Browsing Category

ରାଜ୍ୟ

ଡିଏଭିରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ ପାଳିତ

ଝାରସୁଗୁଡ଼ା: ଝାରସୁଗୁଡ଼ା ଡିଏଭି ପବ୍ଲିକ ସ୍କୁଲ ପରିସରରେ ଓଡ଼ିଆ ସାହିତ୍ୟର ଅମର ସାଧକ ତଥା ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ ତମ ଜୟନ୍ତୀ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ମହାନ ସାହିତ୍ୟିକଙ୍କ

‘ସୁଭଦ୍ରା’ ହିତାଧିକାରୀଙ୍କୁ ପଞ୍ଚମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

କଟକ, ତା ୨୮.୦୮.୨୬ ରିଖ - ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାଙ୍କ ଆର୍ଥିକ ସଶକ୍ତିକରଣ ଓ ଆତ୍ମନିର୍ଭରତାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା’ର ପଞ୍ଚମ କିସ୍ତି ବଣ୍ଟନ କାର୍ଯ୍ୟକ୍ରମ ନେତାଜୀ ସଂସ୍କୃତି ଭବନଠାରେ ଅନୁଷ୍ଠିତ ହୋଇଯାଇଛି । କଟକ

ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ ଗଜପତିରେ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହାନ ହକି ଖେଳାଳି ତଥା ଭାରତୀୟ କ୍ରୀଡ଼ା ଜଗତର କିମ୍ବଦନ୍ତୀ ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ଜିଲ୍ଲାରେ ଆଜି ୨୮ ଅଗଷ୍ଟ ଠାରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ

ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ପ୍ରତିଷ୍ଠାନ ଠାରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଏହି

ନେପାଳ ବନ୍ୟା ରେ ବରଗଡ ର ମା ଝିଅ ନିଖୋଜ ସ୍ୱାମୀ ସୁରକ୍ଷିତ

ଝାରବନ୍ଧ - ମନୋହର ଦାଶ: ନେପାଳର ପ୍ରଳୟଙ୍କାରୀ ବନ୍ୟାରେ ବରଗଡ଼ ଜିଲାର ମା’ ଓ ଝିଅ ନିଖୋଜ ହୋଇ ଯାଇଥିବା ସୂଚନ ମିଳିଛି। ସେମାନେ ହେଲେ, ବରଗଡ଼ ବ୍ଲକ ଜାମପାଲି ପଞ୍ଚାୟତ ସର୍ଲା ଗ୍ରାମର ଗୁନ୍ନମ ଜୟକ୍ରୀଷ୍ଣାଙ୍କ ସ୍ତ୍ରୀ ଗୁନ୍ନମ ସାଇ ବିନ୍ଦୁ କୁମାରୀ ଏବଂ ଦେଢବର୍ଷର ଶିଶୁକନ୍ୟା ହରିକ୍ଷା।

ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ ପାଇଁ ଦାବିପତ୍ର

ସ୍ୱାଧୀନତା ସଂଗ୍ରାମୀ କୁଟୁମ୍ବ ଯୋଜନା ତୁରନ୍ତ ଲାଗୁ ପାଇଁ ଦାବି ବେଲଗୁଣ୍ଠା,, ୨୮/୮,-(ଶିବରାମ ଚୌଧୁରୀ )ଗାଙ୍ଗପୁର ଥାନା ଅନ୍ତର୍ଗତ ମୁନିଗାଡ଼ି ପଞ୍ଚାୟତର ମାଳତି ଗ୍ରାମସ୍ଥିତ ମା’ ରତନେଇ ପୀଠରେ ଆଜାଦ ହିନ୍ଦ ଫୌଜର କର୍ମକର୍ତ୍ତା ଓ ସଦସ୍ୟମାନଙ୍କ ଏକ ସଭା ଅନୁଷ୍ଠିତ ହୋଇଛି। ସଂଗଠନର

ଜୁଏଲଙ୍କ ବୟାନ ପରେ ରାଉରକେଲା ବିଜେପିରେ ଅନ୍ତଃକନ୍ଦଳ ଚର୍ଚ୍ଚା ତୀବ୍ର

ଅସ୍ତ୍ର ମାମଲାର ତଦନ୍ତ ଜୋରଦାର, ରାଜନୈତିକ ଷଡ଼ଯନ୍ତ୍ର ଅଭିଯୋଗ ଆଣିଲେ ଜୁଏଲ ଓରାମ ରାଉରକେଲା, (ବସନ୍ତ କୁମାର ଜେନା, ଶାସକ ପ୍ରଶାସକ): ରାଉରକେଲା ବିଜେପି ରାଜନୀତିରେ ସର୍କିଟ୍‌ ହାଉସ୍‌ ଅସ୍ତ୍ର ମାମଲା ଓ ବରିଷ୍ଠ ନେତା ଜୁଏଲ ଓରାମଙ୍କ ବୟାନକୁ ନେଇ ଚର୍ଚ୍ଚା ତୀବ୍ର ହୋଇଛି। ସରକାରୀ

ସୁଭଦ୍ରା ମଞ୍ଚରେ ରାଜନୈତିକ ବୟାନକୁ ନେଇ ଝାରସୁଗୁଡ଼ାରେ ତାତି

ଟଙ୍କଧରଙ୍କ ଅଭିଯୋଗର ଜବାବ ଦେଲେ ଦୀପାଳୀ; ବିଧାୟକଙ୍କୁ ପଚାରିଲେ ୫ ସିଧାସଳଖ ପ୍ରଶ୍ନ ଝାରସୁଗୁଡ଼ା, ୨୮। ଝାରସୁଗୁଡ଼ା ସହରସ୍ଥିତ ନବ ଦାସ ଏମ୍‌ସିଏଲ୍‌ ଅଡିଟୋରିୟମ୍‌ଠାରେ ଶୁକ୍ରବାର ଅନୁଷ୍ଠିତ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ପ୍ରଦାନ ସରକାରୀ କାର୍ଯ୍ୟକ୍ରମରେ ଝାରସୁଗୁଡ଼ା ବିଧାୟକ

ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ

ପଦ୍ମପୁର /ଶିବାଶିଷ ପଟ୍ଟନାୟକ:- ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତିର୍ମୟୀ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ସର୍ବ ପ୍ରଥମେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ହିନ୍ଦୀ ଶିକ୍ଷକ ତ୍ରିଲୋଚନ

ନବରଂଗପୁର ଠାରେ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ୫ମ କିସ୍ତି ପ୍ରଦାନ ର ସିଧା ପ୍ରସାରଣ ଓ ସମାବେଶ କାର୍ଯ୍ୟକ୍ରମ

ନବରଙ୍ଗପୁର ତା ୨୮.୮.୨୦୨୬: ଆଜି ନବରଂଗପୁର ସହର ସ୍ଥିତ ସ୍ଥାନୀୟ ବାଏପାସ୍ ରୋଡ ସ୍ଥିତ ସରୋଜିନୀ କଲ୍ୟାଣ ମଣ୍ଡପ ଠାରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କୁ ୫ମ କିସ୍ତି ପ୍ରଦାନର ସିଧା ପ୍ରସାରଣ ଓ ସମାବେଶ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼