Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଅଶାନ୍ତ ହୋଇପଡିଛି ମୟୂରଭ୍ଞ ଜିଲ୍ଲାର ସିମାନ୍ତ ,ଜାମଶୋଳା।
ବିଧାୟକ ଙ୍କ ଖାସ୍ ଲୋକ କହି ବାଲି ମାଫିଆ କରୁଛନ୍ତି ରାଜ୍ୟ ସରକାର କୁ ବଦନାମ୍
ବାରିପଦା: ମୟୂରଭଞ୍ଜ ଜିଲ୍ଲା ସାରସକଣା ବ୍ଳକ୍ ଝାରପୋଖାରିଆ ଥାନା ଅନ୍ତର୍ଗତ ତିନିରଜ୍ୟ ସୀମାନ୍ତ ଜାମସୋଳା ଠାରେ ବିଧାୟକଙ୍କ ଖାସ୍ ଲୋକ କହି କରୁଛନ୍ତି ବେଆଇନ ବାଲି ଚୋରା ଚାଲାଣ । ପ୍ରଶାସନ ସାଜିଛି ନୀରବ…
ଜିଲ୍ଲାପାଳ ଙ୍କ କ୍ଷେତ୍ର ପରିଦର୍ଶନ
ଜଗତସିଂହପୁର,ତା-୧୩.୧୦.୨୦୨୫/ସୁମନ୍ତକୁମାରଦାସ: ଆଜି ପୂର୍ବାହ୍ନ ରେ ଏରସମା ବ୍ଲକ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ସରିବାପରେ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଦୁଇଟି ଜଳସେଚନ କ୍ରିକ ବୁଲି ସ୍ଥିତି ଅନୁଧ୍ୟାନ କରିଥିଲେ। ଜିଲ୍ଲାପାଳ ନାରଦିଆ ପଞ୍ଚାୟତ ର ପଞ୍ଚପଲ୍ଲି ଓ ଅମ୍ବିକି…
ଏରସମା ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର, ତା ୧୩.୧୦.୨୦୨୫-ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଏରସମା ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି।ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି…
ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକ ଙ୍କୁ ଏକାଦଶାହରେ ଶ୍ରଦ୍ଧାଞ୍ଜଳି
ଜଗତସିଂହପୁର,ତା-୧୩.୧୦.୨୦୨୫/ସୁମନ୍ତକୁମାରଦାସ: ଜଗତସିଂହପୁରର ପୂର୍ବତନ ବିଧାୟକ କୃଷ୍ଣଚନ୍ଦ୍ର ମଲ୍ଲିକ ଙ୍କ ଏକାଦଶାହ ଉପଲକ୍ଷେ ଏକ ସ୍ମୃତି ଚାରଣ ସଭା ପୂର୍ବତନ ଜିଲ୍ଲା ପରିଷଦ ସଭାପତି ନଟବର ବାରିକ ଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି।ସ୍ବର୍ଗତ ମଲ୍ଲିକ ଙ୍କ ସରଳ,ଅମାୟିକ ଓ ମିଷ୍ଟଭାଷୀ…
ବ୍ଲକ ସ୍ତରୀୟ ଦୌଡକୁଦ ଓ ଖେଳ ପ୍ରତିଯୋଗିତା ଉଦଘାଟିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୩/୧୦/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ସରକାରୀ ପଞ୍ଚାୟତ (ନୂତନ) ଉଚ୍ଚ ବିଦ୍ୟାଳୟ ରେ ଦୁଇ ଦିନିଆ ବ୍ଲକ ସ୍ତରୀୟ ଦୌଡକୁଦ ଓ ଖେଳ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ରଶ୍ମିତା ନେତମ ଙ୍କ ଅଧ୍ୟକ୍ଷତାରେ…
ସୁରଭି- ୨୦୨୫ : ମଶାବାରୀ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁମହୋତ୍ସବ
ଓଡ଼ଗାଁ,୧୩।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ମଶାବାରୀ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁମହୋତ୍ସବ ସୁରଭି ୨୦୨୫ ମଶାବାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ସୋମବାର ପାଳିତ ହୋଇଯାଇଛି । ସୁରଭି କାର୍ଯ୍ୟକ୍ରମରେ କନିଷ୍ଠ ଓ ବରିଷ୍ଠ ବର୍ଗର ପ୍ରତିଯୋଗି ମାନଙ୍କ…
ଓଡ଼ଗାଁ ବ୍ଳକ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର, ୧୩୨ ଅଭିଯୋଗ ପଞ୍ଜିକୃତ ୨୬ ତତ୍କାଳ ସମାଧାନ।
ଓଡ଼ଗାଁ,୧୩।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ଓଡ଼ଗାଁ ପଞ୍ଚାୟତ ସମିତି ପରିସରରେ ସୋମବାର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଆରକ୍ଷୀ ଅଧିକ୍ଷକ ଏମ୍ ସୁଶ୍ରୀ, ମୁଖ୍ୟ ଉନ୍ନୟନ ଅଧିକାରୀ ଏବଂ ନିର୍ବାହୀ ଅଧିକାରୀ…
କଲ୍ୟାଣସିଂପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l
ରାୟଗଡ / କଲ୍ୟାଣସିଂପୁର ୧୩.୧୦.୨୦୨୫ତାରିଖ ଦିନ ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ…
ମହାନଦୀ ଜଳ ବିବାଦର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିବା ଉଚିତ:ଜଷ୍ଟିସ ଗୋପାଳ ଗୌଡ଼
ମହାନଦୀ ବଞ୍ଚାଅ ଆନ୍ଦୋଳନ ପକ୍ଷରୁ ଦିଲ୍ଲୀରେ ବସିଲା ମହାନଦୀ ସଂସଦ
ଦିଲ୍ଲୀ: ମହାନଦୀ ଜଳକୁ ନେଇ ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଚାଲିଥିବା ବିବାଦ ର ସମାଧାନ ପାଇଁ ପ୍ରଧାନମନ୍ତ୍ରୀ ହସ୍ତକ୍ଷେପ କରିବା ଆବଶ୍ୟକ l ଟ୍ରିବୁନାଲ ନୁହେଁ, ମଧ୍ୟସ୍ଥତା ମାଧ୍ୟମରେ ସମାଧାନ ହେବା ଆବଶ୍ୟକ ବୋଲି…
ବେଦାନ୍ତ ଲାଞ୍ଜିଗଡ଼ କଳାହାଣ୍ଡି ଏବଂ ରାୟଗଡ଼ାର ୯୨ଟି ଗାଁରେ ବାର୍ଷିକ ମୋତିଆବିନ୍ଦୁ ଅସ୍ତ୍ରୋପଚାର ଅଭିଯାନ ଆରମ୍ଭ…
ଲାଞ୍ଜିଗଡ଼, ୧୩ ଅକ୍ଟୋବର, ୨୦୨୫: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ଏହାର ପ୍ରମୁଖ ସ୍ୱାସ୍ଥ୍ୟସେବା ପଦକ୍ଷେପ, ପ୍ରୋଜେକ୍ଟ ଆରୋଗ୍ୟ ଅଧୀନରେ ଆଠଟି ମୋତିଆବିନ୍ଦୁ ଅସ୍ତ୍ରୋପଚାର ଶିବିରର ପ୍ରଥମ ପର୍ଯ୍ୟାୟ ଆରମ୍ଭ କରିଛି, ଯାହାର ଲକ୍ଷ୍ୟ କଳାହାଣ୍ଡି ଏବଂ ରାୟଗଡ଼ା…