Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଆଜି ପବିତ୍ର ବଡ଼ଓଷା, ଗୁରୁଜଙ୍ଗ ଧବଳେଶ୍ବର ପୀଠରେ ଶ୍ରଦ୍ଧାଳୁଙ୍କ ଏବଂ ମାନସିକଧାରୀ ଙ୍କ ଅଟକାଳି ଭୋଗ ପାଇଁ ସମାଗମ।
ଖୋର୍ଦ୍ଧା(୦୩.୧୧)-ଖୋର୍ଦ୍ଧା (ସେକ ଜାଫର )ଆସନ୍ତାକାଲି ପବିତ୍ର ବଡ଼ଓଷା। ଖୋର୍ଦ୍ଧା ପୌରାଞ୍ଚଳ ଅନ୍ତର୍ଗତ ଗୁରୁଜଙ୍ଗ ଧବଳେଶ୍ବର ପୀଠ ରେ ଲାଗିଛି ଶ୍ରଦ୍ଧାଳୁ ଙ୍କ ସମାଗମ। ପୌରାଣିକ ସମୟ ରୁ ଏଠାରେ ପ୍ରଭୁ ଧବଳେଶ୍ବର ଙ୍କୁ ପୂଜା ଅର୍ଚ୍ଚନା କରାଯାଉଛି। ପବିତ୍ର କାର୍ତ୍ତିକ ମାସ ଶୁକ୍ଳପକ୍ଷ…
କେନ୍ଦୁଝର ଜିଲ୍ଲା କ୍ରୀଡ଼ା ସଂସ୍ଥା ସମ୍ପାଦକ ଜନାର୍ଦ୍ଦନ ଦାଶଙ୍କ ବିୟୋଗ।
କେନ୍ଦୁଝର,ତା୩/୧୧- ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ କେନ୍ଦୁଝର ଜିଲ୍ଲା କ୍ରୀଡ଼ା ସଂସ୍ଥା ସାଧାରଣ ସମ୍ପାଦକ ଡ଼. ଜନାର୍ଦନ ଦାଶଙ୍କ ପରଲୋକ ହୋଇଯାଇଛି। ଗତ ଦୁଇ ତିନି ଦିନ ଧରି ଗ୍ୟାସ ଜନିତ ରୋଗରେ ପୀଡିତ ଥିଲେ, ମୃତ୍ୟୁ ଶଯ୍ୟା ନିକଟରେ ପତ୍ନୀ ବନଲତା, ପୁତ୍ର ଜନବନ, ଜବ୍ରୁବନ, କନ୍ୟା…
ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ଦୁର୍ନୀତି ନିବାରଣ ସଚ଼େତନତା କାର୍ଯ୍ୟକ୍ରମ
ବେଲଗୁଣ୍ଠା-(ଶିବରାମ ଚୌଧୁରୀ ): ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟ ର ଜାତୀୟ ସେବା ଯୋଜନା କୋ ୟୁନିଟ୍ ତରଫରୁ ଦୁନୀତି ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ରୂପେ ଅଧ୍ୟକ୍ଷ ଅଜିତ କୁମାର ପଟ୍ଟନାୟକ ଯୋଗଦେଇ ଦୁର୍ନୀତି ନିବାରଣ…
ବାଲୁଗାଁ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ
ବାଲୁଗାଁ:(ସେକ କୌସର ):ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅଧ୍ୟକ୍ଷ ଡ଼କ୍ଟର ଲଷ୍ମୀଧର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମକୁ ଅଧ୍ୟାପକ ଡ଼କ୍ଟର କୈଳାଶ ଚନ୍ଦ୍ରା ମହାରଣା ଓ ଅଧ୍ୟାପିକା ରୀନା ରାଉତ ପରିଚାଳନା କରିଥିଲେ l…
ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର
ନୟାଗଡ଼(ବିଶ୍ୱଜିତ ନାୟକ) :- ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଆଜି ସଦଭାବନା ସଭାଗୃହରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ନୟାଗଡ଼ ଏସ୍ପି ଏସ୍ ସୁଶ୍ରୀ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ…
ରୋଟାରୀ କ୍ଲବ ପକ୍ଷରୁ କୃତ୍ରିମ ଅଙ୍ଗ ପ୍ରତିରୋପଣ
ନୟାଗଡ଼ (ବିଶ୍ୱଜିତ ନୟା):- ନୟାଗଡ଼ ରୋଟାରୀ କ୍ଲବ ଓ ବ୍ରହ୍ମପୁର ଇଷ୍ଟ ମିଳିତ ଆନୁକୂଲ୍ୟରେ ବିଜୁ ମହାବୀର ଫୂଟ ସେଣ୍ଟର ସହଯୋଗ କ୍ରମେ ଓଡିଶା ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ୱାରା ପରିଚାଳିତ କୃତିମ ଅଙ୍ଗ ପ୍ରତିରୋପଣ, ଶ୍ରବଣ ବାଧିତ କର୍ଣ୍ଣଯନ୍ତ୍ର,…
ଓଡ଼ଗାଁ ଆଦର୍ଶ ଥାନା ଆନୁକୂଲ୍ୟରେ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ
ଓଡ଼ଗାଁ,୩।୧୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ଆଦର୍ଶ ଥାନା ପରିଚାଳନାରେ ସ୍ଥାନୀୟ ବ୍ଳକ୍ ରୋଡ୍ କଲ୍ୟାଣୀ ମଣ୍ଡପ ପରିସରରେ ସୋମବାର ଏକ ସାଇବର ସୁରକ୍ଷା ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଓଡ଼ଗାଁ ଏନ୍ଏସି ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ…
ପ୍ରଧାନ ଶିକ୍ଷକଙ୍କ ନିଲମ୍ବନ ଆଦେଶ ପ୍ରତ୍ୟାହାର ସହିତ ନିଯୁକ୍ତି ଦାବିରେ ବିଦ୍ୟାଳୟ ଫାଟକରେ ତାଲା,
ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କ ଧାରଣା,
ପ୍ରଧାନ ଶିକ୍ଷକଙ୍କୁ ଫେରାଇ ଆଣିବାକୁ ଛାତ୍ରଛାତ୍ରୀ କାନ୍ଦି କାନ୍ଦି ନୟାନ୍ତ,
୪୮ଘଣ୍ଟା ମଧ୍ୟରେ ପୁନଃ ନିଯୁକ୍ତି ନେଇ ପ୍ରତିଶ୍ରୁତି ପରେ ଧାରଣା ସ୍ଥଗିତ,
ଓଡ଼ଗାଁ,୩।୧୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ…
ଓଡ଼ଗାଁ ଶ୍ରୀରଘୁନାଥ ଜିଉଙ୍କ ପଞ୍ଚୁକ ପର୍ବ ଦିତୀୟ ଦିବସ, ପ୍ରଭୁଙ୍କ ମତ୍ସ୍ୟ କଚ୍ଛପ ବେଶ ଦର୍ଶନ କଲେ ଶ୍ରଦ୍ଧାଳୁ,
ଓଡ଼ଗାଁ,୩।୧୧(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ପ୍ରସିଦ୍ଧ ସ୍ୱର୍ଣ୍ଣକଳଶ କ୍ଷେତ୍ର ବିଜେ ଶ୍ରୀ ରଘୁନାଥ ଜିଉଙ୍କ ପୀଠରେ କାର୍ତ୍ତୀକ ମାସ ପଂଚୁକ ପର୍ବର ଦିତୀୟ ସନ୍ଧ୍ୟାରେ ବଡ଼ଭାଇ ପ୍ରଭୁ ଶ୍ରୀ ରଘୁନାଥ ମତ୍ସ୍ୟ ବେଶ ହୋଇଥିବା ବେଳେ ଅନୁଜ ଲକ୍ଷ୍ମଣ କଚ୍ଛପ ଅବତାର ବେଶରେ…
ଏସ୍ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍ଟେସନ୍ କାର୍ଯ୍ୟକ୍ରମ ‘ପ୍ରାରମ୍ଭ-ଦ…
ଭୁବନେଶ୍ୱର, ନଭେମ୍ବର ୩ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ ଅଫ୍ ଫାର୍ମାସ୍ୟୁଟିକାଲ୍ ସାଇନ୍ସେସ୍ କ୍ୟାମ୍ପସ -୨ ଫୁଲନଖରାରେ ସୋମବାର ୨୦୨୫-୨୬ ପ୍ରଥମ ବ୍ୟାଚର ନୂତନ ବି ଫାର୍ମା ଛାତ୍ରଛାତ୍ରୀଙ୍କର ଓରିଏନ୍ଟେସନ୍ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏହି କାର୍ଯ୍ୟକ୍ରମରେ…