Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବଢ଼ିଲା ବ୍ଲକ ଅଧ୍ୟକ୍ଷ କିଶୋରଙ୍କ ପାଇଁ ଅଡ଼ୁଆ
ଉପଜିଲ୍ଲାପାଳଙ୍କ ନିକଟରେ ଅନସ୍ଥା ପ୍ରସ୍ତାବ ଆଗତ
ନୟାଗଡ଼ (ବିଶ୍ୱଜିତ ନାୟକ):- ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁଙ୍କ ବିରୁଦ୍ଧରେ ଆଜି ଅନାସ୍ଥା ପ୍ରସ୍ତାବ ଆଗତ କରାଯାଇଛି । ନୟାଗଡ଼ ବ୍ଲକର ୪୫ ଜଣ ସରପଞ୍ଚ ଓ ସମିତିସଭ୍ୟଙ୍କ ଦସ୍ତଖତ ସମ୍ବଳିତ ଅନାସ୍ଥା ପ୍ରସ୍ତାବକୁ ଉପଜିଲ୍ଲାପାଳ…
ରାଜ୍ୟରେ ପେଟ୍ରୋଲ୍ ଉତ୍ପାଦିତ ସାମଗ୍ରୀର ଉପଲବ୍ଧତା ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା
ରାଜ୍ୟ ସଙ୍କଟ ପରିଚାଳନା ଗ୍ରୁପ୍ ବୈଠକ ଅନୁଷ୍ଠିତ
ଅଯଥାରେ ଭିଡ ନକରିବା ଏବଂ ଅନାବଶ୍ୟକ ଭାବେ ଅଧିକ ମହଜୁଦ ନରଖିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ
ଭୁବନେଶ୍ୱର,୧୮/୫/୨୦୨୬: ରାଜ୍ୟରେ ପେଟ୍ରୋଲ୍, ଡିଜେଲ ଏବଂ ରନ୍ଧନ ଗ୍ୟାସ (ଏଲପିଜି) ସାମଗ୍ରୀର ଉପଲବ୍ଧତା ନେଇ ମୁଖ୍ୟ…
ଓଡ଼ିଶା ମେଟାଲିକ୍ସ ଆନ୍ଦୋଳନକୁ ନେଇ ତେଜିଲା ବିବାଦ, ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହେଲେ ମରାକୁଟା ଗ୍ରାମବାସୀ
ଝାରସୁଗୁଡ଼ା, ୧୮ ମେ: ଝାରସୁଗୁଡ଼ା ଜିଲ୍ଲାର ଓଡ଼ିଶା ମେଟାଲିକ୍ସ କାରଖାନା ସମ୍ମୁଖରେ ଚାଲିଥିବା ଆନ୍ଦୋଳନକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ରାଜନୈତିକ ତାପମାତ୍ରା ବଢ଼ିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ମରାକୁଟା ଗ୍ରାମବାସୀ ଚାଲିଥିବା ଆନ୍ଦୋଳନକୁ ବିରୋଧ କରି ସୋମବାର ଝାରସୁଗୁଡ଼ା…
ବହୁ ଚର୍ଚ୍ଚିତ କଟାମୁଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ ସଜା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୨୦୨୩ ମସିହାରେ ଗଜପତି ଜିଲ୍ଲାର କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମର ବହୁ ଚର୍ଚ୍ଚିତ ଚାଞ୍ଚଲ୍ୟକର ତଥା ବିଭତ୍ସ ହତ୍ୟାକାଣ୍ଡ ଭଳି ଏକ ସମ୍ବେଦନଶୀଳ ମାମଲାର ଶୁଣାଣି କରି ଆଜି ମାନ୍ୟବର ଗଜପତି ଜିଲ୍ଲା ଦୌରା ଜଜ୍ ଶ୍ରୀ ଜଗଦୀଶ ପ୍ରସାଦ ମହାନ୍ତି…
ଗୁଡାରିରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ତା.୧୮-୦୫-୨୦୨୬ରିଖ ଦିନ ଗୁଡରି ବ୍ଲକ ସଭାଗୃହରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାୟକଙ୍କ ଅଧ୍ୟକ୍ଷତା ରେ…
ଜିଲ୍ଲା ସଙ୍କଟ ପରିଚାଳନା କମିଟିର ବୈଠକ
ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଉପରେ ବିଶେଷ ଆଲୋଚନା
ଖାଉଟି ଆତଙ୍କିତ ନ ହେବାକୁ ପରାମର୍ଶ।
ନବରଙ୍ଗପୁର ୧୮.୫.୨୦୨୬: ଅଶୋକ ସାହୁ,ନବରଙ୍ଗପୁର ଜିଲ୍ଲାରେ ରନ୍ଧନ ଗ୍ୟାସ, ପେଟ୍ରୋଲ ଓ ଡିଜେଲ ପର୍ଯ୍ୟାପ୍ତ ପରିମାଣର ମହଜୁଦ ରହିଛି ଏବଂ ସ୍ଥିତି ସ୍ୱାଭାବିକ ଅଛି।ତେଣୁ ସାଧାରଣ…
ନନ୍ଦାହାଣ୍ଡି ଠାରେ ଜିଲ୍ଲାପାଳଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର…
ନବରଙ୍ଗପୁର ତା ୧୮.୦୫.୨୦୨୬:ଅଶୋକ ସାହୁ,ନନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ଵର ସ୍ୱାଇଁ ଏବଂ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆଦିତ୍ୟ ସେନଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଶିବିରରେ ଅତିରିକ୍ତ ଜିଲ୍ଲାପାଳ ସାଧାରଣ…
ଏନଏସଇ ପକ୍ଷରୁ ଇଲେକ୍ଟ୍ରୋନିକ ଗୋଲ୍ଡ ରିସିପ୍ଟରେ ଟ୍ରେଡିଂ ଆରମ୍ଭ
ଭୁବନେଶ୍ୱର,: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ଅଫ୍ ଇଣ୍ଡିଆ (ଏନଏସଇ) ପକ୍ଷରୁ ଆଜିଠାରୁ ଇଲେକ୍ଟ୍ରୋନିକ ଗୋଲ୍ଡ ରିସିପ୍ଟ (ଇଜିଆର) ସେଗ୍ମେଂଟରେ ଲାଇଭ୍ ଟ୍ରେଡିଂ ଆରମ୍ଭ କରାଯାଇଛି । ଗତ ଶନିବାର, ମେ’ ୧୬ ତାରିଖରେ ୨୦୨୬ରେ ଏକ ବିସ୍ତୃତ ମକ୍ ଟ୍ରେଡିଂ କରାଯିବା ପରେ ଆଜି ଏହାର ଔପଚାରିକ…
ଚାନ୍ଦିପୁଟ କଲେଜରେ ଛାତ୍ରଛାତ୍ରୀଙ୍କ ସଫଳତା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଚାନ୍ଦିପୁଟ ସ୍ନାତକ ମହାବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନେ ଅପୂର୍ବ ସଫଳତା ହାସଲ କରିଛନ୍ତି। ନିକଟରେ ସ୍ନାତକ ପରୀକ୍ଷାର ଆଇଆରପିଏମ୍ ବିଭାଗରେ ପ୍ରଥମ ଦଶ ଜଣ ମଧ୍ଯରୁ ୫ ଜଣ ସ୍ଥାନ ପାଇଛନ୍ତି। ସେମାନଙ୍କ ମଧ୍ୟରୁ ତୃତୀୟ ସ୍ଥାନରେ…
ଜିଲ୍ଲାପାଳଙ୍କ ବିଭିନ୍ନ ଉଚ୍ଚ ବିଦ୍ୟାଳୟ ପରିଦର୍ଶନ; ଜିଲ୍ଲାରେ ଶିକ୍ଷାର ମାନ ଓ ଭିତ୍ତିଭୂମି ବିକାଶର ସମୀକ୍ଷା
ଝାରସୁଗୁଡ଼ା:ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ଆଜି ଜିଲ୍ଲାର ଶିକ୍ଷା ବ୍ୟବସ୍ଥାର ସୁଧାର, ଶିକ୍ଷାଦାନର ମାନ ଏବଂ ଭିତ୍ତିଭୂମିର ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରିବା ପାଇଁ ବିଭିନ୍ନ ବିଦ୍ୟାଳୟ ଗସ୍ତ କରିଛନ୍ତି। ଆଜି ଲଇକେରା ବ୍ଲକରେ ଆୟୋଜିତ ଯୁଗ୍ମ ଜନ ଶୁଣାଣି ଶିବିର ପରେ ଜିଲ୍ଲାପାଳ…