Browsing Category

ରାଜ୍ୟ

ସଦାନନ୍ଦ ତ୍ରିପାଠୀ ବିଦ୍ୟାପୀଠରେ ନୂତନ ପରିଚାଳନା କମିଟିକୁ ସ୍ୱାଗତ ସମ୍ବର୍ଦ୍ଧନା

ବେଲଗୁଣ୍ଠା, ୩୦/୦୭,-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ଘୁ.ନୁଆଗାଁ ସ୍ଥିତ ଡା ସଦାନନ୍ଦ ତ୍ରିପାଠୀ ବିଦ୍ୟାପୀଠ ଠାରେ ନୂତନ ଭାବେ ଗଠିତ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟାମାନଙ୍କୁ ନେଇ ଏକ ଆନୁଷ୍ଠାନିକ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି

ମାନବ ଚାଲାଣର ମୁକାବିଲା, ମହିଳା ଓ ଶିଶୁ ସୁରକ୍ଷା ଏବଂ ଶୋଷଣ ପ୍ରତିରୋଧ କ୍ଷେତ୍ରକୁ ସୁଦୃଢ଼ ପାଇଁ ଆହ୍ଵାନ ।

ବ୍ରହ୍ମପୁର: ବିଶ୍ଵ ମାନବ ଚାଲାଣ ପ୍ରତିରୋଧ ଦିବସ ଅବସରରେ ISRD ଓ ସଖୀ ୱାନ ଷ୍ଟପ ସେଣ୍ଟର, ଗଞ୍ଜାମ ତରଫରୁ ବ୍ରହ୍ମପୁର ରେଳ ଷ୍ଟେସନରେ କାର୍ଯ୍ୟରତ ଶତାଧିକ କର୍ମଚାରୀ , ଭେଣ୍ଡର, କୁଲି, ସଫେଇ କର୍ମଚାରୀ, ହକେର ସ୍ଟାଫ, ଅଟୋ ଚାଳକଙ୍କ ସହ ରେଳ ସୁରକ୍ଷା ବଳ ଓ ସରକାରୀ ରେଳ ପୁଲିସଙ୍କ

କଂସାରୀଗୁଡା ଆଦିତ୍ୟ ଆଲୁମିନା ରିଫାଇନାରୀ ଅଞ୍ଚଳ ପରିଦର୍ଶନ କଲେ ରାୟଗଡା ଜିଲ୍ଲାପାଳ

ଅଞ୍ଚଳବାସୀଙ୍କ ସମସ୍ୟା ଶୁଣି ଶୀଘ୍ର ସମାଧାନର ଆଶ୍ୱାସନ କାଶୀପୁର: ରାୟଗଡା ଜିଲ୍ଲାପାଳ ଆଜି କାଶୀପୁର ବ୍ଲକ ପୋଡ଼ାପାଡ଼ି ପଞ୍ଚାୟତ ଅନ୍ତର୍ଗତ କଂସାରୀଗୁଡାରେ ନିର୍ମାଣାଧୀନ ଆଦିତ୍ୟ ଆଲୁମିନା ରିଫାଇନାରୀ ପ୍ରକଳ୍ପ ଅଞ୍ଚଳ ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ସେ ପୋଡ଼ାପାଡ଼ି ନିରାଗଶାଳା,

ମହିଳା ସ୍ନାତକ ମହାବିଦ୍ୟାଳୟରେ ‘ଇନୋଭେସନ୍ ଓ ଷ୍ଟାର୍ଟ-ଅପ୍’ କାର୍ଯ୍ୟକ୍ରମ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଅଧ୍ୟକ୍ଷା ଡ଼ ରୀନା ସାହୁଙ୍କ ସଭାପତିତ୍ବରେ ଆଜି 'ଇନୋଭେସନ୍ ଓ ଷ୍ଟାର୍ଟ-ଅପ୍' ଆଧାରିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା

ଗଜପତି ଜିଲ୍ଲା ନାଗରିକ ସଂଘର ବାର୍ଷିକ ଉତ୍ସବ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ବ୍ରହ୍ମପୁରରେ ବସବାସ କରୁଥିବା ଗଜପତି ଜିଲ୍ଲାର ନାଗରିକଙ୍କୁ ନେଇ ଗଠିତ ହୋଇଛି ଗଜପତି ଜିଲ୍ଲା ନାଗରିକ ସଂଘ। ସହରରେ ପ୍ରାୟ ୩ଶହରୁ ଉର୍ଦ୍ଧ୍ବ ପରିବାର ଏକାଠି ହୋଇ ସଂଘର ସଦସ୍ୟତା ଗ୍ରହଣ କରିଛନ୍ତି। ପ୍ରତିବର୍ଷ ପାରଳା ମହାରାଜା କୃଷ୍ଣଚନ୍ଦ୍ର

ଓଡ଼ିଶା ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିର ଚେନ୍ନାଇ ଗସ୍ତ

ଶିଳ୍ପ , ସ୍ୱାସ୍ଥ୍ୟ ଓ ନଗର ବିକାଶ ମଡେଲର ସମୀକ୍ଷା କରିବା ସହ ଚେନ୍ନାଇରେ ରହୁଥିବା ଗଜପତି ଜିଲ୍ଲାର ଛାତ୍ରଛାତ୍ରୀ , କର୍ମଚାରୀ ଓ ଶ୍ରମିକଙ୍କ ସହ ଆଲୋଚନା କଲେ ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ବିଧାନସଭାର ସ୍ବାସ୍ଥ୍ୟ

କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଓ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆଲୋଚନା

କେନ୍ଦ୍ରୀୟ ଜଳ କମିଶନ ଅଧ୍ୟକ୍ଷଙ୍କ ଅଧିନରେ ଗଠିତ କମିଟି ୩ ମାସ ମଧ୍ୟରେ ମହାନଦୀ ଟ୍ରିବ୍ୟୁନାଲକୁ ଏହାର ରିପୋର୍ଟ ପ୍ରଦାନ କରିବ ସହଯୋଗ, ସମନ୍ୱୟ ଓ ଗଠନମୂଳକ ଆଲୋଚନା ଜରିଆରେ ସମାଧାନର ପନ୍ଥା କାଢିବାକୁ ଉଭୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ ନୂଆ ଦିଲ୍ଲୀ/ ଭୁବନେଶ୍ୱର,

ସମ୍ ହସ୍ପିଟାଲ୍ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ବିଶାଳ ସ୍ୱାସ୍ଥ୍ୟ ଶିବିର ଆୟୋଜିତ

ଭୁବନେଶ୍ୱର, ୩୦ ଜୁଲାଇ: ସମାଜର ହିତ ସାଧନକୁ ଦୃଷ୍ଟିରେ ରଖି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ ହସ୍ପିଟାଲ୍‌, କ୍ୟାମ୍ପସ -୧ ପକ୍ଷରୁ ଭୁବନେଶ୍ୱର କୋର୍ଟ ପରିସରରେ ଗୁରୁବାର ଏକ ବିଶାଳ ନିଶୁଳ୍ପ ସ୍ୱାସ୍ଥ୍ୟ ସେବା ଶିବିର ଆୟୋଜିତ ହୋଇଯାଇଛି ।ଆଇଏମ୍‌ଏସ ଆଣ୍ଡ ସମ

ହତ୍ୟା ଅଭିଯୁକ୍ତ ମାଇଁ ଓ ଭଣଜା କୁ ଆଜୀବନ କାରାଦଣ୍ଡ ଆଦେଶ।

( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ବ୍ରହ୍ମପୁର ପୋଲିସ ଜିଲ୍ଲା ଅଧିନ ଜରଡା ଥାନା ଅନ୍ତର୍ଗତ ଚୁଢିଆଲାଂଜି ଗ୍ରାମରେ ଗତ ୨୦୨୪ ମସିହାରେ ଘଟିଥିବା ମା ଓ ପୁଅ ହତ୍ୟା ଘଟଣାର ଶୁଣାଣି କରି ମାନ୍ୟବର ଓପିଆଇଡି ଅଦାଲତ ବିଚାରପତି ୩୯ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରି ଅଭିଯୁକ୍ତ ଡି ଗୁନାମା ରେଡି

ମହେନ୍ଦ୍ର ତନୟା ସାହିତ୍ୟ ସଂସଦ ପକ୍ଷରୁ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଅଖିଳ ଭାରତୀୟ ସାହିତ୍ୟ ପରିଷଦ , ଓଡ଼ିଶା ଅନ୍ତର୍ଗତ ମହେନ୍ଦ୍ର ତନୟା ସାହିତ୍ୟ ସଂସଦ (ଗଜପତି ଶାଖା) ପକ୍ଷରୁ ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଭାପତି ଶ୍ରୀମତୀ ଆଶାଲତା ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଆଡ଼ମ୍ବର ସହକାରେ