Browsing Category

ରାଜ୍ୟ

ଡେରାବିଶ ବ୍ଲକରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,୬୭ଟି ଅଭିଯୋଗ…

କେନ୍ଦ୍ରାପଡ଼ା:(ଜିଲ୍ଲା ପ୍ରତିନିଧି)ପ୍ରଫୁଲ୍ଲ କୁମାର ମଲ୍ଲ- ଆଜି ଡେରାବିଶ ବ୍ଲକ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି | ଅଭିଯୋଗ ଶୁଣାଣିରେ ମୋଟ ୬୭ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା | ସେଥିମଧ୍ୟରୁ ୧୧ଟି ସାମୁହିକ…

ସରକାରୀ କ୍ୱାର୍ଟର୍ସ ମଧ୍ୟରେ ନିର୍ମାଣ ହେଉଛି ସ୍ଥାୟୀ ଗୃହ

ମାଲକାନଗିରି, ୨୨/୦୯ ବେଧଡକ ଭାବେ ସରକାରୀ କ୍ୱାର୍ଟର୍ସ ମଧ୍ୟରେ ସ୍ଥାୟୀ ଗୃହ ନିର୍ମାଣ ହେଉଥିବା ଦେଖିବାକୁ ମିଳିଛି। ଏଭଳି ବଡ଼ବଡ଼ ଅଟ୍ଟାଳିକା ନିର୍ମାଣ ପାଇଁ କିଏ ଅନୁମତି ଦେଇଛି ଓ କାହା ନିର୍ଦ୍ଦେଶରେ କରାଯାଉଛି ବୋଲି ସାଧାରଣରେ ପ୍ରଶ୍ନ ଉଠିଛି। ଏମିତି କିଛି ଚିତ୍ର ଦେଖିବାକୁ ମିଳିଛି…

ମାଲକାନଗିରି ଜିଲ୍ଲା ରେ ଆୟୋଜିତ ହେଲା ପ୍ରାଥମିକ ବୃତ୍ତି ପରୀକ୍ଷା

ମାଲକାନଗିରି, ୨୨/୯/୨୫: ଆଜି ମାଲକାନାଗିରି ଜିଲ୍ଲା ରେ ପ୍ରାଥମିକ ବୃତ୍ତି ପରୀକ୍ଷା ଆୟୋଜନ କରାଯାଇଛି। ମାଧ୍ୟମିକ ଶିକ୍ଷା ପରିଷଦ କଟକ ଙ୍କ କାର୍ଯ୍ୟସୂଚୀ କ୍ରମେ ମାଲକାନାଗିରି ଜିଲ୍ଲାରେ ସମସ୍ତ ୭ ଗୋଟି ବ୍ଲକ ରେ ଏହି ପରୀକ୍ଷା ଆୟୋଜନ କରାଯାଇଛି । ସମସ୍ତ ବ୍ଲକର ୧୫ ଗୋଟି ପରୀକ୍ଷା…

ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

ମାଲକାନଗିରି, ୨୨/୯/୨୫ : ଆଜି ପଡିଆ ବ୍ଲକ୍ ସିମିଳିବାଞ୍ଛା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ସୋମେଶ ଉପାଧ୍ୟାୟ ଓ  ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ଏଚ୍ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକର ଶୁଣାଣି…

ବାରିପଦା ଠାରେ “ସୁସ୍ଥ ନାରୀ, ସଶକ୍ତ ପରିବାର” ଅଭିଯାନ ସମ୍ପର୍କିତ କାର୍ଯ୍ୟକ୍ରମ ଅନୁଷ୍ଠିତ।

ବାରିପଦା ତା:୨୨-୦୯-୨୦୨୫:  ବାରିପଦା ପୌରପାଳିକା ଅନ୍ତର୍ଗତ ମୁର୍ଗାବାଡି ସ୍ଥିତ ସହରାଞ୍ଚଳ ପ୍ରାଥମିକ ଚିକିତ୍ସା କେନ୍ଦ୍ରରେ ଜିଲ୍ଲା ସ୍ୱାସ୍ଥ୍ୟ ସମିତି ତରଫରୁ "ସୁସ୍ଥ ନାରୀ, ସଶକ୍ତ ପରିବାର" ସମ୍ପର୍କିତ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ନେତ୍ରାନନ୍ଦ…

ଶିକ୍ଷା ବିଭାଗର ଆଲୋଚନା ଚକ୍ର

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସ୍ଥିତ ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଶିକ୍ଷା ବିଭାଗର ଏକ ଆଲୋଚନା ଚକ୍ର ଅଧ୍ୟାପକ ପ୍ରଫୁଲ୍ଲ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ସାହିତ୍ୟ ବିଭାଗ ମୁଖ୍ୟ ସପନ କୁମାର ପ୍ରଧାନ ଏବଂ ଯୁବ ସାମ୍ବାଦିକ ଶିବରାମ…

୧୦ ଦେଶର ରାଷ୍ଟ୍ରଦୂତ କିଟ ଓ କିସ ପରିଦର୍ଶନ ସହ ଏସଡିଜି ବୈଠକ

ଲାଟିନ ଆମେରିକା ଏବଂ କାରିବିଆନ୍ ଦେଶଗୁଡିକର ପ୍ରତିନିଧିତ୍ୱ କରୁଥିବା ଦଶ ଜଣ ରାଷ୍ଟ୍ରଦୂତ ଆଜି କିଟ୍ ଏବଂ କିସ ପରିଦର୍ଶନ କରିବା ସହ ଜାତିସଂଘ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜି) ଗୋଲ ଟେବଲ ବୈଠକରେ ଯୋଗଦେଇ ଆଲୋଚନା କରିଥିଲେ। ପେରୁ, ଆର୍ଜେଣ୍ଟିନା, ଉରୁଗୁଏ, ପାରାଗୁଏ, ସୁରିନାମ, ଚିଲି,…

ଜିଲ୍ଲାସ୍ତରୀୟ ଚିତ୍ରକଳା ପ୍ରତିଯୋଗୀତା ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସଂସ୍କୃତି ମନ୍ତ୍ରଣାଳୟ ଭାରତ ସରକାରଙ୍କ ଦ୍ୱାରା ସେବା ପକ୍ଷ- ୨୦୨୫ ପାଳନ ଅବସରରେ ଜିଲ୍ଲା ସଂସ୍କୃତି ପରିଷଦ , ଗଜପତି ପକ୍ଷରୁ "ବିକଶିତ ଭାରତ -୨୦୪୭" ପ୍ରସଙ୍ଗ ସମ୍ପର୍କିତ ବିଭିନ୍ନ ବିଷୟରେ ଚିତ୍ରାଙ୍କନ ପ୍ରତିଯୋଗିତା ବିଦ୍ୟାଳୟ ,…

ସୁବର୍ଣ୍ଣପୁର ର କଳାକାର ଶାଶ୍ୱତ ତ୍ରିପାଠୀ ଙ୍କୁ ବିଶାଖାପାଟନମ ଜୁହାର ଗୌରବ ସମ୍ମାନ ୨୦୨୫ ରେ ସଂମ୍ବର୍ଦ୍ଧିତ

ସୁବର୍ଣ୍ଣପୁର, ଶାସକ ପ୍ରସାଶକ (ପ୍ରକାଶ କୁମାର ହାତୀ )ବିଶାଖାପାଟଣା ପ୍ରବାସୀ ପଶ୍ଚିମ ଓଡିଶାବାସୀଙ୍କ ଅଗ୍ରଣୀ ଅନୁଷ୍ଠାନ ଜୁହାର ପରିବାର ତରଫରୁ ନୁଆଁଖାଇ ମୌଳିକ ପରମ୍ପରାକୁ ବଜାୟ ରଖି ଧୁମଧାମରେ ନୁଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୧ ତାରିଖ ଦିନ ଆୟୋଜିତ ହୋଇଯାଇଛି। କଳାମେଘ ଆଦିଟୋରିଅମ ଠାରେ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ତାଳମୁଣ୍ଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଆରକ୍ଷୀ…