Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ହରଘର ତ୍ରିରଙ୍ଗା ସ୍ବଛତା ଓ ସଚେତନତା କାର୍ଯ୍ୟକ୍ରମ
ପୁରୀ, ୧୧/୮- ହରଘର ତ୍ରିରଙ୍ଗା ଅଭିଯାନ ଅବସରରେ ଘରେ ଘରେ ସ୍ବଛତା ଓ ସାମାଜିକ ସଚେତନତା ସୃଷ୍ଟି ପ୍ରତି ଗୁରୁତ୍ୱ ଦିଆଯାଇଛି।ବ୍ରହ୍ମଗିରି ବ୍ଲକ ପରିସରରେ ସୋମବାର ଜିଲ୍ଲାପାଳ ଦିବ୍ଯ ଜ୍ୟୋତି ପରିଡା ଉପସ୍ଥିତ ରହି ସ୍ବଛତା ସମସ୍ତଙ୍କ ପାଇଁ ଜରୁରୀ ବୋଲି କହିବା ସହ ପ୍ରତ୍ୟେକ ନିଜ ଗୃହକୁ ସ୍ବଛ…
ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପୁରୀ,୧୧/୮ -ପୁରୀ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ସୋମବାର ବ୍ରହ୍ମଗିରି ବ୍ଲକ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିବ୍ୟ ରଞ୍ଜନ ପରିଡା ଏଥିରେ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୋଟ ୬୯ ଗୋଟି ଅଭିଯୋଗ ମିଳିଥିଲା । ସେଥିରୁ ୬୫ ଗୋଟି ବ୍ୟକ୍ତିଗତ,୪ ଗୋଟି ଗ୍ରାମ ସମ୍ବନ୍ଧୀୟ ଓ…
ସମ ହସ୍ପିଟାଲ-୨ରେ ବିରଳ, ଗୁରୁତ୍ୱପୂର୍ଣ୍ଣ ଶ୍ୱାସନଳୀ ଅସ୍ତ୍ରୋପଚାର: ବଂଚିଲା କର୍କଟ ରୋଗୀଙ୍କ ଜୀବନ
ଭୁବନେଶ୍ୱର, ଅଗଷ୍ଟ ୧୧: ଆଧୁନିକ ଚିକିତ୍ସା ଏବଂ ଦଳଗତ କାର୍ଯ୍ୟର ଏକ ଉଲ୍ଲେଖନୀୟ ପ୍ରଦର୍ଶନରେ ଫୁଲନଖରା ସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍, କ୍ୟାମ୍ପସ-୨ର ଡାକ୍ତରମାନେ ଜଣେ ୪୦ ବର୍ଷୀୟ କର୍କଟ ରୋଗୀଙ୍କ ରୁଦ୍ଧ ଶ୍ୱାସନଳୀକୁ ସଫଳତାର ସହ ଉନ୍ମୁକ୍ତ…
ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର
ବିଜେପୁର:- ବିଜେପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲଙ୍କ ସମେତ ପଦ୍ମପୁର ଉପଜିଲ୍ଲାପାଳ ଅରୁଗୁଲା ସ୍ନେହା ଏବଂ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଶ୍ରୀ…
ଭୋଟ ଚୋରି କୁ ନେଇ କଂଗ୍ରେସର ସାମ୍ବାଦିକ ସମ୍ମିଳନୀ
ଜଗତସିଂହପୁର,ତା-୧୧.୦୮.୨୦୨୫/ସୁମନ୍ତ କୁମାର ଦାସ: ଡିଜିଟାଲ ଭୋଟର ଲିଷ୍ଟ ଓ ସିସିଟିଭି ଫୁଟେଜ ନିର୍ବାଚନ କମିଶନ ଯୋଗାଇ ଦେବାକୁ ଦାବୀ ଅଖିଳ ଭାରତ କଂଗ୍ରେସ କମିଟିର ନିଷ୍ପତ୍ତି କ୍ରମେ ଏବଂ ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତ ଚରଣ ଦାସ ଙ୍କ ନିର୍ଦ୍ଧେଶ କ୍ରମେ ଆଜି ରାଜ୍ୟ ର ସମସ୍ତ…
ରଘୁନାଥପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର
ଜଗତସିଂହପୁର,ତା-୧୧.୦୮.୨୦୨୫/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ରଘୁନାଥପୁର ବ୍ଲକ୍ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଉପରିସ୍ଥ ଅଧିକାରୀ ମାନେ ଜନସାଧାରଣଙ୍କ ବିଭିନ୍ନ ଆପତ୍ତି…
ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଯୌନ ନିର୍ଯ୍ୟାତନା ନିବାରଣ ଆଇନ-୨୦୧୩ କାର୍ଯ୍ୟକ୍ରମ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଯୌନ ନିର୍ଯ୍ୟାତନା ନିବାରଣ ଆଇନ-୨୦୧୩ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ରାଜନୀତୀ ବିଜ୍ଞାନ ବିଭାଗ ମୁଖ୍ୟ ଅଧ୍ୟାପକ ସନ୍ତୋଷ କୁମାର ପାଣିଗ୍ରାହୀ ମୁଖ୍ୟ…
ରୋଟାରୀ କ୍ଲବ୍ ଆନୁକୂଲ୍ୟରେ ବିଜ୍ଞାନ ପ୍ରତିପାଦିତ ଗର୍ଭୋତ୍ସବ ସଂସ୍କାର ଓ ଆଧ୍ୟାତ୍ମିକ ଆଲୋଚନା ଚକ୍ର
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଭଞ୍ଜନଗର ରୋଟାରୀ କ୍ଲବ୍ ପକ୍ଷରୁ ବିଜ୍ଞାନ ପ୍ରତିପାଦିତଗର୍ଭୋତ୍ସବ ସଂସ୍କାର ସମ୍ପର୍କିତ ଏକ ଆଧ୍ୟାତ୍ମିକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I ପି ଶ୍ରୀନୀବାସ ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅତିଥି ରୂପେ ଭଞ୍ଜନଗର ରୋଟାରୀ…
ଜାତୀୟ ପତାକା ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଭାରତ ସ୍ୱାଧୀନତା ଦିବସ ପାଳନ ଅବସରରେ ଆଜି ( ସୋମବାର) ଅଗଷ୍ଟ ୧୩ରୁ ୧୫ ପର୍ଯ୍ୟନ୍ତ ହର ଘର ତ୍ରିରଙ୍ଗା ଅଭିଯାନରେ ପ୍ରତ୍ୟେକ ଘରେ ଘରେ ତ୍ରିରଙ୍ଗା ଉଡାଇବା ପାଇଁ କେନ୍ଦ୍ର ସରକାର ଆହ୍ୱାନ ଦେଇଛନ୍ତି। ଏ ପରିପ୍ରେକ୍ଷୀରେ ରାଜ୍ୟ ସରକାର ଆଦେଶ…
ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ଫାଲଗୁନି…