Browsing Category

ରାଜ୍ୟ

ଝାରସୁଗୁଡ଼ାରେ ଭୋଟର ତାଲିକା ନେଇ ବିଜେଡିର ଉଦ୍‌ବେଗ: ଜାଲ ଆପତ୍ତିର ତଦନ୍ତ ଓ ଯୋଗ୍ୟ ଭୋଟରଙ୍କ ନାମ ସୁରକ୍ଷା ଦାବି

ଝାରସୁଗୁଡ଼ା: ଝାରସୁଗୁଡ଼ା ବିଧାନସଭା କ୍ଷେତ୍ରରେ ଚାଲିଥିବା ଏସଆଇଆର୍‌ (ସ୍ପେସିଆଲ୍ ଇଣ୍ଟେନ୍ସିଭ୍ ରିଭିଜନ୍) ପ୍ରକ୍ରିୟାକୁ ନେଇ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ପ୍ରକୃତ ଓ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ ଦେବା ଉଦ୍ଦେଶ୍ୟରେ କଥିତ ଭାବେ

ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

https://youtu.be/s5HHOoXBCv8 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ମାନ୍ୟବର ମନ୍ତ୍ରୀ ଶ୍ରୀଯୁକ୍ତ ଗୋକୁଳାନନ୍ଦ ମଲ୍ଲିକ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ତଥା

80 ତମ ସ୍ୱାଧୀନତା ଦିବସ ପାଳନ ଓ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି

ଖୋର୍ଦ୍ଧା (ସେକ ଜାଫର ): ଖୋରଧା -15. 8:- ବରିଷ୍ଠ ନାଗରିକ ମଞ୍ଚ କାର୍ଯ୍ୟାଳୟ ପରିସରରେ ସଦସ୍ୟବୃନ୍ଦ 80 ତମ ସ୍ୱାଧୀନତା ଦିବସ ପାଳନ କରିଛନ୍ତି ଏବଂ ମଞ୍ଚର ସମ୍ପାଦକ ରାମଶଙ୍କର ଜାତୀୟ ପତାକା ଉତ୍ତୋଳନ କରିଥିଲେ ll ଅପରାହ୍ନରେ ମଞ୍ଚର ସଭାଗୃହରେ ସ୍ୱାଧୀନତା ସଂଗ୍ରାମୀ ସହିଦ ମାନଙ୍କୁ

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ

ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପଦ୍ମପୁର ରେ ୮୦ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।ଏହି ଅବସରରେ ଶିଶୁ ମନ୍ଦିର ପରିସରରେ ସମ୍ପାଦକ ଶ୍ରୀଯୁକ୍ତ ଜନକଲାଲ ମେହେର ଦୀପ ପ୍ରଜ୍ବଳନ ପୂର୍ବକ ପତାକା ଉତ୍ତୋଳନ କରି ମିଳିତ ପ୍ୟାରେଡ଼ ରେ ଅଭିଭାଦନ

୮୦ତମ ସ୍ୱାଧୀନତା ଦିବସ ଅବସରରେ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍: ଗଣମାଧ୍ୟମ ଏକାଦଶ ବିଜୟୀ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ୮୦ତମ ସ୍ୱାଧୀନତା ଦିବସ ଅବସରରେ ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଖେଳ ପଡ଼ିଆରେ ଗଣମାଧ୍ୟମ ଏକାଦଶ ଓ ଜିଲ୍ଲା ପ୍ରଶାସନ ଏକାଦଶ ମଧ୍ୟରେ ଏକ ବନ୍ଧୁତ୍ୱପୂର୍ଣ୍ଣ କ୍ରିକେଟ୍ ମ୍ୟାଚ୍ ଅନୁଷ୍ଠିତ

ପଦ୍ମପୁରରେ ଉପଖଣ୍ଡ ସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳିତ।

୪୫ଟି ପ୍ଲାଟୁନ୍‌ର ମାର୍ଚ୍ଚପାଷ୍ଟ, ୧୨୦ରୁ ଊର୍ଦ୍ଧ୍ବ କୃତୀ ଛାତ୍ରଛାତ୍ରୀ ଓ ଅନୁଷ୍ଠାନ ସମ୍ବର୍ଦ୍ଧିତ ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ସ୍ଥାନୀୟ ରାଜବୋଡ଼ାସମ୍ବର ଆର.ବି. ହାଇସ୍କୁଲ ଖେଳ ପଡ଼ିଆଠାରେ ପଦ୍ମପୁର ଉପଖଣ୍ଡ ପ୍ରଶାସନ ତରଫରୁ ୮୦ତମ ସ୍ବାଧୀନତା ଦିବସ ଉତ୍ସବ ଅତ୍ୟନ୍ତ

ପଦ୍ମପୁର ଓକିଲ ସଂଘ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ।

ପଦ୍ମପୁର୍ /ଶିବାଶିଷ ପଟ୍ଟନାୟକ:- ସ୍ଥାନୀୟ ଓକିଲ ସଂଘ ସଭାଗୃହ ଠାରେ ୮୦ ତମ ସ୍ୱାଧୀନତା ଦିବସ ଅବସରରେ ଓକିଲ ସଂଘ ତରଫରୁ ସଭାପତି ଆନନ୍ଦ ପଣ୍ଡା , ବୟୋଜ୍ୟେଷ୍ଠ ଓକିଲ ଗୌନ୍ତିଆ କୁମାର ସାହୁ ଓ ରାଧାବଲ୍ଲଭ ପାଣିଗ୍ରାହୀ ଙ୍କ ମାର୍ଗଦର୍ଶନରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି | ସାଂସଦ

ସମାଜସେବା ପାଇଁ ସମ୍ମାନିତ ହେଲା “ସହୟୋଗ” ଅନୁଷ୍ଠାନ।

ପଦ୍ମପୁର/ଶିବାଶିଷ ପଟ୍ଟନାୟକ : - ୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ପଦ୍ମପୁର ଉପଖଣ୍ଡସ୍ତରୀୟ ପ୍ୟାରେଡ୍‌ରେ ସମାଜସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ "ସହୟୋଗ" ଅନୁଷ୍ଠାନ କୁ ସମ୍ମାନିତ କରାଯାଇଛି।ମୁଖ୍ୟ ଅତିଥି ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ସରୋଜିନୀ ପ୍ରସନ୍ନ କୁଲ୍ଲୁ ଏବଂ

ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର ରାଜ୍ୟ ଓ ଜିଲ୍ଲାସ୍ତରୀୟ ସାଂଗଠନିକ ବୈଠକ

ଭୁବନେଶ୍ୱର ତା. ୧୫.୮- ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର ରାଜ୍ୟ ଓ ଜିଲ୍ଲା ସ୍ତରୀୟ ନେତୃବୃନ୍ଦ ମାନଙ୍କୁ ନେଇ ଏକ ସାଂଗଠନିକ ବୈଠକ ଭୁବନେଶ୍ୱର, କଂଗ୍ରେସ ଭବନ ଠାରେ ଅନୁଷ୍ଠିତ ହୋଇଥିଲା । ସେବାଦଳ ଅଧ୍ୟକ୍ଷ ଶ୍ରୀ ଶୁଭେନ୍ଦୁ ମହାନ୍ତି ଏହି ବୈଠକରେ ଅଧ୍ୟକ୍ଷତା କରି କହିଲେ ଯେ ସେବାଦଳ

ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଉତ୍ତେଜନା, ଅସୁସ୍ଥ ହେଲେ ବିଡିଓ ।

କେନ୍ଦ୍ରାପଡା:15/08 (ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ବିଡିଓଙ୍କ ଚାମ୍ବରକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିବା ଅଭିଯୋଗ ଆସିଛି। ବିଡିଓ ନମିତା ବାରିକଙ୍କ ଚାମ୍ବରରେ କିଛି ନେତା ଓ ସମର୍ଥକ ପ୍ରବେଶ କରିବା ପରେ ବାକ୍‌ଯୁଦ୍ଧ