Browsing Category

ରାଜ୍ୟ

ବନ୍ୟପ୍ରାଣୀ ସମ୍ପଦର ସୁରକ୍ଷା ଓ ସଂରକ୍ଷଣ ପାଇଁ ଓଡ଼ଗାଁ ବନପାଳ ସରିତା ବରାଳ ପ୍ରଶଂସିତ

ଓଡ଼ଗାଁ,୬।୧୦(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲା ବନଖଣ୍ଡ ଓଡ଼ଗାଁ ବନାଞ୍ଚଳର ଓଡ଼ଗାଁ ସେକ୍ସନ ବନପାଳ ସରିତା ବରାଳ ବନ୍ୟପ୍ରାଣୀ ସମ୍ପଦର ସୁରକ୍ଷା ଏବଂ ସଂରକ୍ଷଣ ପାଇଁ ଜିଲ୍ଲା ବନଖଣ୍ଡ ଅଧିକାରୀଙ୍କ ଠାରୁ ପ୍ରଶଂସା ପ୍ରମାଣପତ୍ର ଗ୍ରହଣ କରିଛନ୍ତି । ନୟାଗଡ଼ ପିଟିଏସ ନିକଟ ବନ ବିଭାଗ…

ଚଳିତ ବର୍ଷ ଓ ଏ ଏସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର କୃତୀ ଛାତ୍ର ଛାତ୍ରୀ ମାନଙ୍କୁ ଜିଲ୍ଲା…

ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ଚଳିତ ବର୍ଷ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ସୁବର୍ଣ୍ଣପୁର ଜିଲ୍ଲାର ୭ ଜଣ ଛାତ୍ର ଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ଓ ଓଡ଼ିଶା ସାମ୍ବାଦିକ ସଂଘ, ସୁବର୍ଣ୍ଣପୁର ଶାଖା ତରଫରୁ ସୋନପୁର ପଞ୍ଚାୟତ ସମିତି…

ଆଦି କର୍ମଯୋଗୀ ଅଭିଯାନ କାର୍ଯ୍ୟକ୍ରମ ଉପଲକ୍ଷେ ଜିଲ୍ଲାପାଳଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ସୋମବାର) ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତାଙ୍କ ଅଧ୍ୟକ୍ଷତାରେ ଏକ ଆଦି କର୍ମଯୋଗୀ ଅଭିଯାନ ଉପଲକ୍ଷେ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଆଦି କର୍ମଯୋଗୀ ଅଭିଯାନ ହେଉଛି…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀମତୀ…

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ତା୦୬.୧୦.୨୦୨୫: ଆଜି ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା…

୨୦୦୪ ମାଟ୍ରିକ ବ୍ୟାଚ ର ବନ୍ଧୁ ମିଳନ ।

ଭଟଲି:- ତୁରୁଙ୍ଗା ସ୍ଥିତ ବୈଷ୍ଣୋଦେବୀ ମନ୍ଦିର ପ୍ରାଙ୍ଗଣ ରେ ନୂଆଗଡ ଲକ୍ଷ୍ମୀ ନାରାୟଣ ଉଚ୍ଚ ବିଦ୍ୟାଳୟର ୨୦୦୪ ମ୍ୟାଟ୍ରିକ ବ୍ୟାଚ୍ ର ଏକ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସନ୍ତୋଷ କୁମାର ପ୍ରଧାନ, ବିଜୟ କୁମାର ଠାକୁର, ଚନ୍ଦ୍ରମଣି ଭୁଏ, ନିରୁପମା ରଥ,…

ରାଷ୍ଟ୍ର ହିତରେ ଚିନ୍ମୟ ଙ୍କ ଜନ୍ମଦିନ ପାଳନ

ବେଲଗୁଣ୍ଠା;-୦୬/୧୦: ରାଷ୍ଟ୍ରର ମଙ୍ଗଳ ଉଦ୍ଦେଶ୍ୟରେ ଯୁବପିଢୀଙ୍କ କ୍ରିୟା ଓ ଚିନ୍ତନର ସକରାତ୍ମକ ପ୍ରୟୋଗ ଏକାନ୍ତ ଆବଶ୍ୟକ।ଏହାକୁ ଭିତ୍ତି କରି ସାଂପ୍ରତିକ ସ୍ଥିତିରେ ସମାଜରୁ ରକ୍ତର ସଙ୍କଟକୁ ଦୂର କରିବା ପାଇଁ ଅହରହ ଉଦ୍ୟମ କରୁଥିବା ଯୁବ ସମାଜସେବୀ ତଥା ଜଣାଶୁଣା ମଞ୍ଚ ଉପସ୍ଥାପକ,ଶିକ୍ଷକ…

ବେଲଗୁଣ୍ଠା ସହର ଏବଂ ବ୍ଳକ୍ ର ବିଭିନ୍ନ ପୂଜା ମଣ୍ଡପରେ ମାଆ ଗଜଲକ୍ଷ୍ମୀଙ୍କ ପୂଜା

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ)- , ଆଜି ପବିତ୍ର କୁମାର ପୂର୍ଣ୍ଣମୀ ଅବସରରେ ବେଲଗୁଣ୍ଠା ସହରର ଏବଂ ବ୍ଳକ୍ ର ବିଭିନ୍ନ ପୂଜା ମଣ୍ଡପରେ ଧନଦାତ୍ରୀ ମାଆ ଗଜଲକ୍ଷ୍ମୀଙ୍କ ପୂଜା ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ବେଲଗୁଣ୍ଠା ସହରରେ ଜଗନ୍ନାଥ ପ୍ରସାଦ ରୋଡ୍ ଗଜଲକ୍ଷ୍ମୀ ପୂଜା…

ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ,୧୧୮ ଟି ଅଭିଯୋଗ ପଞ୍ଜିକୃତ ।

କେନ୍ଦ୍ରାପଡ଼ା:(ପ୍ରଫୁଲ୍ଲ କୁମାର ମଲ୍ଲ) ଆଜି ମୁନିସିପାଲିଟି ଟାଉନ ହଲ ଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଅଭିଯୋଗ ଶୁଣାଣିରେ ମୋଟ ୧୧୮ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା | ସେଥିମଧ୍ୟରୁ ୧୦୯ଟି ବ୍ୟକ୍ତିଗତ ହୋଇଥିବା ବେଳେ ୯ ଟି…

ବାଲିକୁଦା ବ୍ଲକ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ଅନିଷ୍ଠିତ, ୫୪ଟି ଅଭିଯୋଗ ପଞ୍ଜୀକୃତ

ବାଲିକୁଦା, ଶାସକ ପ୍ରଶାସକ, (ବିଚିତ୍ର ରଞ୍ଜନ ସାହୁ): ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ବାଲିକୁଦା ବ୍ଲକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଜିଲ୍ଲାପାଳ ଶ୍ରୀ ଜେ. ସୋନାଲ, ଭା.ପ୍ର.ସେ ଉପସ୍ଥିତ ରହି ଜନସାଧାରଣଙ୍କ…