Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସବ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ବୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି। ଏହି ଜାତୀୟ ଉତ୍ସବରେ ମାନ୍ୟବର ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ…
ମାଲକାନଗିରି ଠାରେ ଜିଲ୍ଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳିତ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଲ, ୨୬/୦୧/୨୬: ମାଲକାନଗିରି ସଦର ମହକୁମାଠାରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…
ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ପାଳିତ।
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ -୨୬/୧/୨୬: ମାଲକାନଗିରି ଜିଲ୍ଲା ସଦରମହକୁମାସ୍ଥ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ କାର୍ଯ୍ୟାଳୟରେ ସାଧାରଣତନ୍ତ୍ର ଦିବସ ସଂପାଦକ ଅଶୋକ କୁମାର ସାମଲ ଙ୍କ ତତ୍ବାବଧାନରେ ମହାସମାରୋହରେ ପାଳିତ ହୋଇଯାଇଛି। ଏଥିରେ ଉପସଭାପତି ସୁରେନ୍ଦ୍ର କୁମାର…
ଜାତୀୟ ମତଦାତା ଦିବସରେ ଓ୍ବାକାଥନ
ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ ,ତାରିଖ-୨୬/୧/୨୬: ଜିଲ୍ଲା ପ୍ରଶାସନ ପକ୍ଷରୁ ସଦରମହକୁମାରେ ୧୬ତମ ଜାତୀୟ ମତଦାତା ଦିବସ ପାଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରୁ ସଂସ୍କୃତି ଭବନ ପର୍ଯ୍ୟନ୍ତ ଏକ ୱାକାଥନ ଶୋଭାଯାତ୍ରା କରାଯାଇଥିଲା । ଏହାକୁ…
୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଆୟୋଜିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୭୭ତମ ସାଧାରଣତନ୍ତ୍ର ଦିବସ ଅବସରରେ ଗଣମାଧ୍ୟମ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ଆୟୋଜିତ ଏକ ବନ୍ଧୁତ ପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଆୟୋଜିତ ହୋଇଥିଲା।…
ବାଲ୍ୟ ବିବାହ ମୁକ୍ତ ଭାରତ ଗଠନ ନିମନ୍ତେ ବାଲ୍ୟ ବିବାହ ନିରୋଧ ସଚେତନତା ସାଇକେଲ ଶୋଭାଯାତ୍ରା,
ଓଡ଼ଗାଁ,୨୬।୧(ଶ୍ରୀକାନ୍ତ କୁମାର ମିଶ୍ର ): ବାଲ୍ୟ ବିବାହ ମୁକ୍ତ ଭାରତ ଗଠନ ପାଇଁ ନୟାଗଡ଼ ଜିଲ୍ଲା ଓଡ଼ଗାଁ ଅଦାଲତଙ୍କ ତାଲୁକ ଆଇନ ସେବା କମିଟି ଆନୁକୂଲ୍ୟରେ ସୋମବାର ସାଧାରଣତନ୍ତ୍ର ଦିବସ ପାଳନ ପରେ ବାଲ୍ୟ ବିବାହ ନିରୋଧ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି।ତାଲୁକ ଆଇନ ସେବା…
ଓଡ଼ଗାଁରେ ୭୭ତମ ସାଧାରଣତନ୍ତ୍ର ଦିବସ ଗରିମାମୟ ପରିବେଶରେ ପାଳିତ,
ବିଡିଓ ପ୍ରିତିବାଳା ରଣା ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କଲେ
ଓଡ଼ଗାଁ,୨୭।୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଲକ୍ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ସୋମବାର ଓଡ଼ଗାଁ ମିନି ଷ୍ଟାଡିୟମରେ ଗରିମାମୟ ଓ ଆନନ୍ଦୋତ୍ସାହପୂର୍ଣ୍ଣ ପରିବେଶରେ ପାଳିତ ହୋଇଯାଇଛି।ଓଡ଼ଗାଁ…
ଉଚ୍ଚଶିକ୍ଷା ମନ୍ତ୍ରୀ ଓ ଜିଲ୍ଲାପାଳଙ୍କ ହାତରୁ ପୁରସ୍କୃତ ହେଲେ କୃତି ପ୍ରତିଯୋଗୀ,
ଇଂରାଜୀ ବକ୍ତୃତାରେ ଜିଲ୍ଲାରେ ପ୍ରଥମ ହେଲେ “ଓମ୍ ସ୍ବସ୍ତି”
ଓଡ଼ଗାଁ, ୨୬।୧(ଶ୍ରୀକାନ୍ତ କୁମାର ମିଶ୍ର):: ନୟାଗଡ଼ ଜିଲ୍ଲା ପ୍ରଶାସନର ଅନୁକୁଲ୍ୟରେ ପିଟିଏସ୍ ପଡିଆଠାରେ ଆୟୋଜିତ ୭୭ତମ ସାଧାରଣତନ୍ତ୍ର ଦିବସ–୨୦୨୬ ଅବସରରେ ଓଡ଼ଗାଁ ଆଖୁପଦର ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବିଭିନ୍ନ…
ତମାଖୁ କ୍ଷତି ସଚେତନl ଓ ସ୍ଵାସ୍ଥ୍ୟ ଶିବିର
ବ୍ରହ୍ମପୁର: ଆଜି ପବିତ୍ର ଗଣତନ୍ତ୍ର ଦିବସରେ ବ୍ରହ୍ମପୁର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ତମ୍ବାଖୁରେ ଥିବା ସାତ ହଜାର ରାସାୟନିକ ଦ୍ରବ୍ୟରୁ ଅନେକ ବିଷ ନିକୋଟିନ, ତାର, କାର୍ବନ୍, ବେଞ୍ଜଇନ୍, ଆର୍ସେନିକ ପରି ଅନେକ ବିଷ ରହିଛି। ସେବନ…
ଭଞ୍ଜନଗର ପୁରୁଣା ଜେଲ ପଡିଆ ଠାରେ ଉପଖଣ୍ଡସ୍ତରୀୟ ୭୭ ତମ ସାଧାରଣ ତନ୍ତ୍ର ଦିବସ ପାଳନ
ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ) ଶାସକ ପ୍ରଶାସକ, ୨୬/୦୧/୨୦୨୬: ଭଞ୍ଜନଗରସ୍ଥିତ ପୁରୁଣା ଜେଲ୍ ପଡ଼ିଆ ବା କବିସମ୍ରାଟ ଷ୍ଟାଡିୟମଠାରେ ଉପଖଣ୍ଡସ୍ତରୀୟ ୭୭ ତମ ସାଧାରଣ ତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି l ଏହାସହିତ ଏଥିରେ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀମାନଙ୍କ…