Browsing Category

ରାଜ୍ୟ

ଖାଲରେ ବୁଡି ଯୁବକଙ୍କ ମୃତ୍ୟୁ

ମୟୂରଭଞ୍ଜ ରୁ ଦିପୁ ମହାପାତ୍ରଙ୍କ ରିପୋର୍ଟ :ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଳକ ଅନ୍ତର୍ଗତ ଶିର୍ଷା ପଞ୍ଚାୟତ ଅଧିନରେ ଥିବା ନେଦା ଗ୍ରାମରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା । ,✓ଉମେଶ ଚନ୍ଦ୍ର ମହାପାତ୍ରଙ୍କ ପୁତ୍ର ଗୌତମ ମହାପାତ୍ର(୫୩) ଭୋର ସକାଳୁ କଡିଆ ଖାଳକୁ ଶୌଚ କରିବାକୁ ଯାଇ…

ସ୍ୱତନ୍ତ୍ର ସଘନ ସଂଶୋଧନ ନେଇ ସର୍ବଦଳୀୟ ବୈଠକ ଅନୁଷ୍ଠିତ

କେନ୍ଦୁଝର, ୧୯ ମଇ: ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ କେନ୍ଦୁଝରଠାରେ ସ୍ୱତନ୍ତ୍ର ସଘନ ସଂଶୋଧନ ବା ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ (ଏସ ଆଇ ଆର) ସମ୍ବନ୍ଧୀୟ ବୈଠକ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ଶ୍ରୀ ଵିଶାଲ ସିଂହଙ୍କ ଅଧ୍ୟକ୍ଷତାରେ ମିନି କନଫରେନ୍ସ…

ଭୋଟର ତାଲିକା ସ୍ୱତନ୍ତ୍ର ସଘନ ସଂଶୋଧନ ନିମନ୍ତେ ରାଜନୈତିକ ଦଳଙ୍କ ସହ ଆଲୋଚନା ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:ଗୁଣପୁର ତା: ୧୯-୦୫-୨୦୨୬ରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ କକ୍ଷରେ ୧୩୮-ଗୁଣପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ଭୋଟର ତାଲିକା ସ୍ୱତନ୍ତ୍ର ସଘନ ସଂଶୋଧନ ନିମନ୍ତେ ବିଭିନ୍ନ ରାଜନୈତିକ ଦଳଙ୍କ ସହ ଆଲୋଚନା ହୋଇଥିଲା । ଗୁଣପୁର ଉପ ଜିଲ୍ଲାପାଳ ଦୁଧାଲ…

ରାଜନୈତିକ ଦଳ ଙ୍କୁ ନେଇ ସ୍ୱତନ୍ତ୍ର ସଘନ ସଂଶୋଧନ SIR ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନବରଙ୍ଗପୁର ୧୯. ୦୫.୨୦୨୬: ଅଶୋକ ସାହୁ,ଜିଲ୍ଲାପାଳଙ୍କ ଅଶୋକ ମେହେଟା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଙ୍କ ଅଧକ୍ଷତାରେ ସ୍ୱତନ୍ତ୍ର ସଘନ ସଂଶୋଧନ SIR ବୈଠକର ଅନୁଷ୍ଠିତ ହୋଇଯାଇଛି। ନବରଙ୍ଗପୁର ଜିଲ୍ଲାରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟ ସେପ୍ଟେମ୍ବର ୬ ସୁଦ୍ଧା…

ଦୁଇ ଯୁବକ ଓ ଯୁବତୀଙ୍କୁ ମାରଣାନ୍ତକ ଆକ୍ରମଣ।।

ବ୍ରହ୍ମପୁର ସହର ଜନଗହଳି ପୂର୍ଣ୍ଣ ଗିରି ରୋଡ୍ ଠାରେ ରାତ୍ରୀ ୯ ଘଣ୍ଟା ସମୟରେ ଏକ ଲୋମହର୍ଷଣକାରୀ ଘଟଣା ଘଟିଛି। ଯାହାକି ପୋଲିସ କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି ଅସାମାଜିକ ଯୁବକ ମାନେ। କୌଣସି ଘଟଣାକୁ ନେଇ ରାସ୍ତାରେ ଯାଉଥିବା ଦୁଇ ସାଙ୍ଗ କୁ ଅଟକାଇ ଗାଡ଼ିରୁ ଟାଣି ଆଣି କିଛି ଯୁବକ ବାଉଁଶ…

ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ସମ୍ପର୍କରେ ରାଜନୈତିକ ଦଳ ର ପ୍ରତିନିଧିମାନଙ୍କ ସହ ବୈଠକ

ଜଗତସିଂହପୁର,ତା-୧୮.୦୫.୨୦୨୬/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ସଭାଗୃହ ରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ, ଜଗତସିଂହପୁର ଶ୍ରୀ ଜେ. ସୋନାଲ ଙ୍କ ଅଧ୍ୟକ୍ଷତାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ Special Intensive…

ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର, ତା-୧୮.୦୫.୨୦୨୬/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଉପସ୍ଥିତ ରହି…

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ

ବାତ୍ୟା, ବନ୍ୟା ମୁକାବିଲା ପ୍ରସ୍ତୁତିର ସମୀକ୍ଷା କଟକ ତା ୧୮.୦୫.୨୦୨୬ ରିଖ – ଆଗାମୀ ବର୍ଷା ଋତୁକୁ ଦୃଷ୍ଟିରେ ରଖି କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହଠାରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଏବଂ ଜିଲ୍ଳା…

୪୫ ଦିନ ପରେ ବି ମିଳିନାହିଁ ପୀଡ଼ିତାଙ୍କୁ ନ୍ୟାୟ ।

ନ୍ୟାୟ ପାଇବା ଆଶାରେ ଥାନା ରୁ ସାଇବର୍ ସାଇବର୍ ରୁ ଏସ୍ ପି ପୁଣି ଥାନାର ଚକର କାଟୁଛନ୍ତି ପିଡିତା, ଏବେ ଆତ୍ମହତ୍ୟା ମୁହାଁ।। ସରକାର ଙ୍କ କଥା ମାନୁନାହାନ୍ତି କିଛି ଅଫିସର, ଵଦନାମ ହେଉଛନ୍ତି ସରକାର। ମୟୁରଭଞ୍ଜ ଜିଲ୍ଲା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ: ମୟୁରଭଞ୍ଜ ଜିଲ୍ଲା ମୋରଡା ଥାନା…

ବାଲେଶ୍ବର ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ରେମୁଣା, ତା: ୧୮/୦୫/୨୦୨୬:     ଆଜି ସକାଳ ଘ: ୭ ଟିକା ସମୟରେ ବାଲେଶ୍ୱର ଜିଲ୍ଲାର ରେମୁଣା ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷରେ ବାଲେଶ୍ୱର ଜିଲ୍ଲାପାଳ  ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ରେମୁଣା ପଞ୍ଚାୟତ ସମିତି ଅଧୀନସ୍ଥ ବିଭିନ୍ନ ଗ୍ରାମ…