Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ବଜେଟ୍ ଓଡ଼ିଶା ପାଇଁ ବିକାଶର ନୂତନ ଦ୍ୱାର ଖୋଲିବ : ଧର୍ମେନ୍ଦ୍ର ପ୍ରଧାନ
କେନ୍ଦ୍ରୀୟ ବଜେଟ୍ - ୨୦୨୬-୨୭ ନେଇ ଗଣମାଧ୍ୟମ ପ୍ରତିନିଧିଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ଆଲୋଚନା
'ସବକା ସାଥ୍, ସବକା ବିକାଶ' ମନ୍ତ୍ରରେ ଅନୁପ୍ରାଣିତ ବଜେଟ୍, ସମାଜର ସବୁ ବର୍ଗର ଆକାଂକ୍ଷା ପୂରଣ କରିବ
ଦେଶର ଅର୍ଥନୀତି, ଜିଡିପି ଅଭିବୃଦ୍ଧି, ମୁଦ୍ରାସ୍ଫିତି, ଏଫଡିଆଇ ଓ…
ଅଙ୍ଗନବାଡ଼ି କର୍ମୀ ଏବଂ ସହାୟିକା ମାନଙ୍କୁ ବିଡିଓଙ୍କ ତାଗିଦ୍
ମା'ପରି ଶିଶୁମାନଙ୍କ ଯତ୍ନ ନେବାକୁ ପରାମର୍ଶ
ଓଡ଼ଗାଁ,୭।୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସଭାଗୃହରେ ଓଡ଼ଗାଁ ବିଡିଓ ପ୍ରିତିବାଳା ରଣା ମା' ପରି ଶିଶୁମାନଙ୍କ ଯତ୍ନ ନେବାକୁ ଉପସ୍ଥିତ ସମସ୍ତ ଅଙ୍ଗନବାଡ଼ି କର୍ମୀ ଏବଂ ସହାୟିକାଙ୍କୁ ପରାମର୍ଶ ଦେଇଛନ୍ତି। ଶିଶୁଟିଏ…
ଉତ୍କଳ ଆଲୁମିନା ପକ୍ଷରୁ ସାରଥୀ ଉତ୍ସବ ଅନୁଷ୍ଠିତ
ରାୟଗଡ଼: (ସରୋଜ କୁମାର ସାହୁ) ରାୟଗଡ଼ ଜିଲ୍ଲା ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ପକ୍ଷରୁ ସାରଥୀ ଉତ୍ସବ ଆୟୋଜିତ ହୋଇଯାଇଛି। ଭାରିଯାନ ଚଳକଙ୍କୁ ସମ୍ବର୍ଦ୍ଧିତ ତଥା ସେମାନଙ୍କୁ ସଡ଼କ ପରିବହନ ନିୟମ ସମ୍ପର୍କରେ…
ଶ୍ରୀଅରବିନ୍ଦ ପାଠଚକ୍ରର ସୁବର୍ଣ୍ଣ ଜୟନ୍ତୀ ଉଦଘାଟିତ
ବିଜେପୁର : ବରଗଡ଼ ଜିଲ୍ଲା ବିଜେପୁରସ୍ଥିତ ଶ୍ରୀଅରବିନ୍ଦ ପାଠଚକ୍ରର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଘାଟିତ ହୋଇଯାଇଛି। ଏହି ଅବସରରେ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ରୌପ୍ୟ ଜୟନ୍ତୀ ସମାରୋହ ମଧ୍ୟ ସମ୍ମିଳିତ ଭାବେ ଆୟୋଜିତ ହେଉଛି।ସ୍ଥାନୀୟ ଜମିଦାର ତଥା ବିଜେପୁର ବିଧାୟକ ସନତ…
ନାମ ଉଚ୍ଚାରଣ ବଦଳିଲା, ପୋଡ଼ିଆ ହେଲା ପଡ଼ିଆ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ୭/9/୨୬ : ଦୀର୍ଘ ବର୍ଷ ଧରି ମାଲକାନଗିରି ଜିଲ୍ଲା ସୀମାବର୍ତ୍ତୀ ପଡିଆ ବ୍ଲକର ନାମ ଉଚ୍ଚାରଣ ଓ ଇଂରାଜୀରେ ଶବ୍ଦ ବର୍ଣ୍ଣନା ବେଳେ ବରମ୍ବାର ଦ୍ବନ୍ଦ୍ବ ସୃଷ୍ଟି ହେଉଥିଲା I ତେବେ ଏହାର ସ୍ଥାୟୀ ପ୍ରତିକାର ସ୍ବରୂପ ରାଜ୍ୟ ସରକାରଙ୍କ…
ବାଲ୍ୟ ବିବାହ ନିରୋଧକୁ ନେଇ ଜନସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନାଲସା ଜାଗୃତି ଯୋଜନା ଏବଂ ନାଲସା ଆଶା ଯୋଜନା ଅନୁଯାୟୀ ବାଲ୍ୟ ବିବାହ ନିରୋଧ ପାଇଁ ଆଇନରେ ରହିଥିବା ବିଭିନ୍ନ ଦିଗ ବିଷୟରେ ଏକ ଜନ ସଚେତନତା କାର୍ଯ୍ୟକ୍ରମ ଆଜି (ଶନିବାର) ଗଜପତି ଜିଲ୍ଲା ଅନ୍ତର୍ଗତ ଗୋଷାଣୀ ବ୍ଲକର ଲାବଣ୍ୟଗଡ଼ ଗ୍ରାମ ପଞ୍ଚାୟତ…
ପଡିଆ ଥାନାରେ ନୂଆ ଥାନା ଅଧିକାରୀଙ୍କ ଦାୟିତ୍ଵ ଗ୍ରହଣ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ,ତାରିଖ- ୭/୨/୨୬: , ମାଲକାନଗିରି ଜିଲା ଅନ୍ତର୍ଗତ ପଡ଼ିଆ ଥାନାରେ ନୂତନ ଥାନା ଅଧିକାରୀ ଭାବେ ସନ୍ତୋଷ କୁମାର ମାଝୀ ଶୁକ୍ରବାର କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ମାଝୀ ପୂର୍ବରୁ ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଥାନା ଏସ୍ଆଇ ଭାବେ କାର୍ଯ୍ୟ…
ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ଗୁଣୁପୁର ବୌଦ୍ଧିକ ସମ୍ପତି ସୁବିଧା କେନ୍ଦ୍ର ପକ୍ଷରୁ ଏକ ଦିନିଆ ସଚେତନତା କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ଶିଳ୍ପ କେନ୍ଦ୍ର ଏବଂ ସୂକ୍ଷ୍ମ , କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟର ସହଯୋଗରେ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ଗୁଣପୁର ବୌଦ୍ଧିକ ସମ୍ପତି ସୁବିଧା କେନ୍ଦ୍ର ପକ୍ଷରୁ ଏକ…
ଦଶମ ବାର୍ଷିକ ଲୋକ କଳା ଓ ପାଲା ମହୋତ୍ସବ ୨୦୨୬ ଅନୁଷ୍ଠିତ।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ପୌର ପରିଷଦ ରେ ସ୍ଥାନୀୟ ବାର ନମ୍ୱର୍ ୱାର୍ଡ଼ ରେ ଥିବା ଶ୍ରୀ ଶ୍ରୀ ପ୍ରସନ୍ନ ଦେବ ମନ୍ଦିର ପାଖରେ ପ୍ରସନ୍ନ ବାସୁଦେବ ପାଲା ମଣ୍ଡଳ ପକ୍ଷ ରୁ ଦଶମ ବାର୍ଷିକ ଲୋକ କଳା ଓ ପାଲା ମହୋତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ ପାରମ୍ପରିକ ଘୋଡ଼ା…
ବିଜୟ ଲକ୍ଷ୍ମୀ ଶରଣପୁର ଉଚ୍ଚ ବିଦ୍ୟାଳୟର ୫୪ତମ ବାର୍ଷିକ ଉତ୍ସବ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- ଆଜି ବିଜୟଲକ୍ଷ୍ମୀ ଶରଣପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ୫୪ ତମ ବାର୍ଷିକ ଉତ୍ସବ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ କୁବେର ମେହେରଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସୋରଡ଼ା ବିଧାୟକ ନୀଳମଣି ବିଷୋୟୀ ଯୋଗ ଦେଇଥିବା…