Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଓଡିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ନବରଙ୍ଗପୁର ର ତ୍ରୟ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ
ନବରଙ୍ଗପୁର/ଅଶୋକ ସାହୁ: ଓଡିଶା ରାଜସ୍ୱ ଅମଲା ସଂଘ ଜିଲ୍ଲା ଶାଖା ନବରଙ୍ଗପୁର ର ତ୍ରୟ ବାର୍ଷିକ ସମ୍ମିଳନୀ ମହା ସମାରୋହରେ ପୂର୍ବତନ ସଭାପତି ଆଶୁତୋଷ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି | କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ରାଜ୍ଯ କାର୍ଯ୍ୟକାରୀ ଅଧ୍ୟକ୍ଷ ପ୍ରସନ୍ନ କୁମାର…
୨୦୦୧ ମାଟ୍ରିକ ବ୍ୟାଚ ର ବନ୍ଧୁ ମିଳନ ଉତ୍ସବ
ବାଣପୁର :(ସେକ କୌସର):ବାଣପୁର NAC ଅନ୍ତର୍ଗତ ଗୋଦାବରୀଶ ବିଦ୍ୟାପୀଠର ୨୦୦୧ ମାଟ୍ରିକ ଵ୍ୟାଚ ର ଏକ ବନ୍ଧୁ ମିଳନ ଉତ୍ସବ ଝିଂଟିକାପଲ୍ଲୀ ତାରିଣୀ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି l ଏହି କାଯ୍ୟକ୍ରମରେ ବହୁ ବର୍ଷର ବ୍ୟବଧାନ ପରେ ପୁରାତନ ଛାତ୍ର ମାନେ ନିଜ ବନ୍ଧୁଙ୍କୁ ଗୋଟଏ ସ୍ଥାନରେ…
ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ଉତ୍ସବ
ଗାଙ୍ଗପୁର,-(ଶିବରାମ ଚୌଧୁରୀ)- , ସୋରଡା ବ୍ଲକ୍ ଅନ୍ତର୍ଗତ ବି କୋଟିବାଡ଼ି ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ତିନି ଦିନିଆ ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି ଉତ୍ସବର ପ୍ରଥମ ଦିନରେ ମୁଖ୍ୟ ଅତିଥି ରୂପେ କୋଟିବାଡ଼ି ସିଆରସିସି କାହ୍ନୁ ଚରଣ ପ୍ରଧାନ ଯୋଗ ଦେଇ କାର୍ଯ୍ୟକ୍ରମକୁ…
ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି କ୍ଳଷ୍ଟର୍ ରେ କ୍ଲଷ୍ଟର୍ ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା…
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ର ସମସ୍ତ ଏଗାରଟି କ୍ଳଷ୍ଟର୍ ରେ କ୍ଲଷ୍ଟର୍ ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ସୋଡଙ୍ଗାଇ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ତନରଡ଼ା କ୍ଲଷ୍ଟର ସ୍ତରୀୟ ଶିକ୍ଷଣ ସାମଗ୍ରୀ ପ୍ରସ୍ତୁତି…
ବେଲଗୁଣ୍ଠା ବ୍ଲକ ତନରଡ଼ା କ୍ଲଷ୍ଟରରେ ଦୁଇ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଲକ ତନରଡ଼ା କ୍ଲଷ୍ଟରରେ ଦୁଇ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଜି ଟି ହାଇସ୍କୁଲ, ବେଲଗୁଣ୍ଠା ଠାରେ କ୍ଲଷ୍ଟର ତରଫରୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଛି l ସି ଆର ସି ସି ମନୋଜ କୁମାର ପଟ୍ଟନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ…
ଦିପ୍ତୀପୁର ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରରେ ରଜତ ଜୟନ୍ତୀ ସମାରୋହ ଅନୁଷ୍ଠିତ।
ପଦ୍ମପୁର:- ଦୀପ୍ତିପୁର ଶ୍ରୀଅରବିନ୍ଦ ପାଠଚକ୍ର, ଅରୋଜ୍ୟୋତି ଶିକ୍ଷାକେନ୍ଦ୍ରର ସଭାପତି ଚନ୍ଦ୍ରମଣି ସାହୁଙ୍କ ସଭାପତିତ୍ବରେ ରଜତ ଜୟନ୍ତୀ ସମାରୋହ ପାଳିତ ହୋଇଯାଇଛି। ପ୍ରଥମେ ମାତୃ ପତାକା ଉତ୍ତୋଳନ କରାଯାଇଥିଲା। ବନ୍ଦେ ମାତରଂ, ଆଧ୍ୟାତ୍ମିକ ଶୋଭାଯାତ୍ରା ହୋଇଥିଲା। ଜୁବୁଲି ଗେଟ୍ ଉନ୍ମୋଚନ ଓ…
ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡାରେ ପ୍ଲାଷ୍ଟିକ-ମୁକ୍ତ ସଚେତନତା ଅଭିଯାନ
କୋଇଲିଘୁଘର ଜଳପ୍ରପାତରେ ସ୍ଥାୟୀ ଅଭ୍ୟାସକୁ ପ୍ରୋତ୍ସାହିତ କରିବା ପାଇଁ ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ସହିତ ସହଯୋଗ କରିଛି
ଝାରସୁଗୁଡା, ଓଡ଼ିଶା, ଡିସେମ୍ବର ୨୦, ୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…
ଆଇଟିଇଆରରେ ଆଇସିଆର୍ଏଏମ୍ଇଆର୍ଡି – ୨୦୨୫ ଆୟୋଜିତ
ଭୁବନେଶ୍ୱର, ଡିସେମ୍ବର ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ରେ ଡିସେମ୍ବର ୧୯ ଓ ୨୦ ଦୁଇ ଦିନ ଧରି ୬ଷ୍ଠ ଇନ୍ଟରନ୍ୟାସନ୍ନାଲ୍ କନ୍ଫରେନ୍ସ ଅନ୍ ରିସେଂଟ ଆଡ୍ଭାନ୍ସେସ୍ ଇନ୍ ମେକାନିକାଲ ଇଞ୍ଜିନିୟରିଂ…
ଇସ୍ରାଏଲ୍ ଦୂତବାସର ନବୀକରଣ ଅଧିକାରୀଙ୍କ ସୋଆ ପରିଦର୍ଶନ
ଡିପ୍ ଟେକ୍ ଏବଂ ଷ୍ଟାର୍ଟ-ଅପ୍ ସମ୍ବନ୍ଧୀୟ ସହଭାଗିତା ନେଇ ଆଲୋଚନା
ଭୁବନେଶ୍ୱର, ୨୦/୧୨: ଇସ୍ରାଏଲ୍ ଦୂତବାସର ନବୀକରଣ ଅଧିକାରୀ ଶ୍ରୀମତି ମାୟା ସର୍ମନ୍ ଶୁକ୍ରବାର ସୋଆ ବିଶ୍ୱବିଦ୍ୟାଳୟ ଗସ୍ତରେ ଆସିଥିବା ବେଳେ ଭାରତ ଏବଂ ଇସ୍ରାଏଲ୍ ମଧ୍ୟରେ ନବୀକରଣ, ଗବେଷଣା ଏବଂ ଉଦ୍ୟୋଗୀକରଣ କ୍ଷେତ୍ରରେ…
ଟ୍ୟୁସନରୁ ଫେରିବା ସମୟରେ ଅପହରଣ ତଥା ଦୁଷ୍କର୍ମ ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ମୁଖ୍ୟ ଅଭିଯୁକ୍ତ
ଭୋଗିବେ ୨୦ ବର୍ଷର ସଶ୍ରମ କାରାଦଣ୍ଡ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଦିନକୁ ଦିନ ସମାଜରେ ଦୁଷ୍କର୍ମ ତଥା ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର ବିଷୟରେ ଶୁଣିବାକୁ ମିଳୁଛି। ସେହି ମଧ୍ୟରେ ଆଜି ଗଜପତି ଜିଲ୍ଲାରୁ ଏକ ସମ୍ବେଦନଶୀଳ ମାମଲାରେ ଆଶ୍ୱସ୍ତିକର ଖବର ସାମନାକୁ ଆସିଛି ;…