Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଭଞ୍ଜନଗର ରେ ନୂତନ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ
ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହରରେ ନୁତନ ଭାବରେ ଦାୟିତ୍ଵ ଗ୍ରହଣ କରିଛନ୍ତି, ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ (ଏସ୍.ଡି.ଆଇ.ପି.ଆର୍.ଓ) ଶ୍ରୀଯୁକ୍ତ ସନ୍ତୋଷ କୁମାର ନାୟକ। ଭଞ୍ଜଭୂମି ଭଞ୍ଜନଗର ସହର ,ଏହାର ସବୁ କ୍ଷେତ୍ରରେ ସବୁ ସରକାରୀ ବେସରକାରୀ…
ଗୁଣୁପୁର ପୌର ସଦ ଭାବନା ଗୃହ ରେ କେନ୍ଦ୍ର ସରକାର ଙ୍କ 16 ଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ
(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଗୁଣୁପୁର ପୌର ସଦ ଭାବନା ଗୃହ ରେ ଭାରତ ସରକାର ଙ୍କ ମହିଳା ଏବଂ ଶିଶୁ କଲ୍ୟାଣ ମନ୍ତ୍ରଣାଳୟ ଏବଂ ଓଡିଶା ସରକାର ଙ୍କ ରାଜ୍ୟ ସମାଜ କଲ୍ୟାଣ ବୋର୍ଡ଼ ର ନିର୍ଦ୍ଧେଶ କ୍ରମେ ଆଜି ଗୁଣୁପୁର ପୌର ପରିଷଦ ସଦ ଭାବନା ଗୃହ ରେ ପାରିବାରିକ ହିଂସା ପୋକ୍ସ ଧାରା…
କଟକରେ ବିଶ୍ଵ ମୃତ୍ତିକା ଦିବସ ପାଳନ ହୋଇ ଯାଇଛି।
କଟକ ତା-୦୫.୧୨.୨୦୨୫ ରିଖ ଦିନ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, କଟକ ଙ୍କ ପ୍ରଶିକ୍ଷଣ ଏବଂ ଦକ୍ଷତା ବିକାଶ କେନ୍ଦ୍ର ଠାରେ ବିଶ୍ଵ ମୃତ୍ତିକା ଦିବସ ପାଳନ ହୋଇ ଯାଇଛି। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଶ୍ରୀ କମଳାକାନ୍ତ ପାଣିଗ୍ରାହୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ପରିଷଦ,…
ଜିଲ୍ଲାସ୍ତରୀୟ ବିଶ୍ବ ମୃତ୍ତିକା ଦିବସ ପାଳିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ବିଶ୍ଵ ମୃତ୍ତିକା ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ଶ୍ରୀ ଏମ.ପ୍ରକାଶ ରାଓ , ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଗଜପତିଙ୍କ…
ଭଙ୍ଗା ଦଦରା ଜରି ପାଲ ଘରେ ବିତୁଛି ଜୁଆଙ୍ଗ ପରିବାରର ଜୀବନ।
କେନ୍ଦୁଝର,ତା୫/୧୨- ବାଂଶପାଳ ବ୍ଲକ୍ ଅନ୍ତର୍ଗତ କୋଡିପଶା ପଞ୍ଚାୟତ ଅଧୀନ ଘୁଙ୍ଗି ଗାଁର ସ୍ଵର୍ଗତ ସଦା ଜୁଆଙ୍ଗ ର ବିଧବା ସ୍ତ୍ରୀ ଓ ନାବାଳକ ପିଲା ରହୁଛନ୍ତି ଭଙ୍ଗା ଦଦରା ଘରେ। ନା ବିଜୁ ପକ୍କା ଘର, ନା ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ତାଙ୍କୁ ଘର ମିଳିଛି। ଜଙ୍ଗଲ,ପାହାଡ ଅଞ୍ଚଳରେ ପୋକ…
ଉତ୍କଳ ମିଡ଼ିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନ, ରାୟଗଡ ଜିଲ୍ଲାର ବନ୍ଧୁ ମିଳନ
ରାୟଗଡ: ସ୍ଥାନୀୟ ରାୟଗଡ ବ୍ଲକ ଅନ୍ତର୍ଗତ ପିତାମହଲ ଗ୍ରାମ ପଞ୍ଚାୟତ ଠାରେ ଥିବା ବରିଷ୍ଠ ଆଇନଜୀବୀ ଶ୍ରୀ ବିଭୁ ପ୍ରଧାନଙ୍କ ଫାର୍ମ ହାଉସରେ ଉତ୍କଳ ମିଡ଼ିଆ ଜର୍ଣ୍ଣାଲିଷ୍ଟ ଆସୋସିଏସନ, ରାୟଗଡ ଜିଲ୍ଲାର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉତ୍କଳ ମିଡ଼ିଆ ସାମ୍ବାଦିକ ସଂଘର…
ସୁବର୍ଣ୍ଣପୁର ଜିଲ୍ଲାରେ ଜିଲ୍ଲା କୃଷି କାର୍ଯ୍ୟାଳୟ ତରଫରୁ ବିଶ୍ୱ ମୃତ୍ତିକା ଦିବସ ପାଳିତ ।
ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ )ଆଜି ସୁବର୍ଣ୍ଣପୁର ଜିଲ୍ଲା କୃଷି କାର୍ଯାଳୟ ପକ୍ଷରୁ ସୁବର୍ଣ୍ଣପୁର ଜିଲ୍ଲା ସ୍ଥିତ ପୋଲିଟେକନିକ ମହାବିଦ୍ୟାଳୟ ଠାରେ ବିଶ୍ୱ ମୃତ୍ତିକା ଦିବସ ପାଳନ କରାଯାଇଛି।ଏହି କାର୍ଯକ୍ରମରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ରୁଦ୍ରଦେବ ରାଉତ ମୁଖ୍ୟ…
ସୁବର୍ଣ୍ଣପୁର ଜିଲ୍ଲାର ଆଦିବାସୀ ସମ୍ପ୍ରଦାୟ ଜନସାଧାରଣଙ୍କ ସ୍ଵତନ୍ତ୍ର ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ।
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ଆଜି ପୂର୍ବାହ୍ନ ୧୦.୦୦ ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଜିଲ୍ଲାର ଆଦିବାସୀ ସମ୍ପ୍ରଦାୟ ଜନସାଧାରଣଙ୍କ ସ୍ଵତନ୍ତ୍ର ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଜିଲ୍ଲାପାଳ,…
ଖଗେଶ୍ବର ସାହିତ୍ୟ କଳା ପରିଷଦର ବୈଠକ
ବିଜେପୁର; ବରଗଡ଼ ଜିଲ୍ଲାର ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ଖଗେଶ୍ବର ସାହିତ୍ୟ କଳା ପରିଷଦ ବିଜେପୁରରେ ଏକ ବୈଠକ ସଂନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ମୋହନ ସିଂ କହ୍ନେଇଙ୍କ ଅଧ୍ୟକ୍ଷତାରେ ପ୍ରଫେସର ଡକ୍ଟର ପ୍ରଦୀପ କୁମାର ପ୍ରଧାନ, ଅଧ୍ୟାପକ ସରୋଜ କୁମାର ପାଣିଗ୍ରାହୀ, ଡକ୍ଟର ଚିନ୍ମୟ…
ସ୍ମାର୍ଟଇଣ୍ଡିଆ ହ୍ୟାକାଥନ୍-୨୦୨୫ ଗ୍ରାଣ୍ଡ ଫିନାଲି (ହାର୍ଡୱେର ଏଡିସନ) ପାଇଁ ଜିଆଇଇଟି ବିଶ୍ୱବିଦ୍ୟାଳୟ ନୋଡାଲ ସେଣ୍ଟର…
ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି): ଗୁଣପୁର,୫/୧୨ / ୨୦୨୫- ସ୍ଥାନୀୟ ଜିଆଇଇଟି ବିଶ୍ୱବିଦ୍ୟାଳୟକୁ ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟର ଇନୋଭେସନ୍ ସେଲ୍ , ଏ ଆଇ ସି ଟି ଇ, ନୂଆଦିଲ୍ଲୀ , ଓଡ଼ିଶା ସରକାର ଏବଂ ଖଣିଜ ମନ୍ତ୍ରାଳୟ ଙ୍କ ମିଳିତରେ ସ୍ମାର୍ଟ ଇଣ୍ଡିଆ ହ୍ୟାକଥନ୍-୨୦୨୫ ଗ୍ରାଣ୍ଡ…