଏସ୍ଟି ଅନ୍ତର୍ଭୁକ୍ତ କରି ସାଧାରଣ ଜନତାଙ୍କୁ ଦରବୃଦ୍ଧିରୁ…

ବ୍ୟାତ୍ୟାଠୁ ବଳେଇଲା କାଳବୈଶାଖୀ ବିଦ୍ୟୁତ୍ ବିଭ୍ରାଟ

୪୮ ଘଣ୍ଟା ମଧ୍ୟରେ ୩୦ ଘଣ୍ଟାରୁ ଅଧିକ ସମୟ ଧରି ଓଡ଼ଗାଁ ଅଞ୍ଚଳରେ ବିଦ୍ୟୁତ୍ ଯୋଗାଣ ବାଧାପ୍ରାପ୍ତ ଓଡ଼ଗାଁ, ୮।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାର ଓଡ଼ଗାଁ ଅଞ୍ଚଳରେ ଗତ ୪୮ ଘଣ୍ଟା ମଧ୍ୟରେ ୩୦ ଘଣ୍ଟାରୁ ଅଧିକ ସମୟ ଧରି ବିଦ୍ୟୁତ୍ ଯୋଗାଣ ବାଧାପ୍ରାପ୍ତ ହୋଇଥିବାରୁ ଉପଭୋକ୍ତାଙ୍କ…

ବିଶ୍ୱ ପରିବେଶ ଦିବସ ଅବସରରେ ତପୋବନରେ ବୃକ୍ଷରୋପଣ, ୯୦ ଚାରା ରୋପଣ ପାଇଁ ସଙ୍କଳ୍ପ

ଓଡ଼ଗାଁ, ୮।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍‌ ଅନ୍ତର୍ଗତ ରୋହିବାଙ୍କସ୍ଥିତ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ଜୟମଙ୍ଗଳ ପ୍ରସାଦ ତପୋବନ ପରିସରରେ ସୋମବାର ବିଶ୍ୱ ପରିବେଶ ଦିବସ ପାଳନ କରାଯାଇଛି। ଏହି ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ ସହ…