Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ହିଣ୍ଡାଲକୋ ହୀରାକୁଦରେ ଅନ୍ତର୍ଜାତୀୟ ଜୈବ ବିବିଧତା ଦିବସରେ ମେଗା ବୃକ୍ଷରୋପଣ ଅଭିଯାନ ଆୟୋଜନ
ହୀରାକୁଦ: ୨୦୨୬ ମସିହାର ଅନ୍ତର୍ଜାତୀୟ ଜୈବ ବିବିଧତା ଦିବସ ଅବସରରେ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍, ହୀରାକୁଦ ପାୱାର ଆଣ୍ଡ ସ୍ମେଲ୍ଟର, "ଗୋ ଗ୍ରୀନ୍ ଇନିସିଏଟିଭ୍" ଅଧୀନରେ ଏକ ମେଗା ବୃକ୍ଷରୋପଣ ଅଭିଯାନ ଆୟୋଜନ କରିଥିଲା। ଏହି କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା ପରିବେଶ ସୁରକ୍ଷା, ଜୈବ…
ପ୍ରଶାସନ ନ ଆସିଲା ନାଇଁ , “ଆଶା”ର ପ୍ରଚେଷ୍ଟାରେ ଆଗେଇ ଆସୁଛନ୍ତି ସହୃଦ ବ୍ୟକ୍ତି ଓ ସଂଗଠନ
କେନ୍ଦୁଝର: ୨୨/୦୫/୨୦୨୬: ବାଂଶପାଳ ବ୍ଳକ୍ ଅନ୍ତର୍ଗତ କୋଡିପଶା ପଞ୍ଚାୟତ ଅଧୀନ ଦୁଆରଶୁଣି ଗାଁର ବାପ, ମା' ଛେଉଣ୍ଡ ପିଲାଙ୍କ ଅବସ୍ଥା ବିଷୟରେ ସ୍ଥାନୀୟ ସ୍ଵେଚ୍ଛାସେବୀ ଅନୁଷ୍ଠାନ " ଆଶା" ର ଉଦ୍ୟମରେ ଖବର ପ୍ରସାରିତ ହେବା ପରେ ବିଭିନ୍ନ ମହଲରୁ ସହଯୋଗର ହାତ ଲମ୍ବିଛି।
ଦୁଆରଶୁଣୀ ଗାଁରେ…
ସାଂସ୍କୃତିକ ବିବିଧତାକୁ ଜଗତିକରଣ ପରିବେଶ ମଧ୍ୟରେ ପାଳନ କରିବା ଉଚିତ୍: ବିଶେଷଜ୍ଞ
ଭୁବନେଶ୍ୱର, ମେ ୨୨ : ସାଂସ୍କୃତିକ ବିବିଧତାକୁ ଜଗତିକରଣ ପରିବେଶ ମଧ୍ୟରେ ପାଳନ କରିବା ଉଚିତ୍ ଏବଂ ଏହାକୁ ଅର୍ଥନୈତିକ ବିକାଶ ସହ ଯୋଡ଼ିବାର ଆବଶ୍ୟକତା ରହିଛି ବୋଲି ଗୁରୁବାର କହିଛନ୍ତି ଜାତୀୟ ସ୍ମାରକି କର୍ତୃପକ୍ଷର ପୂର୍ବତନ ଅଧ୍ୟକ୍ଷ ତଥା କୋଲକାତା ସ୍ଥିତ ଭାରତୀୟ ନୃତତ୍ୱ ସର୍ବେକ୍ଷଣର…
ଭାରତର ଦ୍ୱିତୀୟ ହସ୍ପିଟାଲ୍ ଭାବେ ଆଇଏମ୍ଏସ୍ ଆଣ୍ଡ ସମ ହସ୍ପିଟାଲ୍ରେ ଅତ୍ୟାଧୁନିକ ଡିଜିସ୍କାନର ସ୍ଥାପନ
ଭୁବନେଶ୍ୱର, ମେ ୨୨ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ୍ ଅନ୍ତର୍ଗତ ପାଥୋଲୋଜି ବିଭାଗରେ ଅତ୍ୟାଧୁନିକ ଫିଲିପ୍ସ ପାଥୋଲୋଜି ସ୍କାନର ଏସ୍ଜି ୩୦୦ ଶୁକ୍ରବାର ସ୍ଥାପନ କରାଯାଇଥିବା ବେଳେ ଏହା ଜଟିଳ ଏବଂ ଗୁରୁତର…
ମହିଳା ସୁରକ୍ଷା ପ୍ରସଙ୍ଗରେ ବିଜେଡିର ଗର୍ଜନ
ଝାରସୁଗୁଡାରେ ନାରୀ ଅଧିକାର ଅଭିଯାନ, ତୁରନ୍ତ ମହିଳା ସଂରକ୍ଷଣ ବିଲ୍ ଲାଗୁ କରିବାକୁ ଦାବି
ଝାରସୁଗୁଡା, ୨୨/୫ : ରାଜ୍ୟରେ ବଢ଼ୁଥିବା ମହିଳା ନିର୍ଯାତନା ଓ ସୁରକ୍ଷାହୀନତାକୁ ନେଇ ବିଜୁ ଜନତା ଦଳ ପକ୍ଷରୁ ସ୍ୱର ଆହୁରି ତୀବ୍ର ହୋଇଛି । ଝାରସୁଗୁଡା ମହିଳା ବିଜେଡି ତରଫରୁ ଶୁକ୍ରବାର ସହରର…
+୨ ବିଜ୍ଞାନ,କଳା ଓ ବାଣିଜ୍ୟ ବିଭାଗରେ ସର୍ବୋଚ୍ଚ ମାର୍କ ରଖିଥିବା ଛାତ୍ର ଛାତ୍ରୀ ଙ୍କୁ ଜିଲ୍ଲାପାଳଙ୍କ ଦ୍ଵାରା…
ନବରଙ୍ଗପୁର ତା ୨୨.୫.୨୦୨୬: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଓଡ଼ିଶା ଦ୍ଵାରା ଆୟୋଜିତ +୨ ବିଜ୍ଞାନ,କଳା ଓ ବାଣିଜ୍ୟ ବାର୍ଷିକ ପରୀକ୍ଷା ୨୦୨୬ ରେ ଜିଲ୍ଲାରେ ସର୍ବୋଚ୍ଚ ମାର୍କ ରଖି ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ର ଛାତ୍ରୀ ଙ୍କୁ ଆଜି ସ୍ଥାନୀୟ ଅଶୋକ ମେହେଟା ସମ୍ମିଳନୀ ଗୃହରେ ଜିଲ୍ଲପାଳ ଡ…
୧ ଲକ୍ଷ ୧୮ ହଜାରରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ
ଇଣ୍ଟର୍ନସିପ୍ ଓ କମ୍ୟୁନିଟି ସର୍ଭିସ ମାଧ୍ୟମରେ ଛାତ୍ରଛାତ୍ରୀମାନେ ପ୍ରାକ୍ଟିକାଲ ଏକ୍ସପୋଜର ପାଇପାରିବେ : ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ୱର,୨୨ ମେ' ୨୦୨୬: ୨୦୨୫-୨୬ ଶିକ୍ଷାବର୍ଷରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ବିଭିନ୍ନ ଶିକ୍ଷାନୁଷ୍ଠାନର ପ୍ରାୟ ୧…
ଯାତ୍ରୀବାହୀ ବସ୍ ଧକ୍କାରେ ଅଟୋ ଚୁରମାର୍।୬ ମୃତ ୬ ଗୁରୁତର ।
ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି
ପୁରୁଷୋତ୍ତମପୁର: ଗଞ୍ଜାମ ଜିଲ୍ଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଲଡକାପଲୀ ଛକରେ ଭୟଙ୍କର ଦୁର୍ଦ୍ଦଶାର ସମ୍ମୁଖୀନ ହୋଇ ୬ ଜଣଙ୍କ ମୃତ୍ୟୁ ଘଟିଥିଲା ବେଳେ ୬ ଜଣ…
କାଠ ଚୋରଙ୍କ ପାଇଁ ବୁଧବାର ୬ ଘଣ୍ଟା ଅନ୍ଧାରରେ ରୋହିବାଙ୍କ ବାସୀ,
ପୁନଃ ବିଦ୍ୟୁତ ବିଭ୍ରାଟ ପାଇଁ ଗୁରୁବାର ରୋହିବାଙ୍କ ଠାରେ ୨୧ ନମ୍ବର ରାଜ୍ୟ ରାଜପଥ ଅବରୋଧ
ଓଡ଼ଗାଁ, ୨୧।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଦ୍ୟୁତ୍ ସେକ୍ସନ ଅଧୀନ ରୋହିବାଙ୍କ ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ୧୧ କେଭି ବିଦ୍ୟୁତ୍ ତାର ଉପରେ ଗଛ ଡାଳ ପଡ଼ିଯିବାରୁ ପ୍ରାୟ…
’ ୩୧ ସୁଦ୍ଧା ହୋଲ୍ଡିଂ ଟ୍ୟାକ୍ସ ଦେଇ ୧୦ ପ୍ରତିଶତ ରିହାତି ପାଆନ୍ତୁ
“ଯାହା କାଲି କରିବେ, ତାହା ଆଜି କରନ୍ତୁ” — ଓଡ଼ଗାଁ ଏନ୍ଏସି
ଓଡ଼ଗାଁ,୨୧।୫(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଅଞ୍ଚଳବାସୀଙ୍କୁ ହୋଲ୍ଡିଂ ଟ୍ୟାକ୍ସ ସମୟ ମଧ୍ୟରେ ଦେବାକୁ ଆହ୍ୱାନ କରାଯାଇଛି। ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆସନ୍ତା ମେ’…