Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
‘ସୋଲେ’ ଚଳଚ୍ଚିତ୍ରର ନୂତନ ସଂସ୍କରଣର କ୍ଲାଇମାକ୍ସରେ ଗବର ସିଂହର ମୃତ୍ୟୁ : ଜାଭେଦ ଅଖତର
ଭୁବନେଶ୍ୱର, ଡିସେମ୍ବର ୧: ପ୍ରସିଦ୍ଧ ହିନ୍ଦୀ ବ୍ଲକ୍ବଷ୍ଟର ସିନେମା ‘ସୋଲେ’ ଏହାର କ୍ଲାଇମାକ୍ସରେ ପରିବର୍ତନ ସହ ଖୁବ୍ ଶୀଘ୍ର ଭାରତର ବିଭିନ୍ନ ସିନେମା ହଲ୍ରେ ରିଲିଜ ହେବାକୁ ଯାଉଥିବା ଶନିବାର ଏଠାରେ ସୂଚନା ଦେଇଛନ୍ତି ପ୍ରଖ୍ୟାତ କବି, ଗୀତିକାର ଓ ସଂଳାପ ଲେଖକ ଜାଭେଦ ଅଖତର । ଅଖତର…
ଓଡ଼ଗାଁ କଲେଜରେ ବିଶ୍ୱ ଏଡସ୍ ଦିବସ ପାଳିତ
ଓଡ଼ଗାଁରୁ ଚିହ୍ନଟ ହୋଇଥିଲା ରାଜ୍ୟର ପ୍ରଥମ ରୋଗୀ
ଓଡ଼ଗାଁ,୧।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ରଘୁନାଥ ସମବାୟ ମହାବିଦ୍ୟାଳୟ ୟୁଥ ରେଡକ୍ରସ, ଜାତୀୟ ସେବା ଯୋଜନା, ରେଡ ରିବନ କ୍ଲବର ମିଳିତ ଆନୁକୂଲ୍ୟରେ ବିଶ୍ୱ ଏଡ଼ସ୍ ଦିବସ ସୋମବାର ପାଳିତ ହୋଇଯାଇଛି । ୟୁଥ ରେଡ…
ଓଡ଼ଗାଁ ବ୍ଲକରେ ନୂତନ ବିଡ଼ିଓ ଭାବେ ପ୍ରୀତିବାଳା ରଣାଙ୍କ ଯୋଗଦାନ
ଓଡ଼ଗାଁ,୧।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକରେ ନୂଆ ବିଡ଼ିଓ ଯୋଗଦାନର ସମ୍ଭାବନାକୁ ଏଡାଇ ସୋମବାର ବିଡିଓ ପ୍ରିତିବାଳା ରଣା ଓଡ଼ଗାଁ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚି ଦାୟିତ୍ୱରେ ଥିବା ବିଡିଓ ଜିତେନ୍ଦ୍ର କୁମାର ନାୟକଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଏହି…
ଓଡ଼ଗାଁ ଏନ୍ଏସି ଅଙ୍ଗନବାଡ଼ି କେନ୍ଦ୍ର- ୨ ଏବଂ ରଙ୍ଗଣୀପାଟଣା ଗ୍ରାମ କୋଠସାହିରେ କଳାକନା ବୁଲାଇଲା ଚୋର
ଓଡ଼ଗାଁ,୧।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଥାନା ଓଡ଼ଗାଁ ଏନ୍ଏସି ଦଲକ ୨ ଅଙ୍ଗନବାଡି କେନ୍ଦ୍ରରେ ରବିବାର ରାତିରେ କୌଣସି ଦୁବୃର୍ତ୍ତ ରୋଷେଇ ଘରର କବାଟ ଭାଙ୍ଗି ଭିତରେ ପସି ଗ୍ୟାସ୍ ଚୁଲା, ସିଲିଣ୍ଡର, ପ୍ରେସର କୁକର, ଡଙ୍କି ଇତ୍ୟାଦି ସମସ୍ତ ରୋଷେଇ ସାମଗ୍ରୀ ସହିତ…
୩୦ତମ ମଣ୍ଡଳ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ
୧୬୦ ପ୍ରକଳ୍ପ ମଧ୍ୟରୁ ୧୭ ପ୍ରକଳ୍ପ ଜିଲ୍ଲା ସ୍ତରକୁ ମନୋନୀତ
ଓଡ଼ଗାଁ,୧।୧୨(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ଦେଓଗାଁ - ଭାଲିଆଡିହି ଜନଶକ୍ତି ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ୩୦ତମ ମଣ୍ଡଳ ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୫ - ୨୦୨୬ ସୋମବାର ଅନୁଷ୍ଠିତ…
ନାଉଗାଁ ବ୍ଲକ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର,ତା-୦୧.୧୨.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି…
ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଯାଇଛି
ଜଗତସିଂହପୁର,ତା-୦୧.୧୨.୨୦୨୫/ସୁମନ୍ତକୁମାରଦାସ: ଜଗତସିଂହପୁର ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଚର୍ମରୋଗ ବିଭାଗର ଡାକ୍ତର ରଞ୍ଜନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ଏଡ୍ସ ରୋଗ…
ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଠାରେ ଜିଲ୍ଲା ସ୍ତରରେ ପାଳିତ ହେଲା ବିଶ୍ଵ ଏଡ଼ସ ଦିବସ।
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲାର ପୁରୁଣା ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଠାରେ ଜିଲ୍ଲା ସ୍ତରରେ ବିଶ୍ଵ ଏଡ଼ସ ଦିବସ ପାଳିତ ହୋଇଥିଲା। ଏହି ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ପୁରୁଣା ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନା ଠାରୁ ଏଡ଼ସ ରୋଗର କାରଣ,…
ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର…
ସୁବର୍ଣ୍ଣପୁର,ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ସୋନପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ,ସୁବର୍ଣ୍ଣପୁର, ଡ଼ ନୃପରାଜ ସାହୁ ଓ ଆରକ୍ଷୀ…
ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ।
( କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର): ଜରଡା ଥାନା ଅର୍ନ୍ତଗତ ପଦାଦିଗି ପଞ୍ଚାୟତ ନାରାୟଣ ପୁର ଗ୍ରାମର କୁମାରୀ ପ୍ରଧାନ ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି ଓ ମୃତ ମହିଳାଙ୍କର ଭାଇ ନିରଞ୍ଜନ ପ୍ରଧାନ ସନ୍ଦେହ ପ୍ରକଟ କରି ଆଜି ଜରଡା ଥାନା ରେ ଅଭିଯୋଗ କରିଥିଲେ । ଖବର ପାଇ ପୋଲିସ…