Browsing Category

ରାଜ୍ୟ

ଜୟପୁର ଠାରେ ନୂତନ ଜିଲ୍ଲାପାଳଙ୍କ ୩୬ ଗୋଟି ମିଳିତ ଅଭିଯୋଗ ଶୁଣାଣି

ଜୟପୁର:୨୮.୦୭.୨୦୨୫-ଅଶୋକ ସାହୁ, ଶାସକ ପ୍ରଶାସକ,ଉପଜିଲ୍ଲାପାଳଙ୍କ କାର୍ଯ୍ୟ।ଳୟର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ନୂତନ କୋରାପୁଟ ଜିଲ୍ଲାପାଳ ଶ୍ରୀ ମନୋଜ ସତ୍ୟୱାନ ମହାଜନଙ୍କ ଦ୍ୱାରା ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ କୋରାପୁଟ ପୁଳିସ୍ ଅଧ୍ୟକ୍ଷ…

ରାଉରକେଲାର ନୂତନ ଅତିରିକ୍ତ ଜିଲ୍ଲାପାଳଙ୍କର ଯୋଗଦାନ

ରାଉରକେଲା, (ବସନ୍ତ କୁମାର ଜେନା) :  ରାଉରକେଲାର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଆଜି ଦୀନା ଦସ୍ତଗୀର୍ ଯୋଗଦାନ କରିଛନ୍ତି। ସେ ୨୦୨୧ ବ୍ୟାଚର ଭାରତୀୟ ପ୍ରଶାସନିକ ଅଧିକାରୀ ଏହା ପୂର୍ବରୁ ବ୍ରହ୍ମପୁର ର ଉପଜିଲ୍ଲାପାଳ ଭାବରେ କାର୍ଯ୍ୟ କରିଛନ୍ତି l  ଆଜି କାର୍ଯ୍ୟରେ ଯୋଗ ଦେଲାପରେ…

ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ରାଉରକେଲା,(ବସନ୍ତ କୁମାର ଜେନା): ଆଜି ବିଶ୍ରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲାପାଳ ଶ୍ରୀ ଶୁଭଙ୍କର ମହାପାତ୍ର ଓ  ରାଉରକେଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ନିତେଶ  ୱାଧୱାନୀ ଉପସ୍ଥିତ ରହି ଜନସାଧାରଣଙ୍କର ଅଭିଯୋଗ ଗୁଡ଼ିକ ର ଶୁଣାଣି କରିଥିଲେ।…

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ

ନୟାଗଡ଼(ବିଶ୍ୱଜିତ ନାୟକ) :- ଉତ୍କଳ ସାମ୍ବାଦିକ ସଂଘ ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ଆହ୍ୱାନ କ୍ରମେ ଆଜି ନୟାଗଡ ଜିଲ୍ଲା ଶାଖା ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ସାମ୍ବାଦିକ ସୁରକ୍ଷା ଆଇନ, ଅବସରପ୍ରାପ୍ତ ସାମ୍ବାଦିକଙ୍କ ପାଇଁ…

ସ୍ବର୍ଗତ ବିଜୟ ଶ୍ରୀ ରାଉତ ରାୟ ଙ୍କ ସ୍ମୃତି ର ମେଧାବୀ ସମ୍ମାନ ସମାରୋହ ୨୦୨୫ ଆୟୋଜିତ।

ବାସୁଦେବପୁର - ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ବାସୁଦେବପୁର ର ପୂର୍ବତନ ବିଧାୟକ ସ୍ବର୍ଗତ ବିଜୟ ଶ୍ରୀ ରାଉତ ରାୟ ଙ୍କ ସ୍ମୃତି ଉଦ୍ଦେଶ୍ୟ ର ବିଜୟ ଶ୍ରୀ ରାଉତ ରାୟ ସ୍ମୃତି ପରିଷଦ ପକ୍ଷରୁ ସ୍ଥାନୀୟ ନୀଳମଣି ଟାଉନ ହଲ ପରିସର ରେ ମେଧାବୀ ସମ୍ମାନ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ଆୟୋଜିତ…

ତ୍ରି-ଦିବସୀୟ ଓଡ଼ିଶୀ ନୃତ୍ୟର କର୍ମଶାଳା ଉଦଯାପିତ

 https://youtu.be/h1nPGfKncCk ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : କଳା ଓ ସଂସ୍କୃତିର ନଗରୀ ପାରଳାଖେମୁଣ୍ଡି ସ୍ଥିତ ନୃତ୍ୟାନୁଷ୍ଠାନ ଶ୍ରୀ ଜଗନ୍ନାଥ ଓଡ଼ିଶୀ କଳା କେନ୍ଦ୍ରରେ ତ୍ରି-ଦିବସୀୟ ଓଡ଼ିଶୀ ନୃତ୍ୟର କର୍ମଶାଳା ଉଦଯାପିତ ହୋଇଯାଇଛି। ଉକ୍ତ ଅବସରରେ ଆନ୍ତର୍ଜାତୀୟ…

ବେଲଗୁଣ୍ଠା ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟରେ ଇତିହାସ ବିଭାଗର ପାଠଚକ୍ର

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟରେ ଇତିହାସ ବିଭାଗ ତରଫରୁ ଐତିହାସିକ ନରପତି ମହା ମେଘବାହନ ଐର ଖାରବେଳ ପାଠଚକ୍ର ଶୀର୍ଷକ ବିଷୟରେ ଏକ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି I ଇତିହାସ ବିଭାଗ ମୁଖ୍ୟ ଅଶୋକ କୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ବ୍ରହ୍ମପୁରରେ କେ.ଇ.ଆଇର ରିଟେଲର୍ ସମ୍ମିଳନୀ: ଓଡ଼ିଶାରେ ୩୦୦ କୋଟି ବ୍ୟବସାୟ ଆଶା:ଏଜିଏମ୍

ବେଲଗୁଣ୍ଠା -୨୭/୭-ଦେଶର ଅଗ୍ରଣୀ ବୈଦୁତିକ ତାର ନିର୍ମାତା କେଇଆଇ ତରଫରୁ ବ୍ରହ୍ମପୁର ସ୍ଥିତ ହୋଟେଲ ଜ୍ୟୋତି ରେସିଡେନ୍ସି ଠାରେ ଏକ ରିଟେଲର୍ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି ।ଏଥିରେ କମ୍ପାନୀର ଭୁବନେଶ୍ୱର ବ୍ରାଞ୍ଚ ରିଟେଲ୍ ହେଡ୍ ଅବିନାଶ ମହାନ୍ତି ଯୋଗ ଦେଇ କମ୍ପାନୀର ଗୁଣାବତ୍ତା ଓ ସ୍କିମ୍…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଅମେଡ଼ା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଶ୍ରୀମତୀ ମଧୁମିତା , ଆରକ୍ଷୀ…

ଓଡ଼ଗାଁ ସାମ୍ବାଦିକ ସଂଘ କାର୍ଯ୍ୟାଳୟରେ ଚାରା ରୋପଣ

ଓଡ଼ଗାଁ,୨୮।୭(ଶ୍ରୀକାନ୍ତ କୁମାର ମିଶ୍ର) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ବ୍ଳକ ରୋଡରେ ଥିବା ଓଡ଼ଗାଁ ସାମ୍ବାଦିକ ସଂଘ ଓଡ଼ଗାଁ କାର୍ଯ୍ୟାଳୟ ପରିସରରେ ଚାରା ରୋପଣ କରାଯାଇଛି । ସୋମବାର ପ୍ରକୃତି ସଂରକ୍ଷଣ ଦିବସ ଅବସରରେ ରାଜ୍ୟ ଉତ୍କଳ ସାମ୍ବାଦିକ ସଂଘ ନୟାଗଡ଼ ଜିଲ୍ଲା ଶାଖା ସଭାପତି ଶ୍ରୀକାନ୍ତ…