Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ ପାଳିତ, ପୋଷଣଯୁକ୍ତ ଘରୋଇ ଖାଦ୍ୟର ପସରା ପ୍ରଦର୍ଶିତ
ଓଡ଼ଗାଁ,୧୪।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟାଳୟ ତରଫରୁ ବ୍ଳକ୍ ପରିସରରେ ଥିବା ମିଶନ ଶକ୍ତି ଗୃହରେ ମଙ୍ଗଳବାର ରାଷ୍ଟ୍ରୀୟ ପୋଷଣ ମାସ ୨୦୨୫ ପାଳିତ ହୋଇଯାଇଛି। ସେପ୍ଟେମ୍ବର ମାସ ୧୬ ତାରିଖରୁ ଆରମ୍ଭ ହୋଇ ଅକ୍ଟୋବର ୧୭ ପର୍ଯ୍ୟନ୍ତ ପୋଷଣ…
ଇକେୱାଇସି ସହାୟତାରେ ଜବ୍ କାର୍ଡଧାରୀଙ୍କ ଉପସ୍ଥାନ ନିଆଯିବ
ଓଡ଼ଗାଁ,୧୪।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ସଭାଗୃହରେ ରାଷ୍ଟ୍ରୀୟ ମୋବାଇଲ୍ ମନିଟରିଙ୍ଗ୍ ସିଷ୍ଟମ୍ (ଏନ୍ଏମ୍ଏମ୍ଏସ୍) ଆପ ବ୍ୟବହାର ମାଧ୍ୟମରେ କିପରି ଇକେୱାଇସି ଦ୍ବାରା ଜବ୍ କାର୍ଡଧାରୀଣଙ୍କ ଉପସ୍ଥାନ ସଂଗ୍ରହ କରାଯିବ ସେ ସମ୍ବନ୍ଧୀୟ ଏକ କର୍ମଶାଳା ଅନୁଷ୍ଠିତ…
କେନ୍ଦୁଝର ଜିଲ୍ଲା ସମିତି ସଭ୍ୟ/ସଭ୍ୟା ସଂଘ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ଦିଆଗଲା।
କେନ୍ଦୁଝର,ତା୧୪/୧୦(ଦିଲ୍ଲୀପ ସାହୁ)- ଆଜି କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାର ସମସ୍ତ ନିର୍ବାଚିତ ସମିତି ସଭ୍ୟ ସଭ୍ୟାମାନେ ନିଜ ସଙ୍ଘ ବ୍ୟାନରରେ ଏକାଠି ହୋଇଥିଲେ। ସେମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ…
କିମସରେ ଅତି ବିରଳ ସ୍ନାୟୁ ରୋଗ ‘ନୋଡୋପାଥି’ର ସଫଳ ଚିକିତ୍ସା
ଭୁବନେଶ୍ୱର, ୧୪ ।୧୦: କିମସ ଡାକ୍ତରମାନେ ନୋଡୋପାଥି ଓ ପାରାନୋଡୋପାଥି ଭଳି ନୂତନ ଆବିଷ୍କୃତ ଅତି ବିରଳ ସ୍ନାୟୁ ରୋଗରେ ସଫଳ ଚିକିତ୍ସା କରି ଉଦାହରଣ ସୃଷ୍ଟି କରିଛନ୍ତି। ଜଣେ ୩୪ ବର୍ଷୀୟ ମହିଳା ପକ୍ଷାଘାତଗ୍ରସ୍ତ ରୋଗରେ ଆକ୍ରାନ୍ତ ହୋଇ ମୁଣ୍ଡ ବ୍ୟତୀତ ଶରୀରର ଅନ୍ୟ କୌଣସି ଅଂଶ କାମ…
ଆର୍ଥିକ ଶୃଙ୍ଖଳାକୁ ସୁଦୃଢ଼ କରିବା ପାଇଁ ଓଡ଼ିଶାର ପଦକ୍ଷେପ: ଆଉ ୧୦ଟି ବିଭାଗରେ ଆଭ୍ୟନ୍ତରୀଣ ଅଡିଟ୍ ୱିଙ୍ଗ ସୃଷ୍ଟି
ଭୁବନେଶ୍ୱର-୧୪/୧୦/୨୦୨୫: ଓଡିଶା ସରକାରଙ୍କ ଏକ ଅବିଚ୍ଛେଦ୍ୟ ଅଙ୍ଗ, ଆଭ୍ୟନ୍ତରୀଣ ଅଡିଟ୍, ଓଡ଼ିଶା ସଚିବାଳୟର ୨୮ଟି ପ୍ରଶାସନିକ ବିଭାଗରେ କାର୍ଯ୍ୟ କରୁଛି । ଏହା ପବ୍ଲିକ ମନିର ପ୍ରହରୀ ଭାବରେ କାର୍ଯ୍ୟ କରେ ଏବଂ ରାଜ୍ୟ ମଧ୍ୟରେ ଟଙ୍କାର ଅପବ୍ୟବହାର ଓ ଆତ୍ମସାତ ସମେତ ଆର୍ଥିକ ଅନିୟମିତତା…
ଚନ୍ଦୋଳ ବଜାରରେ ମା ଗଜଲକ୍ଷ୍ମୀ ପୂଜା: ଶାନ୍ତି ଓ ଭକ୍ତିର ଅନନ୍ୟ ଉଦାହରଣ ।
କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) କେନ୍ଦ୍ରାପଡ଼ା ଜିଲ୍ଲାର ଚନ୍ଦୋଳ ବଜାରରେ ୧୯୯୫ ମସିହାଠାରୁ ବହୁତ ଧୁମଧାମ ଓ ଭକ୍ତି ଭାବରେ ପାଳନ ହେଉଥିବା ଗଣପର୍ବ ମା ଗଜଲକ୍ଷ୍ମୀ ପୂଜା ଚଳିତ ବର୍ଷ ମଧ୍ୟ ଅସମ୍ଭବ ଭିଡ଼ ମଧ୍ୟରେ ଶାନ୍ତି ଶୃଙ୍ଖଳାର ସହିତ ପାଳନ ହେଉଛି। ପ୍ରତିବର୍ଷ ଭଳି ଏହି ବର୍ଷ…
ବ୍ରହ୍ମପୁର ରେଳଷ୍ଟେସନ ପରାମର୍ଶ ଦାତା କମିଟି ଗଠନ।
ଖୋର୍ଦ୍ଧା ରେଳମଣ୍ଡଳ ଅଧିକାରୀ ଙ୍କ ନିଯୁକ୍ତି ଅନୁଯାୟୀ ବ୍ରହ୍ମପୁର ରେଳଷ୍ଟେସନ ପରାମର୍ଶ ଦାତା କମିଟି ଗଠନ ହୋଇଛି ଓ ଉକ୍ତ କମିଟି ଏକ ବର୍ଷ କାର୍ଯ୍ୟ କରିବ ବୋଲି ନିଯୁକ୍ତି ପତ୍ର ରୁ ସୁଚନା ମିଳିଛି। କମିଟି ସଦସ୍ୟ ଯଥା ଆଇନଜୀବି ଶିବ ପ୍ରସାଦ ମିଶ୍ର,ପ୍ରଣବ କୁମାର ପଣ୍ଡା,ପୌର ନିଗମ ସଦସ୍ୟ…
ଗଞେଇ ଚାଲାଣ ବେଳେ ଦୁଇ ଅଟକ ଓ ଗୋଟିଏ କାର୍ ଓ ମୋଟରସାଇକେଲ ସମେତ ଗଞେଇ ଜବତ।
ବ୍ରହ୍ମପୁର : ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବ୍ରହ୍ମପୁର ଅବକାରୀ ବିଭାଗ ଯୁଗ୍ମ ଆୟୁକ୍ତଙ୍କ ନିର୍ଦ୍ଦେଶକ୍ରମେ ବିଭାଗୀୟ ଉପ ଅଧ୍ୟକ୍ଷ ଶୃତି କାନ୍ତ ରାଉତ ନିଜ କର୍ମଚାରୀଙ୍କ ସହ ଧରାକୋଟ ଥାନ ଅନ୍ତର୍ଗତ ମୁଣ୍ଡମରାଇ ଗ୍ରାମ ଛକରେ ଛକି ରହି ସନ୍ଦିଗ୍ଧ ଭାବେ ଏକ ହୋଣ୍ଡା ମୋଟରସାଇକେଲ କୁ ଅଟକାଇ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ଗୁରାଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଅତିରିକ୍ତ…
୨୦ ଦିନରେ ମଲେଣି ୫୦ରୁ ଉର୍ଦ୍ଧ କାଉ ; ବାର୍ଡ୍ ଫ୍ଲୁ ଆଶଙ୍କା
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- , ବେଲଗୁଣ୍ଠାର ବିଭିନ୍ନ ସାହିରେ ଗତ କିଛି ଦିନ ହେବ କାଉ ମରିକି ପଡୁଥିବାର ଦେଖିବାକୁ ମିଳିଛି I ବିଭିନ୍ନ ସ୍ଥାନରେ ବସିଥିବା କାଉ ହଠାତ୍ ତଳେ ପଡ଼ି ଛଟପଟ ହୋଇ ମୃତ୍ୟୁ ବରଣ କରୁଛନ୍ତି I ଗତ କୋଡିଏ ଦିନ ହେବ ଦୈନିକ ପ୍ରାୟ ଚାରି ପାଞ୍ଚୋଟି କାଉ ବିଭିନ୍ନ…