Browsing Category

ରାଜ୍ୟ

ପଦ୍ମପୁର ଓକିଲ ସଂଘ ତରଫରୁ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ।

ପଦ୍ମପୁର/ ଶିବାଶିଷ ପଟ୍ଟନାୟକ:- ପଦ୍ମପୁର ଓକିଳ ସଂଘ ତରଫରୁ ଦେବଦର୍ହା ଶୈବପୀଠ ନିକଟରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭାପତି ଆନନ୍ଦ କୁମାର ପଣ୍ଡା ଙ୍କ ନେତୃତ୍ୱ ରେ ମୁଖ୍ୟ ଅତିଥି ବୟୋଜ୍ୟେଷ୍ଠ ସଦସ୍ୟ ଗୌନ୍ତିଆ କୁମାର ସାହୁ ,ସମ୍ମାନିତ ଅତିଥି ଭାବେ ବନାଞ୍ଚଳ

ପାଇପ୍‌ରେ ଟ୍ୟାପ୍‌ ନଥିବାରୁ ରାସ୍ତାରେ ବହୁଛି ପାଣି , ଜଳ ଅପଚୟ ରୋକିବାକୁ ଘଟଣାସ୍ଥଳରେ ପହଞ୍ଚିଲେ ବିଧାୟକ ରୂପେଶ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ମଧୁସୂଦନପୁର ପଞ୍ଚାୟତର ବାଟସିରପୁର ଅଞ୍ଚଳରେ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାକୁ ନେଇ ସମସ୍ୟା ଦେଖାଦେଇଛି। ପାଇପ୍‌ରେ ଆବଶ୍ୟକ ଟ୍ୟାପ୍‌ ବ୍ୟବସ୍ଥା ନଥିବାରୁ ଜଳ ଯୋଗାଣ ସମୟରେ ପାଣି ରାସ୍ତା ଉପରେ ବୋହି

ବାଘଶାଳା ରାଧାକାନ୍ତ ମଠର ମହନ୍ତ ଭାବେ ଦାୟିତ୍ୱ ନେଲେ ଗୋପାଳ ଦାସ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ବାଘଶାଳା ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ରାଧାକାନ୍ତ ମଠର ନୂତନ ମହନ୍ତ ଭାବେ ଗୋପାଳ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ପାରଳା ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ସମେତ ବିଭିନ୍ନ ମଠର ମହନ୍ତ

ଗଜପତି ବିଜେଡି ମହିଳା ଦଳର ପୁନର୍ଗଠନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ବିଜୁ ଜନଚା ଦଳର ମହିଳା ଶାଖାର ପୂନର୍ଗଠନ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ମନୋନୀତ କରାଯାଇଛି।ଏଥିରେ ଉପ ସଭାନେତ୍ରୀ ରୂପେ ଡାଟଲା ତ୍ରିଭେଣୀ ଏବଂ ମମତା ବଳିୟାରସିଂ ତଥା ସାଧାରଣ ସମ୍ପାଦିକା ଭାବେ ମାନସୀ ମାଝୀ ,

ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆସନ୍ତା ୮୦ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଆଜି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାର ବିଭିନ୍ନ ଉଚ୍ଚ

କେନ୍ଦ୍ରାପଡ଼ାରେ ଜିଲ୍ଲାସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ ।

ମାଆ କ୍ଷୀର ଶିଶୁ ପାଇଁ ଅମୃତ ସମାନ । କେନ୍ଦ୍ରାପଡ଼ା:08/08(ପ୍ରଫୁଲ୍ଲ କୁମାର ମଲ୍ଲ) ସ୍ତନ୍ୟପାନର ଗୁରୁତ୍ୱ ସମ୍ପର୍କରେ ଜନ ସଚେତନତା ବୃଦ୍ଧି ଓ ମାଆ ମାନଙ୍କୁ ଶିଶୁଙ୍କୁ ସ୍ତନ୍ୟପାନ କରାଇବା ପାଇଁ ଉତ୍ସାହିତ କରିବା ଉଦ୍ଦେଶ୍ୟରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ, ଓଡ଼ିଶା

୮୦ତମ ସ୍ୱାଧୀନତା ଦିବସ ଉପଲକ୍ଷେ ହାଇସ୍କୁଲ ଓ କଲେଜ ସ୍ତରରେ ବିଭିନ୍ନ ପ୍ରତିଯୋଗିତା

ନବରଙ୍ଗପୁର, ତା. ୦୮.୦୮.୨୦୨୬: ଆଗାମୀ ୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଦେଶପ୍ରେମ, ଜାତୀୟ ଏକତା, ଦେଶର ସ୍ୱାଧୀନତା ସଂଗ୍ରାମ ଓ ମହାନ ସ୍ୱାଧୀନତା ସଂଗ୍ରାମୀମାନଙ୍କ ଅବଦାନ ସମ୍ପର୍କରେ ସଚେତନତା ବୃଦ୍ଧି କରିବା ଉଦ୍ଦେଶ୍ୟରେ ଆଜି ନବରଙ୍ଗପୁର ସହରରେ

ମିଡ୍‌ଟାଉନ୍‌ରେ ବିକାଶମୂଳକ କାର୍ଯ୍ୟରେ ବିଳମ୍ବ ନେଇ ବିଜେପିର ଉଦ୍‌ବେଗ, ଶୀଘ୍ର ସମାପ୍ତି ଦାବି

ରାଉରକେଲା, (ବସନ୍ତ କୁମାର ଜେନା, ଶାସକ ପ୍ରଶାସକ): ସହରର ବିଭିନ୍ନ ବିକାଶମୂଳକ କାର୍ଯ୍ୟରେ ହେଉଥିବା ବିଳମ୍ବକୁ ନେଇ ବିଜେପି ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ମିଡ୍‌ଟାଉନ୍‌ ମଣ୍ଡଳ ସଭାପତି ଦିଲୀପ କୁମାର ସିଂହଙ୍କ ନେତୃତ୍ୱରେ ବିଜେପିର ଏକ ପ୍ରତିନିଧିମଣ୍ଡଳ ରାଉରକେଲା

ହିନ୍ଦ ମଜଦୁର ସଭା ରାଜ୍ୟ ସମ୍ମିଳନୀ ପ୍ରସ୍ତୁତି ବୈଠକ

କେନ୍ଦୁଝର,ତା୮/୮- ହିନ୍ଦ ମଜଦୁର ସଭାର ଆଗାମୀ ରାଜ୍ୟ ସମ୍ମିଳନୀ ପରିପ୍ରେକ୍ଷୀରେ ଏକ ପ୍ରସ୍ତୁତି ବୈଠକ ଗତ ୭ତାରିଖ ଦିନ ସଦର ବ୍ଲକ ପଦ୍ମପୁର କଲ୍ୟାଣ ମଣ୍ଡପରେ ସତ୍ୟନାରାୟଣ ପଣ୍ଡାଙ୍କ ଆବାହକତ୍ବରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ କାର୍ଯ୍ୟକାରୀ ସଭାପତି ତଥା ସମ୍ମିଳନୀ ଅଭ୍ୟର୍ଥନା କମିଟି

ରାଉରକେଲା ଗଭର୍ଣ୍ଣମେଣ୍ଟ କଣ୍ଟ୍ରାକ୍ଟର ଆସୋସିଏସନର ପ୍ରଥମ ସାଧାରଣ ବୈଠକ, ୬୦୦ରୁ ଅଧିକ ଠିକାଦାରଙ୍କ ଯୋଗଦାନ

ରାଉରକେଲା, (ବସନ୍ତ କୁମାର ଜେନା, ଶାସକ ପ୍ରଶାସକ): ନବଗଠିତ ରାଉରକେଲା ଗଭର୍ଣ୍ଣମେଣ୍ଟ କଣ୍ଟ୍ରାକ୍ଟର ଆସୋସିଏସନର ପ୍ରଥମ ସାଧାରଣ ବୈଠକ ଶୁକ୍ରବାର ବ୍ରାହ୍ମଣୀ କ୍ଲବଠାରେ ଅନୁଷ୍ଠିତ ହୋଇଥିଲା। ରାଉରକେଲା ସମେତ ବଣେଇ, ରାଜଗାଙ୍ଗପୁର, ବୀରମିତ୍ରପୁର ଓ ସୁନ୍ଦରଗଡ଼ ଅଞ୍ଚଳର ୬୦୦ରୁ ଅଧିକ