Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଜଗାଙ୍ଗପୁର ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି
ରାଜଗାଙ୍ଗପୁର/ସୁନ୍ଦରଗଡ଼ (ବସନ୍ତ କୁମାର ଜେନା/ ): ରାଜଗାଙ୍ଗପୁର ବ୍ଲକ ପରିସରରେ ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଡ଼ା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ଅମ୍ରିତ ପାଲ କୌର ଯୋଗ ଦେଇ ଜନସାଧାରଣଙ୍କର…
ଶ୍ରୀରଘୁନାଥଙ୍କ ପୀଠରେ ହରି-ହର ଭେଟ ଉତ୍ସବ ଅନୁଷ୍ଠିତ
ଓଡଗାଁ,୧୬।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଶ୍ରୀରଘୁନାଥ ଜୀଉ ବିଜେ ଓଡଗାଁଙ୍କ ପୀଠରେ ସୋମବାର ହରି-ହର ଭେଟ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରତ୍ୟେକ ବର୍ଷ ଜାଗର ପରଦିନ ଏହି ଉତ୍ସବ ପାଳିତ ହେଉଥିବା ବେଳେ ପ୍ରଭୁ ଶ୍ରୀରଘୁନାଥ ମା’ ସୀତାଙ୍କ ସହିତ ଅନୁଜ ଲକ୍ଷ୍ମଣ ପାଟବସ୍ତ୍ର ଓ…
ଶରଣକୁଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଦାୟିତ୍ୱ ପ୍ରତ୍ୟାହାରକୁ ନେଇ ଜିଲାପାଳଙ୍କୁ ଅଭିଯୋଗ,
ଓଡ଼ଗାଁ, ୧୬।୨(ଶ୍ରୀକାନ୍ତ କୁମାର ମିଶ୍ର) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ ଶରଣକୁଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଦାୟିତ୍ୱ ପରିବର୍ତ୍ତନକୁ ନେଇ ଗ୍ରାମବାସୀଙ୍କ ଦ୍ୱାରା ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ । ଅଭିଯୋଗ ଅନୁସାରେ ଡାକ୍ତର ତାପସ ରଞ୍ଜନ ସେନାପତି ଦୀର୍ଘ ଏକବର୍ଷରୁ…
ନୟାଗଡ଼ ଜିଲ୍ଲାପାଳଙ୍କ ଓଡ଼ଗାଁ ଗସ୍ତ, ବିଭିନ୍ନ ପ୍ରକଳ୍ପ ପରିଦର୍ଶନ
ଓଡ଼ଗାଁ, ୧୬।୨ (ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାପାଳ ମଧୁମିତା ରଥ ସୋମବାର ଓଡ଼ଗାଁ ବ୍ଲକ ପରିସରରେ ଆୟୋଜିତ ପ୍ରଥମ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଅବସରରେ ଆର୍ମି ଭେଟେରାନ ଓ ବରିଷ୍ଠ ସାମ୍ବାଦିକ ଆଦର୍ଶ କୁମାର…
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର : ୧୪୭ ଅଭିଯୋଗରୁ ୫୨ର ତତ୍କାଳ ସମାଧାନ
ଓଡ଼ଗାଁ, ୧୬।୨(ଶ୍ରୀକାନ୍ତ କୁମାର ମିଶ୍ର) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ପଞ୍ଚାୟତ ସମିତି ପରିସରରେ ସୋମବାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ଜିଲ୍ଲାପାଳ ମଧୁମିତା ରଥଙ୍କ ସହ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁବାସ ଚନ୍ଦ୍ର ପଣ୍ଡା, ଜିଲ୍ଲା ମୁଖ୍ୟ ଉନ୍ନୟନ…
ପଦ୍ମପୁର କପ ଫୁଟବଲ ଟୁର୍ଣ୍ଣାମେଣ୍ଟ : ପଦ୍ମପୁର ଦଳ ଚମ୍ପିୟାନ।
ପଦ୍ମପୁର/ଶିବାଶିଷ ପଟ୍ଟନାୟକ (୧୬/୦୨):- ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ପଡ଼ିଆ ଠାରେ ପଦ୍ମପୁର ସ୍ପୋର୍ଟସ ଆସୋସିଏସନ ତରଫରୁ ଚାରି ଦିବସୀୟ ପଦ୍ମପୁର କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ସମାପନ ହୋଇଯାଇଛି l ରବିବାର ଦିନ ପଦ୍ମପୁର ଓ କୁଚିଣ୍ଡା ମଧ୍ୟରେ ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା…
ପବିତ୍ର ମହାଶିବରାତ୍ରି ଉପଲକ୍ଷେ ଶ୍ରୀ ଜଗନ୍ନାଥ ସେବା ସମିତି, ଦମନ ଦ୍ୱାରା ସାମାଜିକ ସେବା କାର୍ଯ୍ୟକ୍ରମ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,କେନ୍ଦ୍ର ଶାସିତ ଅଞ୍ଚଳ ଦମନ, ବାପି ଏବଂ ଏହାର ଆଖପାଖରେ ରହୁଥିବା ପ୍ରବାସୀ ଓଡିଆ ଭାଇମାନଙ୍କ ଦ୍ଵାରା ଗଠିତ ଶ୍ରୀ ଜଗନ୍ନାଥ ସେବା ସେମିତିର ସଦସ୍ୟମାନେ ପବିତ୍ର ମହାଶିବ ରାତ୍ରି ଉପଲକ୍ଷେ ଦମନ ସୋମନାଥ ସ୍ଥିତ ପ୍ରଖ୍ୟାତ ଶିବାଳୟ ଶ୍ରୀ ସୋମନାଥ ମହାଦେବ…
ବନ ବିଭାଗ ପକ୍ଷରୁ କୃଷି ସାମଗ୍ରୀ ବଣ୍ଟନ ସମାରୋହ l
ଅସ୍ତରଙ୍ଗ: ବନ ବିଭାଗ ର,ପୁରୀ ଜିଲ୍ଲା ଅସ୍ତରଙ୍ଗ ରେଞ୍ଜ ତରଫରୁ ଚାଷୀ ଓ ମହିଳା ଦଳ ମାନଙ୍କୁ କୃଷି ସାମଗ୍ରୀ ବଣ୍ଟନ ସମାରୋହ ସୋମବାର ଦିନ କାକଟପୁର ତହସିଲ ପଡ଼ିଆରେ ଅନୁଷ୍ଠିତ ହୋଇ ଯାଇ ଅଛି l ଏହି ଉପଲକ୍ଷେ ଏକ ଚାଷୀ ଓ ମହିଳା ସମାବେଶ ଅନୁଷ୍ଠିତ ସୋଇଥିଲା l ଏହି ସମାବେଶ କୁ ଉପ…
ବୋଡାସମ୍ବର ଠିକାଦାର ସଂଘର ପ୍ରାଥମିକ ବୈଠକ ଅନୁଷ୍ଠିତ ।
ପଦ୍ମପୁର/ଶିବାଶିଷ ପଟ୍ଟନାୟକ (୧୬/୦୨):- ସ୍ଥାନୀୟ ଡାକ ବଙ୍ଗଳା ଠାରେ ବୋଡାସମ୍ବର ଠିକାଦାର ସଂଘର ବରିଷ୍ଠ ସଦସ୍ଯ ମାନଙ୍କୁ ନେଇ ଏକ ପ୍ରାଥମିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଂଘ ର କୋଷାଧ୍ୟକ୍ଷ ବରିଷ୍ଠ ଠିକାଦାର କିଶୋର ଚନ୍ଦ୍ର ଦାଶଙ୍କ ସଭାପତିତ୍ୱରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।…
କୃମି ରୋଗ ସଚେତନl ଓ ସ୍ଵାସ୍ଥ୍ୟ ଶିବିର
ବ୍ରହ୍ମପୁର : ବ୍ରହ୍ମପୁର ସହର ହରି ହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଚିର ନିରୋଗ ପାଇଁ କୃମି ରୋଗ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି ପିଲାମାନେ ବାହାରେ ଝାଡ଼ା ଫେରିଲେ, ତଳୁ ଗୋଟାଇ…