Browsing Category

ରାଜ୍ୟ

ଚାଷୀଙ୍କ ସହ ମିଶି ଲଙ୍ଗଳ ଧରି ଚାଷ ଜମିରେ ଚାଷ କଲେ ବିଧାୟକ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ୱାଧୀନତା ଦିବସରେ ରାଜଧାନୀ କିମ୍ବା ସହରରେ ରହି ଉତ୍ସବ ପାଳନ କରିବା ପରିବର୍ତ୍ତେ ଆଦିବାସୀ ଅଧ୍ୟୁଷିତ ଗ୍ରାମାଞ୍ଚଳକୁ ଯାଇ ସାଧାରଣ ଲୋକଙ୍କ ସହ ସମୟ ବିତାଇ ଚର୍ଚ୍ଚାରେ ରହିଛନ୍ତି ପାରଳାଖେମୁଣ୍ଡି ବିଧାୟକ ରୂପେଶ ପାଣିଗ୍ରାହୀ।

ତେନ୍ତୁଳିଖୁଣ୍ଟି ବ୍ଲକରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

ନବରଙ୍ଗପୁର, ତା. ୧୭.୦୮.୨୦୨୬: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜନସାଧାରଣଙ୍କ ଅଭିଯୋଗର ତ୍ୱରିତ ଓ ଗୁଣାତ୍ମକ ସମାଧାନ ନିମନ୍ତେ ଆଜି ତେନ୍ତୁଳିଖୁଣ୍ଟି ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡ.

ପାଇକମାଳ ହାଇସ୍କୁଲରେ ସାଇବର୍ ସୁରକ୍ଷା ସଚେତନତା ପ୍ରଶିକ୍ଷଣ ଅନୁଷ୍ଠିତ

ପଦ୍ମପୁର/ ଶିବାଶିଷ ପଟ୍ଟନାୟକ:- ସରକାରୀ ଉଚ୍ଚ ବିଦ୍ୟାଳୟ ପାଇକମାଳ ହାଇସ୍କୁଲରେ ସାଇବର୍ ସୁରକ୍ଷା ସଚେତନତା ପ୍ରଶିକ୍ଷଣ ପ୍ରଧାନ ଶିକ୍ଷକ ଜ୍ୟୋତିର୍ମୟୀ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି l ମୁଖ୍ୟ ଅତିଥି ଭାବରେ ପାଇକମାଳ ଥାନା ଅଧିକାରୀ କୈଳାଶ ଚନ୍ଦ୍ର ପ୍ରଧାନ ମୋବାଇଲ୍

ମହିଳା ସ୍ନାତକ ମହାବିଦ୍ୟାଳୟରେ ”ନିଶା ମୁକ୍ତ ଭାରତ ଅଭିଯାନ”

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଅଧ୍ଯକ୍ଷା ଡ଼ ରୀନା ସାହୁଙ୍କ ଅଧ୍ୟକ୍ଷତାରେ ଭାରତ ସରକାରଙ୍କ ନିର୍ଦ୍ଦେଶରେ ବ୍ରହ୍ମକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟ ତରଫରୁ ''ନିଶାମୁକ୍ତ ଭାରତ ଅଭିଯାନ'' ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ

ସେପ୍ଟେମ୍ବର ୧୨ ରେ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ସେପ୍ଟେମ୍ବର ୧୨ ତାରିଖରେ ପାରଳାଖେମୁଣ୍ଡି , ରା.ଉଦୟଗିରି , ମୋହନା ଓ କାଶୀନଗରରେ ଅଦାଲତ ପରିସରରେ ବର୍ଷର ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବାକୁ ଯାଉଅଛି।ଏହି ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ପ୍ରାକ-ସ୍ତରୀୟ ମକଦ୍ଦମା

୧୧ ଦଫା ଦାବିନେଇ ରାଜରାସ୍ତାରେ ଗର୍ଜିଲା ଭାରତୀୟ ମଜଦୁର ସଂଘ

ନବରଙ୍ଗପୁର : ଭାରତୀୟ ମଜଦୁର ସଂଘ (BMS) ର ରାଞ୍ଚି ଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତି (KKS) ନିଷ୍ପତି ଅନୁଯାୟୀ ସାରା ଭାରତର ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ଶ୍ରମିକ ହିତରେ ପ୍ରତିବାଦ ଦିବସ ଆୟୋଜନ କରିବାକୁ ନିଷ୍ପତ୍ତି ହୋଇଥିଲା । ଏହି ଅବସରରେ ନବରଙ୍ଗପୁର ଜିଲ୍ଲା ଭାରତୀୟ

ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ବିରୋଧରେ ଗଜପତି ପୋଲିସର ଅଭିଯାନ ଜାରି

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଏବଂ ସାଧାରଣ ଲୋକଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଗଜପତି ଜିଲ୍ଲା ପୋଲିସ ପକ୍ଷରୁ ପାରଳାଖେମୁଣ୍ଡି ସହରର ବିଭିନ୍ନ ସର୍ବସାଧାରଣ ସ୍ଥାନରେ ମଦ୍ୟପାନ ଓ ଉପଦ୍ରବ ବିରୋଧରେ

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମମୁଖୀ ପ୍ରଶାସନ ଅଧୀନରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଠିତ ହୋଇଯାଇଛି।ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ଅକ୍ଷୟ ସୁନୀଲ

ଉତ୍କଳ ଆଲୁମିନା ପକ୍ଷରୁ ୮୦ ତମ ସ୍ୱାଧୀନତା ଦିବସ ପାଳିତ

କାଶୀପୁର ରୁ ବୈକୁଣ୍ଠ ଦୁରିଆ : ରାୟଗଡ଼ା ଜିଲ୍ଲା ଟିକିରୀ ଅନ୍ତର୍ଗତ ଦୋରାଗୁଡ଼ା ସ୍ଥିତ ଉତ୍କଳ ଆଲୁମିନା, ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଆଦିତ୍ୟ ବିର୍ଲା ଗ୍ରୁପର ସହଯୋଗୀ କମ୍ପାନୀ ପକ୍ଷରୁ ମହାଡମ୍ବରରେ ସ୍ଵାଧୀନତା ଦିବସ ପାଳିତ ହୋଇଯାଇଅଛି । ସ୍ଥାନୀୟ ନୂଆପଡ଼ା ଟାଉନସିପ୍, ହେଲିପ୍ୟାଡ

ଏସଆଇଆର୍‌ରେ ବ୍ୟାପକ ଅନିୟମିତତା ଅଭିଯୋଗ

ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲା ବିଜେଡି ଝାରସୁଗୁଡ଼ା, ୧୭/୦୮: ଝାରସୁଗୁଡ଼ା ଜିଲ୍ଲାରେ ଚାଲିଥିବା ଏସଆଇଆର୍‌ (ଭୋଟର ତାଲିକା ସଂଶୋଧନ) ପ୍ରକ୍ରିୟାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତି ହେଉଥିବା ଅଭିଯୋଗ କରିଛି ବିଜୁ ଜନତା ଦଳ। ଜାଲ୍‌ ଅଭିଯୋଗ ଓ ମିଥ୍ୟା