Browsing Category

ରାଜ୍ୟ

ଆସନ୍ତାକାଲି ଏନସିଇଟି-୨୦୨୬ ଆବେଦନର ଶେଷ ତାରିଖ,

 ଶିକ୍ଷାବର୍ଷ ୨୦୨୬-୨୭ରୁ ଏନସିଇଟି ମାର୍କ ଆଧାରରେ ହେବ ୪ବର୍ଷୀୟ ବିଏଡ଼ ନାମଲେଖା ଭୁବନେଶ୍ୱର, ୯ ମାର୍ଚ୍ଚ, ୨୦୨୬: ଆସନ୍ତାକାଲି (୧୦ ମାର୍ଚ୍ଚ, ୨୦୨୬) ହେଉଛି ନ୍ୟାସନାଲ କମନ୍‌ ଏଣ୍ଟ୍ରାନ୍ସ ଟେଷ୍ଟ -୨୦୨୬ (ଏନସିଇଟି) ଆବେଦନ ପାଇଁ ଶେଷ ତାରିଖ। ଆସନ୍ତାକାଲି ରାତି ୧୧.୫୦ ପର୍ଯ୍ୟନ୍ତ…

ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ବାଲେଶ୍ୱର ଗସ୍ତ

ବାଲେଶ୍ୱର, ତା. ୦୯/୦୩: ଆନ୍ତର୍ଜାତୀୟ ମହିଳା ଦିବସ ପାଳନ ଅବସରରେ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ବାଲେଶ୍ଵର ଗସ୍ତରେ ଆସିଥିଲେ। ଏହି ଅବସରରେ ସେ ଡି ଆର୍ ଡି ଓ ଆନୁକୂଲ୍ୟରେ ଚାନ୍ଦିପୁର ସ୍ଥିତ ପ୍ରୁଫ୍ ଆଣ୍ଡ ଏକ୍ସପେରିମେଣ୍ଟାଲ ଏଷ୍ଟାବ୍ଲିସମେଣ୍ଟ (ପିଏକ୍ସଇ) ପରିସରରେ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମୁନୀଦ୍ର…

ମଧ୍ୟପ୍ରଦେଶ ଇନ୍ଦୋର ଠାରେ ଉତ୍କଳ ଦିବସ ଅବସରରେ “ଓଡ଼ିଆ ଗୌରବ ୨୦୨୬” ସମ୍ମାନରେ ସମ୍ମାନିତ ହେବେ ବ୍ୟଙ୍ଗ…

ନୟାଗଡ଼(ବିଶ୍ଵଜିତ ନାୟକ) :- ଓଡ଼ିଶାର ସର୍ବ ଜନାଦୃତ ସର୍ବ ପ୍ରଥମ ରାଜନୈତିକ ହାସ୍ୟ ବ୍ୟଙ୍ଗ କାର୍ଯ୍ୟକ୍ରମ ଦି ଗ୍ରେଟ ଓଡ଼ିଶା ପଲି୍ଟିକାଲ ସର୍କସର  ଅଭିନେତା ତଥା ବ୍ୟଙ୍ଗ କବି ରବୀନ୍ଦ୍ର ରାଉତଙ୍କୁ  ମଧ୍ୟପ୍ରଦେଶ ଇନ୍ଦୋର ଠାରେ "ଇନ୍ଦୋର ପ୍ରବାସୀ ଓଡ଼ିଆ ସମାଜ " ଦ୍ୱାରା ଉତ୍କଳ ଦିବସ ଅବସରରେ…

“ଓସ୍କା” ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ।

କେନ୍ଦୁଝର,ତା୯/୩- ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିଲ୍ଲାର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ “ୱସ୍କା”ର “ତ୍ରିଶା” ପ୍ରକଳ୍ପ ପକ୍ଷରୁ ବାଂଶପାଳ ବ୍ଲକର ବାୟାକକୁମୁଟିଆ ପଞ୍ଚାୟତରେ ଆନ୍ତର୍ଜାତୀୟ ମହିଳା ଦିବସ ବିଶେଷ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇ ଯାଇଛି । କାର୍ଯ୍ୟକ୍ରମ…

ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

କେନ୍ଦୁଝର,ତା୯/୩- ଅଗ୍ରଣୀ ସ୍ଵେଚ୍ଛାସେବୀ ଅନୁଷ୍ଠାନ “ଓସ୍କା” ପକ୍ଷରୁ କେନ୍ଦୁଝର ଜିଲ୍ଲାର ଘଟଗାଁ ବ୍ଲକ ଅନ୍ତର୍ଗତ ଝାରବେଢା ଗ୍ରାମରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇ ଯାଇଅଛି। ପାସିଙ୍ଗ ଗିଫ୍ଟ ସହାୟତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କୃଷି ବିଜ୍ଞାନ କେନ୍ଦ୍ର,…

ଗୁଣି ସନ୍ଦେହର ବୃଦ୍ଧଙ୍କୁ ବାନ୍ଧି ନିସ୍ତୁକ ମାଡ଼, ୧୦ ଗିରଫ

ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-୮/୩: ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ବେଲପୁଞ୍ଜି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।ଗୁଣି ସନ୍ଦେହରେ ଜଣେ ବୃଦ୍ଧଙ୍କୁ ସଂଘବଧ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ।ପୋଲିସ ଏହି ଘଟଣାରେ ୧୦ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି…

ହାତୀ ଦଳି ଚାଷୀ ମୃତ, ଅତାବିରା ଅଞ୍ଚଳରେ ଆତଙ୍କ

ବରଗଡ଼:- ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଅନ୍ତର୍ଗତ ଅନ୍ଧାରିପାଲି ଅଞ୍ଚଳରେ ସୋମବାର ଭୋର ସମୟରେ ଏକ ଅଭାବନୀୟ ଘଟଣା ଘଟିଛି। କ୍ଷେତକୁ ଯାଇଥିବା ବେଳେ ଉକ୍ତ ଗ୍ରାମର ଚାଷୀ ବେଣୁଧର ଛୁରିଆଙ୍କୁ ଗୋଠଛଡା ଏକ ହାତୀ ଦଳି ଚକଟି ଦେଇଥିବା ଜଣାପଡ଼ିଛି। ଏହି ଘଟଣାରେ ଚାଷୀଙ୍କ ଘଟଣାସ୍ଥଳରେ ମୃତ୍ୟୁ…

ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ଅସ୍ତରଙ୍ଗ, ୯/୩ ପୁରୀ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଆଜି ଅସ୍ତରଙ୍ଗ ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଥିଲା।ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ଶରତ ଚନ୍ଦ୍ର ବେହେରା ଏଥିରେ ଅଧ୍ୟକ୍ଷତା କରିଥିଲେ।ଏଥିରେ ମୋଟ ୭୫ ଗୋଟି ଅଭିଯୋଗ ମିଳିଥିଲା।ସେଥିରୁ ୬୪ ଗୋଟି ବ୍ୟକ୍ତିଗତ,୧୦…

ଉତ୍କଳ ଆଲୁମିନା ପକ୍ଷରୁ ମହାଡମ୍ୱରରେ ଆନ୍ତରଜାତୀୟ ମହିଳା ଦିବସ ପାଳିତ

ରାୟଗଡ଼ା: (ସରୋଜ କୁମାର ସାହୁ) ରାୟଗଡ଼ା ଜିଲ୍ଲା ଟିକିରି ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ପକ୍ଷରୁ ମହାଡମ୍ବରରେ ଅନ୍ତର୍ଜାତୟ ମହିଳା ଦିବସ ପାଳିତ ହୋଇଯାଇଛି। ସ୍ଥାନୀୟ ନୂଆପଡ଼ା ଟାଉନସିପ ସ୍ଥିତ କ୍ଳବ୍…