Browsing Category

ରାଜ୍ୟ

ଜିଲ୍ଲା ସ୍ତରୀୟ ଶିଶୁ କ୍ରୀଡ଼ା ଉତ୍ସବ ‘ଉତ୍ସାହ’

ନୟାଗଡ଼(ବିଶ୍ୱଜିତ ନାୟକ):- ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଓ ଜ଼ିଲ୍ଲା ପ୍ରଶାସନ ମିଳତ ଆନୁକୂଲ୍ୟରେ ୩ ଗୋଟି ଶିଶୁ ଗୃହରେ ଥିବା ଅନ୍ତେବାସୀଙ୍କୁ ନେଇ ବିଭିନ୍ନ କ୍ରୀଡା ପ୍ରତିଯୋଗୀମାନେ ଆଜି ନୟାଗଡ଼ ଷ୍ଟାଡିୟମ୍‌ଠାରେ ଜିଲ୍ଲା ସ୍ତରୀୟ ଶିଶୁ କ୍ରୀଡା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଏକ…

ଉପଜିଲ୍ଲାପାଳ ଗୁମ୍ମା ବ୍ଲକର ଛତୁଆ ପ୍ରସ୍ତୁତ କେନ୍ଦ୍ରକୁ ପରିଦର୍ଶନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ଉପ-ଜିଲ୍ଲାପାଳ , ପାରଳାଖେମୁଣ୍ଡି ଶ୍ରୀଯୁକ୍ତ ଅନୁପ ପଣ୍ଡା ଗୁମ୍ମା ବ୍ଲକର ବିଭିନ୍ନ ଛତୁଆ ପ୍ରସ୍ତୁତ କେନ୍ଦ୍ର ପରିଦର୍ଶନ କରି ଛତୁଆ ପ୍ରସ୍ତୁତି ଲାଗି ଶୁଖିଲା ସାମଗ୍ରୀ ର ମାନ ଯାଞ୍ଚ କରିବା ସହ ସଠିକ୍ ପରିମାଣ ମିଶ୍ରଣ ର ତଦାରଖ କରିଥିଲେ।…

ଏଲ୍ଇଡି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ସାଇବର ସୁରକ୍ଷା ସମ୍ପର୍କିତ ସଚେତନ ବାର୍ତ୍ତା ଶୁଣିଲେ ଛାତ୍ରଛାତ୍ରୀ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଦିନକୁ ଦିନ ବଢ଼ି ଚାଲିଛି ସାଇବର ଠକେଇ I ଗତ ଦୁଇ ବର୍ଷ ଧରି ପାଖାପାଖି ଷାଠିଏ ହଜାର ସାଇବର ଠକେଇ ସମ୍ପର୍କିତ ମାମଲା ରୁଜୁ ହୋଇଥିବା ବେଳେ ସେଥିରୁ କିଛି ମାମଲା ସମାଧାନ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ବହୁ ମାମଲା ବିଚାରାଧୀନ ରହିଛି I ତେବେ ସାଇବର୍…

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ କ୍ୟାମ୍ପ ୨୦୨୫

ଜଗତସିଂହପୁର,ତା-୨୩.୧୦.୨୦୨୫/ସୁମନ୍ତ କୁମାର ଦାସ: ଚଳିତ ବର୍ଷ ୨୦୨୫ ରେ ଜଗତସିଂହପୁର ଜିଲ୍ଲାର ପ୍ରତ୍ୟେକ ବ୍ଲକ୍ ରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ କ୍ୟାମ୍ପ ଆୟୋଜିତ ହେବ। ବିଭିନ୍ନ ବିଭାଗର ଡାକ୍ତର ମାନଙ୍କୁ ଏଥିପାଇଁ ନିୟୋଜିତ କରଯାଇଛି ।ଆଜି ପ୍ରଥମ ଦିବସ ରେ ରଘୁନାଥପୁର ବ୍ଲକ୍…

ମାଆ ଶ୍ୟାମାକାଳୀଙ୍କ ପୂଜା ; ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକୁଛି ମଞ୍ଚ

  ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଶନିବାର ଠାରୁ ବେଲଗୁଣ୍ଠା ବ୍ଳକ୍ ଗୋବରା ମୁଖ୍ୟ ସଡ଼କରେ ଶ୍ରୀ ଶ୍ରୀ କପିଳେଶ୍ଵର ଯୁବକ ସଂଘ ଆନୁକୂଲ୍ୟରେ ଧୁମଧାମରେ ଚାଲିଛି ମାଆ ଶ୍ୟାମାକାଳୀଙ୍କ ପୂଜା I ପ୍ରତ୍ୟେକ ଦିନ ସକାଳୁ ମାଆଙ୍କର ବିଭିନ୍ନ ପ୍ରକାର ପୂଜାଅର୍ଚ୍ଚନା ହେଉଥିବା ବେଳେ ସନ୍ଧ୍ୟାରେ…

ଗୁମ୍ମା ବ୍ଲକ ରେ ବିଜେଡି ର ଜନସଂପର୍କ ପଦଯାତ୍ରା ରେ ସାମିଲ ହେଲେ ହଜାର ହଜାର କର୍ମୀ ଓ ନେତା

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସରକାର ପରିବର୍ତ୍ତନ ହୋଇଛି ସତ କିନ୍ତୁ ଲୋକଙ୍କ ମଧ୍ୟରେ ନବୀନ ପଟ୍ଟନାୟକଙ୍କ ପ୍ରତି ରହିଛି ଯଥେଷ୍ଟ ଭଲ ପାଇବା। ତାଙ୍କ ଶାସନ ସମୟକୁ ଭୁଲି ପାରୁ ନାହାଁନ୍ତି ଲୋକେ। ଗଜପତି ଜିଲ୍ଲାରେ ବିଜୁ ଜନତା ଦଳର ପଦଯାତ୍ରାରେ ଦେଖିବାକୁ ମିଳୁଛି ଏ଼ହାର…

ପୁଣି ଦାଦନ ଯନ୍ତ୍ରଣା: କର୍ଣ୍ଣାଟକ କୁକୁଡ଼ା ଫାର୍ମରେ କାର୍ଯ୍ୟରତ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ –

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାରେ ଦାଦନ ଶ୍ରମିକମାନଙ୍କ ଦୁଃଖ ଯନ୍ତ୍ରଣା ଦିନକୁ ଦିନ ବଢ଼ି ଚାଲିଛି। ଗରିବ ଓ ଦରିଦ୍ରତାର ତାଡ଼ନାରେ ନିଜ ଭିଟା ମାଟିକୁ ଛାଡି ଗଜପତି ଜିଲ୍ଲାରୁ ବହୁ ଜଣ ଦାଦନ ଭାବେ ରାଜ୍ୟ ବାହାରକୁ ଚାଲିଯାଇଛନ୍ତି। ଏମାନଙ୍କ ମଧ୍ୟରୁ ଅନେକ…

ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲାସ୍ତରୀୟ ଦୁର୍ନୀତି ନିବାରଣ ସପ୍ତାହ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଯଥା :- ଓଡିଆ ବକୃତା , ପ୍ରବନ୍ଧ ଓ…

ସାଇବର ସୁରକ୍ଷା ସଚେତନତା ଅଭିଯାନ-୨୦୨୫ ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜିତ।

ବାରିପଦା: ସାଇବର ଠକେଇରୁ ଲୋକଙ୍କୁ ସୁରକ୍ଷା ଦେବାପାଇଁ ଚଳିତ ଅକ୍ଟୋବର ମାସ ୧୮ ତାରିଖ ରୁ ଆଗାମୀ ସେପ୍ଟେମ୍ବର ମାସ ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ସାଇବର ସୁରକ୍ଷା ସଚେତନତା ଅଭିଯାନ -୨୦୨୫ ଜାରି ରହିଛି। ଏହି କ୍ରମରେ ୧୮ତାରିଖ ରେ ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଆୟୋଜିତ…

ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ରେ ସାଇବର ସୁରକ୍ଷା ସଚେତନ ଅଭିଯାନ

(ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣୁପୁର - ୨୩/୧୦/୨୫ - ଆଜି ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ପରିସର ଏମ ବି ଏ ଅଡିଟରିୟମରେ ରାୟଗଡା ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ମିଳିତ ସହଯୋଗରେ ସାଇବର ସୁରକ୍ଷା ସଚେତନ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି…