Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟଠାରେ ବିକଶିତ ଭାରତ ଯୁବ ସଂସଦ ଅନୁଷ୍ଠିତ ।
କେନ୍ଦ୍ରାପଡ଼ା:୨୫.୦୨ (ପ୍ରଫୁଲ୍ଲ କୁମାର ମଲ୍ଲ) ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ଯୁବ ସଂସଦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି | ଉଦଘାଟନି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ରଘୁରାମ ଆର ଆୟର ମୁଖ୍ୟଅତିଥି ଭାବେ ଯୋଗଦେଇ ବିକଶିତ ଭାରତ ତଥା ୫୦ ବର୍ଷର ଗଣତନ୍ତ୍ର ଉପରେ ଆଧାରିତ…
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା:ଟ୍ରକ ଚକା ତଳେ ଚାପି ହୋଇ ଯୁବତୀଙ୍କ ମୃତ୍ୟୁ
ଓଡ଼ଗାଁ, ୨୫ା୨ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ରାମ ସାଗର ପାର୍କ ସମ୍ମୁଖରେ ଆଜି ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ୪୦୭ ଟ୍ରକ ମାଡ଼ିଯିବା ଫଳରେ ଜଣେ ୧୮ ବର୍ଷୀୟା ଯୁବତୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତ ଯୁବତୀ ଜଣକ ହେଲେ ଲଣ୍ଡାବାଦୁ ଗ୍ରାମର…
କେନ୍ଦ୍ରାପଡ଼ାଠାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ।
କେନ୍ଦ୍ରାପଡ଼ା:୨୫.୦୨(ପ୍ରଫୁଲ୍ଲ କୁମାର ମଲ୍ଲ) ଆଜି କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟଠାରେ ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି | ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ, ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ଏବଂ ଜିଲ୍ଲା ପ୍ରଶାସନ ସହଯୋଗରେ ଅନୁଷ୍ଠିତ…
କଟକର ପୁରାତନ ଅଞ୍ଚଳ ପାଇଁ ସ୍ୱତନ୍ତ୍ର ନିର୍ମାଣ ନିୟମାବଳୀ-୨୦୨୬ ଅନୁମୋଦିତ
କଟକ ଉନ୍ନୟନ କର୍ତ୍ତୃପକ୍ଷ (CDA) ପକ୍ଷରୁ ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
ଐତିହ୍ୟ ସହରର ବିକାଶ ପାଇଁ ନୂଆ ମାର୍ଗଦର୍ଶିକା ଜାରି
କଟକ, ଫେବୃଆରୀ ୨୫: ଐତିହାସିକ କଟକ ସହରର କୋର୍ ଅଞ୍ଚଳ ବା ପୁରାତନ ବସ୍ତିଗୁଡ଼ିକର ବିକାଶ ପାଇଁ ଏକ ସ୍ୱତନ୍ତ୍ର ନିୟମାବଳୀ ଆଜିଠାରୁ କାର୍ଯ୍ୟକାରୀ…
ନିର୍ମାଣ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ ନିମନ୍ତେ ପ୍ରଶିକ୍ଷଣ
ଭୁବନେଶ୍ୱର ୨୫/୦୨/୨୦୨୬: ଆଜିର ଯୁଗ ହେଉଛି ନୂତନ ଜ୍ଞାନକୌଶଳ ଓ କୃତ୍ରିମ ବୁଦ୍ଧିମତ୍ତାର ଯୁଗ । ରାଜ୍ୟ ସରକାର ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ନେଇ ଲକ୍ଷ୍ୟ ରଖିଥିବାବେଳେ ଏହାକୁ କାର୍ଯ୍ୟକାରୀ କରିବା ଦିଗରେ ବିଭିନ୍ନ କାର୍ଯ୍ୟପନ୍ଥା ଗ୍ରହଣ କରାଯାଉଛି । ଏହି କ୍ରମରେ କୃତ୍ରିମ…
କାଗଜରେ ଯୋଜନା, ମାଟିରେ ଦୁଃଖ
ପାଣି–ବିଜୁଳି–ରାସ୍ତା–ସ୍ୱାସ୍ଥ୍ୟ ସୁବିଧା ବିନା ଦିନ କାଟୁଛି ଖଜୁରଗୁଡା ଗ୍ରାମବାସୀ
ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ସ୍ୱାଧୀନତାର ୭୯ ବର୍ଷ ବିତିଯାଇଥିଲେ ମଧ୍ୟ ଆଜି ମଧ୍ୟ ଜିଲ୍ଲାର ଦୂରଦୂରାନ୍ତ ଅଞ୍ଚଳରେ ମୌଳିକ ସୁବିଧା ପହଞ୍ଚି ପାରିନାହିଁ। ସଦର ବ୍ଲକ ଯୁଗସାଇପାଟଣା…
ସ୍ୱାମୀ ମୁକୁନ୍ଦାନନ୍ଦଙ୍କ ‘ଜୀବନ ପରିବର୍ତ୍ତନ’ କାର୍ଯ୍ୟକ୍ରମ ସମ୍ପନ୍ନ : ଆଧ୍ୟାତ୍ମିକ ଶିକ୍ଷାରେ ଅନୁପ୍ରାଣିତ…
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଶ୍ରୀଜଗନ୍ନାଥ ମନ୍ଦିର ନିକଟସ୍ଥ ଆର୍ବନ ବ୍ୟାଙ୍କ ପଡିଆରେ ବିଶିଷ୍ଟ ଆଧ୍ୟାତ୍ମିକ ଗୁରୁ ସ୍ୱାମୀ ମୁକୁନ୍ଦାନନ୍ଦ ଜୀଙ୍କ ଦ୍ୱାରା ଆୟୋଜିତ ‘ଜୀବନ ପରିବର୍ତ୍ତନ’ କାର୍ଯ୍ୟକ୍ରମ ଅତି ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି…
ବାଲ୍ୟ ବିବାହ ମୁକ୍ତି ଭାରତ ଗଠନ ସଚେତନତା ପାଇଁ ୧୦୦ ଦିନିଆ ଅଭିଯାନ “ରଥ” ର ଶୁଭାରମ୍ଭ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଗଣିଆ ଉନ୍ନୟନ କମିଟି ପକ୍ଷରୁ ଜିଲ୍ଲା ପ୍ରଶାସନର ସହଯୋଗରେ ବାଲ୍ୟ-ବିବାହ ମୁକ୍ତି ଭାରତ ଗଠନ ସଚେତନତା ପାଇଁ ୧୦୦ ଦିନିଆ “ଅଭିଯାନ ରଥ”ର ଶୁଭାରମ୍ଭ…
ମାଆ ଶ୍ୟାମାକାଳୀଙ୍କୁ ପୂଜାର୍ଚନା ପରେ ଦେବସ୍ନାନ କରାଗଲା,
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ତନରଡା ଗ୍ରାମରେ ମାଆ ଶ୍ୟାମାକାଳୀଙ୍କ ମନ୍ଦିର ପ୍ରତିଷ୍ଠା ଅବସରରେ ୪୮ ପ୍ରହର ଅଖଣ୍ଡ ନାମ ଯଜ୍ଞ,ଅନ୍ନ ଯଜ୍ଞ,ଗୋ ଯଜ୍ଞ, ଘୃତ ଯଜ୍ଞ,ପଞ୍ଚ କୁଣ୍ଡିୟ ମହା ଯଜ୍ଞ ପାଞ୍ଚ ଦିନ ହେଲା ଅନୁଷ୍ଠିତ ହୋଇ ଆସୁଥିବା ବେଳେ ଆଜି ସୁଯ୍ୟପୂଜା,…
ଡାବୁଗାଁ ରେ ସାମାଜିକ ସଦଭାବନା ବୈଠକ ଅନୁଷ୍ଠିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୨୫/୦୨/୨୬ ଡାବୁଗାଁ ଜୟନ୍ତିନଗର ସ୍ଥିତ ରାଧାକୃଷ୍ଣ ମନ୍ଦିର ପରିସରରେ ବିଭିନ୍ନ ଜାତିର ମୁଖିଆ ମାନଙ୍କୁ ନେଇ ଏକ ସଦଭାବନା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ଓଡ଼ିଶା ପଶ୍ଚିମ ପ୍ରାନ୍ତ…