Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସାବାଡ଼ ହେବେ ସାଇବର ଅପରାଧି: ୧ ହଜାରରୁ ଉର୍ଦ୍ଧ୍ଵ ବ୍ୟାଙ୍କ ଜମା ଖାତା ଯାଞ୍ଚ ୩ ଜଣ ଠକ ଗିରଫ
ଓଡ଼ଗାଁ,୬।୩(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଓ ଶରଣକୁଳ ଥାନା ଅଞ୍ଚଳରେ ସାଇବର ଅପରାଧି ମାନେ ସେମାନଙ୍କ କାୟା ବିସ୍ତାର କରିଥିବା ବେଳେ ବିଳମ୍ବରେ ହେଉ ପଛେ ସାଇବର ଅପରାଧିଙ୍କୁ ସାବାଡ କରିବା ପାଇଁ ନୟାଗଡ଼ ସାଇବର ଥାନା ମାଧ୍ୟମରେ ଯେଉଁ ସ୍ଵତନ୍ତ୍ର ଅଭିଯାନ ଆରମ୍ଭ…
ଓଡ଼ଗାଁ ପୋଲିସ ଦ୍ବାରା ୨ ନାବାଳିକା ଉଦ୍ଧାର
ଓଡ଼ଗାଁ,୬।୩(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଏବଂ ବାହାଡ଼ାଝୋଲା ଫାଣ୍ଡି ଅଞ୍ଚଳରୁ ନିଖୋଜ ୨ ନାବାଳିକାଙ୍କୁ ଓଡ଼ଗାଁ ପୋଲିସ ଉଦ୍ଧାର କରିଛନ୍ତି।ଓଡ଼ଗାଁ ଥାନା ମାମଲା ନମ୍ବର ୫୨/୨୬ ଅଭିଯୋଗ ଅନୁସାରେ ଗତ ୨୦୨୬ ଫେବୃଆରୀ ୧୭ ତାରିଖରେ ୧୩ ବର୍ଷର ନାବାଳିକା ନିଖୋଜ…
ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ: “ସଶକ୍ତ ନାରୀ, ସଶକ୍ତ ରାଷ୍ଟ୍ର” –
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସରକାରଙ୍କର କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୦୬ ମାର୍ଚ୍ଚ ଠାରୁ ୦୮ ମାର୍ଚ୍ଚ ପର୍ଯ୍ୟନ୍ତ ଦୀର୍ଘ ତିନିଦିନ ଧରି ଆନ୍ତର୍ଜାତୀୟ ମହିଳା ଦିବସ ସ୍ଥାନୀୟ ବୃନ୍ଦାବନ ପ୍ୟାଲେସ ଠାରେ ପାଳନ କରାଯାଉଛି। ସ୍ଥାନୀୟ ବୃନ୍ଦାବନ ପ୍ୟାଲେସ ଠାରେ…
ଜିଲ୍ଲାସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନାର ପ୍ରସ୍ତୁତି ବୈଠକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଳାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଗ୍ରୀଷ୍ମ ପ୍ରବାହ ସୁପରିଚାଳନାର ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
“ଦୋଳ ଉତ୍ସବ” ଉଦଯାପିତ : ମୁଖ୍ୟ ଆକର୍ଷଣ କୁନି କୁନି ପିଲାଙ୍କ ରାଧାକୃଷ୍ଣ ବେଶ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଦୋଳ ଉତ୍ସବ ଓ ଦୋଳବନ୍ଧ ଉନ୍ନୟନ କମିଟି ଏବଂ ଜିଲ୍ଲା ସଂସ୍କୃତି ପରିଷଦ ମିଳିତ ଆନୁକୂୂଲ୍ୟରେ ଦୋଳବନ୍ଧ ନିକଟ ଦୋଳମଣ୍ଡପ ଠାରେଦୀର୍ଘ ୬ ଦିନ ଧରି ଚାଲିଥିବା ଦୋଳ ଉତ୍ସବ ଉଦଯାପିତ ହୋଇଯାଇଛି।…
ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ଆଶା, ଗାଁ କଲ୍ୟାଣ ସମିତି, ଜନ ଆରୋଗ୍ୟ ସମିତି,ମହିଳା ଆରୋଗ୍ୟ ସମିତି ସମ୍ମିଳନୀ…
ନବରଙ୍ଗପୁର ତା ୬.୩.୨୦୨୬:ଅଶୋକ ସାହୁ,ସ୍ଥାନୀୟ ସାଇ କଲ୍ୟାଣ ମଣ୍ଡପ ଠାରେ ଜିଲ୍ଲା ସ୍ତରୀୟ ଆଶା,ଗାଁ କଲ୍ୟାଣ ସମିତି, ଜନ ଆରୋଗ୍ୟ ସମିତି,ମହିଳା ଆରୋଗ୍ୟ ସମିତି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର ମାଝୀ , ସମ୍ମାନୀତ…
ଅନ୍ତର୍ଜାତୀୟ ମହିଳା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ନବରଙ୍ଗପୁର, ୬ .୩. ୨୦୨୬: ଅଶୋକ ସାହୁ,ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ଜିଲ୍ଲାରେ ହେବାକୁଥିବା ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସଂକ୍ରାନ୍ତରେ ଏକ ପ୍ରସ୍ତୁତିମୂଳକ ବୈଠକ ଗତକାଲି ୫.୩.୨୦୨୬ ରିଖ ସ୍ଥାନୀୟ ଅଶୋକ ମେହେଟା ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅତିରିକ୍ତ…
ଅସ୍ତରଙ୍ଗ ରେ ବିଜୁ ବାବୁଙ୍କ ୧୧୦ ତମ ଜୟନ୍ତୀ ପାଳିତ ।
ଅସ୍ତରଙ୍ଗ: ପ୍ରତିବର୍ଷ ଭଳି ଚଳିତ ବର୍ଷ ମାର୍ଚ୍ଚ ୫ ତାରିଖ ଦିନ ପ୍ରବାଦ ପୁରୁଷ ତଥା କଳିଙ୍ଗ ର ବର ପୁତ୍ର ବିଜୁ ପଟ୍ଟନାୟକଙ୍କ ଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ଅସ୍ତରଙ୍ଗ ଠାରେ ପାଳିତ ହୋଇ ହାଇ ଅଛି । ଏହି ଉପଲକ୍ଷ କାକଟପୁର ନିର୍ବାଚନ ମଣ୍ଡଳୀ ବିଜୁ ଜନତାଦଳ ତରଫରୁ ଅସ୍ତରଙ୍ଗ ପିର ଜାହାନିଆଁ…
ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ଅନୁଷ୍ଠିତ
ପ୍ରତ୍ୟେକ ବ୍ଲକରୁ ୩ଟି ଲେଖାଏଁ ଗାଁ କୁ ଚୟନ କରି ଆଦର୍ଶ ଗ୍ରାମ ଭାବେ ଗଢ଼ି ତୋଳିବାକୁ ବିଧାୟକଙ୍କ ଘୋଷଣା
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ବିଧାନସଭା ନିର୍ବାଚନ ମଣ୍ଡଳୀ କ୍ଷେତ୍ର ବିଧାୟକ ନରସିଂହ ମାଡ଼କାମୀ ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ…
୧୫ ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି, ୬/୦୩ : ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ର ମହାସମୁଦ ଜିଲ୍ଲାରେ ୧୫ ଜଣ ମାଓବାଦୀ ନିଜ ନିଜ ହତିଆର ସହ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସୂଚନା ଅନୁଯାୟୀ ଆଜି ଓଡ଼ିଶା ରାଜ୍ୟ ମାଓ କମିଟିର ସଚିବ ବିକାଶଙ୍କ ସମେତ ମୋଟ ୧୫ ଜଣ…