Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଭଞ୍ଜନଗର ଅବକାରୀ ବିଭାଗ ଦ୍ଵାରା ଗଞ୍ଜେଇ ବସ୍ତା ଓ ଗାଡ଼ି ଜବତ ଅନେକ ନାବାଳକ ଗିରଫ୍…
ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: କନ୍ଧମାଳ ଜିଲ୍ଲାରୁ ଏକ କାର୍ ଯୋଗେ ଭୁବନେଶ୍ୱରକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ଆଜି ଗୁରୁବାର ସେପ୍ଟେମ୍ବର ମାସ ୧୮ ତାରିଖ ୨୦୨୫ ଦିନ ମାଡି ବସିଛି ଭଞ୍ଜନଗର ଅବକାରୀ ବିଭାଗ। ଅବକାରୀ ଟିମ୍ ଫୁଲବାଣୀ-ଭଞ୍ଜନଗର-ବ୍ରହ୍ମପୁର ରାସ୍ତା ବାଉଁଶଲୁଣ୍ଡି…
ସୁସ୍ଥ ନାରୀ ସସକ୍ତ ପରିବାର
ଜଗତସିଂହପୁର,ତା-୧୮.୦୯.୨୦୨୫/ସୁମନ୍ତ କୁମାର ଦାସ:ଜଗତସିଂହପୁର ବ୍ଲକ ଅଧିନସ୍ଥ ଖଇରଙ୍ଗ ଗ୍ରାମ ପଂଚାୟତରେ ଆଜି ଓଡିଶାଗଡା ଆୟୁଷ୍ମାନ ମନ୍ଦିର ରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥିଭାବେ ଶ୍ରୀଯୁକ୍ତ ଲିପକ କୁମାର ସହୂ, ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ସରୋଜ କାନ୍ତ ବାରିକ,…
ମହିଳା ସ୍ନାତକ ମହାବିଦ୍ୟାଳୟରେ ପ୍ରାଥମିକ ସହାୟତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ପଦ୍ମପୁର/ଶିବାଶିଷ ପଟ୍ଟନାୟକ :- ମହିଳା ସ୍ନାତକ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ଆନୁକୁଲ୍ୟରେ ବିଶ୍ଵ ପ୍ରାଥମିକ ସହାୟତା ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା ଶ୍ରୀମତୀ କଳ୍ପନା ରାଣୀ ନାଥ ତାଙ୍କର ସଭାପତିତ୍ଵ ଅଭିଭାଷଣରେ ପ୍ରାଥମିକ ସହାୟତାର ଆବଶ୍ୟକତା ଓ ଉପକାରିତା ବିଷୟରେ…
ଦରମାରୁ କଟୁଛି ଏନପିଏସ ଟଙ୍କା ଆକାଉଣ୍ଟରେ ଜମା ପୁଞ୍ଜି ଶୂନ ।
କେନ୍ଦ୍ରାପଡା:(ପ୍ରଫୁଲ୍ଲ କୁମାର ମଲ୍ଲ):ଡେରାବିଶ ମଣ୍ଡଳ ଶିକ୍ଷାବିଭାଗ ଅଧୀନରେ ୨୦୧୭ ମସିହାରୁ ୫ମ ଶ୍ରେଣୀ ଏକ୍ସ୍-କ୍ୟାଡ଼ର ଭିତ୍ତିରେ କାର୍ଯ୍ୟରତ ପ୍ରାୟ ୬୦ରୁ ଅଧିକ ଶିକ୍ଷକଙ୍କ ମଧ୍ୟରେ ବ୍ୟାପକ ଅସନ୍ତୋଷ ସୃଷ୍ଟି ହୋଇଛି। ସୂଚନା ମିଳିଛି, ୨୦୨୩ ମସିହାରୁ ସେମାନଙ୍କର ଦରମାର ୧୦% ରାଶି…
କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ସ୍ଵତନ୍ତ୍ର ଶିବିର
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ସ୍ଥିତ ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ଏକ ସ୍ଵତନ୍ତ୍ର ଶିବିର ଅନୁଷ୍ଠାନ ଅଧ୍ୟକ୍ଷ ଡଃ ଗିରିଧର ନାୟକଙ୍କ ଦ୍ୱାରା ଉଦ୍ଘାଟିତ ହୋଇଯାଇଛି I ଏକ ସପ୍ତାହ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ଏହି…
ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର
ବାଲୁଗାଁ:(ସେକ କୌସର):ଚିଲିକା ବ୍ଲକ ଅନ୍ତର୍ଗତ ଚଣ୍ଡେଶ୍ୱର ସ୍ଥିତ କଲ୍ୟାଣ ମଣ୍ଡପ ଏବଂ ଆଙ୍କୁଲା ଗ୍ରାମପଞ୍ଚାୟତ ସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀ ଠାରେ ପୃଥକ ଭାବେ ପଞ୍ଚାୟତ ସ୍ତରୀୟ ଆନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଅନୁଷ୍ଠିତ…
ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ନାରୀ ସଶକ୍ତ ପରିବାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବେଲଗୁଣ୍ଠା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀକ୍ଷକ ଡାକ୍ତର ସବିତା ବେହେରାଙ୍କ ସଂଯୋଜନାରେ କାର୍ଯ୍ୟକ୍ରମକୁ ବେଲଗୁଣ୍ଠା ପଂଚାୟତ ସମିତି…
କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ଜଗତସିଂହପୁର ଜିଲ୍ଲା ଗସ୍ତ.
ଜଗତସିଂହପୁର, ତା ୧୮/୦୯/୨୫: ସୁମନ୍ତ କୁମାର ଦାସ: ଆଜି ପୂର୍ବାହ୍ନ ରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (କଟକ) ଶ୍ରୀମତୀ ଗୁହା ପୁନମ ତାପସ କୁମାର ଭା. ପ୍ର. ସେ. ଜଗତସିଂହପୁର ଜିଲ୍ଲା ଗସ୍ତ ରେ ଆସି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ଅନ୍ୟାନ୍ୟ ଜିଲ୍ଲା ସ୍ତରୀୟ ବିଭାଗୀୟ କାର୍ଯ୍ୟାଳୟ ର…
ବେଦାନ୍ତ ଆଲୁମିନିୟମର ପ୍ରୋଜେକ୍ଟ ବିଦ୍ୟା କୁରାଲୋଇରେ ଜୀବନ ପରିବର୍ତ୍ତନ କରିଛି
୧୦ଟି ସ୍କୁଲରେ ଗୁଣାତ୍ମକ ଶିକ୍ଷା ପ୍ରଦାନ, ୧୦୦୦ ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଲାଭ
ଭୁବନେଶ୍ୱର: ୧୮.୦୯.୨୫ - ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ, ଝାରସୁଗୁଡା ଜିଲ୍ଲାର କୁରାଲୋଇ ଅଞ୍ଚଳର ୧୦ଟି ସରକାରୀ ସ୍କୁଲର ୧୦ ଜଣ ଅତିରିକ୍ତ ଶିକ୍ଷକଙ୍କୁ ନିଯୁକ୍ତ କରି…
ଅବକାରୀ ବିଭାଗ ପକ୍ଷରୁ ଗଞ୍ଜେଇ ଜବତ।
ବାସୁଦେବପୁର - ଗୁରୁବାର ଦିନ ଭଦ୍ରକ ଜିଲ୍ଲା ଅବକାରୀ ଅଧିକ୍ଷକ ନରୋତ୍ତମ ମିଶ୍ର ଙ୍କ ନିର୍ଦ୍ଦେଶ କ୍ରମେ ବାସୁଦେବପୁର ଅବକାରୀ ନିରୀକ୍ଷକ ମଧୁସୂଦନ ସାହୁ ଙ୍କ ତତ୍ତ୍ଵାବଧାନରେ ଓଆଇସି ନଟବର ମଲ୍ଲିକ , ସୁମନ୍ତ କୁମାର ମହନ୍ତ, ଖଗେଶ୍ବର ଜେନା, ମନୋଜ କୁମାର ରଣା, ସୁଭଦ୍ରା ବାରିକ୍ ପଢ଼ୁଆଁ ଛକ…