Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ନୟାଗଡ଼ ଜିଲ୍ଲାକୁ ପ୍ରଦୂଷଣ ମୁକ୍ତ ଲକ୍ଷ୍ୟରେ ଜିଲ୍ଲାପାଳଙ୍କ ଉଦ୍ଦେଶ୍ୟରେ ଲିଖିତ ଦାବୀପତ୍ର ଦେଲେ ସୁକାନ୍ତ
ଓଡ଼ଗାଁ,୧୫।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାକୁ ପ୍ରଦୂଷଣ ମୁକ୍ତ କରିବା ନିମନ୍ତେ ପ୍ରକୃତି ବନ୍ଧୁ ତଥା ସାମାଜିକ ଓ ପରିବେଶ କର୍ମୀ ସୁକାନ୍ତ ଚୌଧୁରୀ ସୋମବାର ଓଡ଼ଗାଁ ବ୍ଳକ ପରିସରରେ ଅନୁଷ୍ଠିତ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଳକ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିରରେ…
ଓଡ଼ଗାଁ ବ୍ଳକ: କୃଷି ସୂଚନା ଭ୍ରାମ୍ୟମାଣ ସଚେତନତା ରଥର ହେଲା ଶୁଭାରମ୍ଭ
ଓଡ଼ଗାଁ,୧୫।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ ଠାରୁ ସୋମବାର ସକାଳେ ଭ୍ରାମ୍ୟମାଣ କୃଷି ସୂଚନା ସଚେତନତା ରଥର ଶୁଭାରମ୍ଭ ହୋଇଛି । ଉକ୍ତ ସଚେତନତା ରଥ ଓଡ଼ଗାଁ ଏନ୍ଏସି ସମେତ ବ୍ଳକର ବିଭିନ୍ନ ପଞ୍ଚାୟତ ଓ ଗ୍ରାମ ମାନଙ୍କୁ ଭ୍ରମଣ…
୧୭ ଦିନ ମଧ୍ୟରେ ବାପା ଏବଂ ୨ ପୁଅଙ୍କ ମୁତ୍ୟୁ ଘଟିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି,
ବାପାଙ୍କ ଅଷ୍ଟମ କ୍ରିୟା ସୋମବାର ସକାଳେ ସାନ ପୁଅର ମୃତ୍ୟୁ ଘଟିଛି,
ଓଡ଼ଗାଁ,୧୫।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତ ଚେମେଡି ଗ୍ରାମରେ ୧୭ ଦିନ ମଧ୍ୟରେ ପଛକୁ ପଛ ହୋଇ ବାପ ଏବଂ ୨ ପୁଅଙ୍କ ମୃତ୍ୟୁ ଘଟଣା ଚେମେଡି ଗାଁରେ ଚହଳ ପକାଇ ଦେଇଥିବା…
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର: ୭୬ ପଞ୍ଜିକୃତ ଅଭିଯୋଗରୁ ୨୧ର ତତ୍କାଳ ସମାଧାନ,
ଓଡ଼ଗାଁ,୧୫।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ପଞ୍ଚାୟତ ସମିତି ପରିସରରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ସୋମବାର ସକାଳେ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଏମ୍ ସୁଶ୍ରୀ, ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ତଥା…
ଡେରାବିଶ ବ୍ଲକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ।
କେନ୍ଦ୍ରାପଡ଼ା(ପ୍ରଫୁଲ୍ଲ କୁମାର ମଲ୍ଲ) ଡେରାବିଶ ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଜିଲ୍ଲାପାଳ ରଘୁରାମ ଆର ଆୟର,ଆରକ୍ଷୀ ଅଧିକ୍ଷକ ସିଦ୍ଧାର୍ଥ କୋଟାରିଆ,ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର…
କେନ୍ଦ୍ରାପଡ଼ା ନିୟନ୍ତ୍ରିତ ବଜାର କମିଟି ଠାରେ ୫୦୦ ମେଟ୍ରିକ ଟନ କ୍ଷମତା ସମ୍ପନ୍ନ ଶୀତଳ ଭଣ୍ଡାର ଉଦଘାଟିତ ।
କେନ୍ଦ୍ରାପଡ଼ା(ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡ଼ା ନିୟନ୍ତ୍ରିତ କମିଟି ବଜାରଠାରେ ୫୦୦ ମେଟ୍ରିକ ଟନ କ୍ଷମତା ସମ୍ପନ୍ନ ଶୀତଳ ଭଣ୍ଡାରକୁ ମାନ୍ୟବର ସାଂସଦ କେନ୍ଦ୍ରାପଡ଼ା ବୈଜୟନ୍ତ ପଣ୍ଡା ଉଦଘାଟନ କରିଛନ୍ତି | ଉଦଘାଟନି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ବିଧାୟକ…
ଆଶାକର୍ମୀଙ୍କୁ ମାଡ଼ ଘଟଣା ପ୍ରତିବାଦରେ ପାଟଣାଗଡ଼ ଥାନା ଘେରାଉ
୨୪ ଘଣ୍ଟା ମଧ୍ୟରେ ଗିରଫ ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହାର
ବଲାଙ୍ଗିର, ଘନଶ୍ୟାମ ନାଗ (ବିଶେଷ ପ୍ରତିନିଧି) :- ନିଖିଳ ଓଡିଶା ଆଶାକର୍ମୀ ସଙ୍ଘ ପକ୍ଷରୁ ଆଶାକର୍ମୀଙ୍କୁ ମାଡ଼ ଘଟଣା ପ୍ରତିବାଦରେ ପାଟଣାଗଡ଼ ଥାନାକୁ ଘେରାଉ କରାଯାଇଥିଲା। ପାଟଣାଗଡ଼ ବ୍ଲକ ଅନ୍ତର୍ଗତ କେରବେଡା ପଞ୍ଚାୟତର…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଭାରପ୍ରାପ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ମନୀନ୍ଦ୍ର…
ଢେଙ୍କିକୋଟ ଠାରେ ସାଂସଦ ଖେଳ ମହୋତ୍ସବ
କେନ୍ଦୁଝର,ତା୧୫/୧୨- କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ଢେଙ୍କିକୋଟ ଠାରେ ଥିବା ହାଇସ୍କୁଲ ଖେଳପଡ଼ିଆରେ ସାଂସଦ ଖେଳ ମହୋତ୍ସବ ୨୦୨୫ ମସିହାର ଆଜି ଶୁଭ ଉଦଘାଟନୀ ହୋଇଯାଇଛି। ଦୁଇଦିନ ଧରି ଏ ମହୋତ୍ସବ ଅନୁଷ୍ଠିତ ହେବ ବୋଲି ଜଣାଯାଇଛି। ଆଜିର ଶୁଭ ଉଦଘାଟନୀ ଉତ୍ସବରେ ନିମନ୍ତ୍ରିତ ହୋଇ…
ବିଜେପୁରରେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, ଗ୍ରାମରେ ଶୋକର ଛାୟା
ବିଜେପୁର :— ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ଜାମପାଲି ଗ୍ରାମର ଅଙ୍କୁଶ ସାହୁ (୨୮), ପିତା ପୁରନ ସାହୁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାକୁ ନେଇ ସମଗ୍ର ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି।ଗତକାଲି ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଅଙ୍କୁଶ ସାହୁ ଲାଉମୁଣ୍ଡା ଧାନମଣ୍ଡିରେ କାମ ସାରି ବାଇକ୍ରେ…