Sign in
Sign in
Recover your password.
A password will be e-mailed to you.
Browsing Category
ରାଜ୍ୟ
ଲକ୍ଷ୍ମୀ ନାରାୟଣ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ଶ୍ରୀଜୀଉ : ସନ୍ଧ୍ୟା ଆଳତି ଦର୍ଶନ ପାଇଁ ଭକ୍ତଙ୍କ ସମାଗମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିରରେ ଆଷାଢ ପୂର୍ଣ୍ଣିମା ରେ ପ୍ରଭୁ ଜଗନ୍ନାଥଙ୍କର ଲକ୍ଷ୍ମୀ ନାରାୟଣ ବେଶ ଓ ସନ୍ଧ୍ୟା ଆଳତି ଦର୍ଶନ କରିବା ପାଇଁ ଭକ୍ତଙ୍କ ସମାଗମ। ମହିଳା ମାନଙ୍କ ହୁଳହୁଳି , ସଂକୀର୍ତ୍ତନ ,…
ଜାତୀୟ ସ୍ତରୀୟ ବୁଥ ଅଧିକାରୀଙ୍କ ଷଷ୍ଠ ଦିନ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷ ଠାରେ ଜାତୀୟ ବୁଥ ସ୍ତରୀୟ ଅଧିକାରୀଙ୍କ ପାଇଁ ତାଲିମ କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର କାଶ୍ୟପି ବେହେରା ଓ ମିତାଳି ମଧୁସ୍ମିତା ପାଢ଼ୀ ଅତିଥି ଭାବରେ ଯୋଗ ଦେଇ ଷଷ୍ଠ…
ଓଡିଶା ସାହିତ୍ୟ ଏକାଡେମୀ ସ୍ବନକ୍ଷତ୍ର ଦିବସ ପାଳନ ଉପଲକ୍ଷେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡ଼ିଶା ସାହିତ୍ୟ ଏକାଡେ଼ମୀ ସ୍ଵର୍ଣ୍ଣକ୍ଷତ୍ର ଦିବସ ୨୫ ଜୁଲାଇ ୨୦୨୫ରେ ପାଳନ ଉପଲକ୍ଷେ ଚଳିତବର୍ଷ ଜିଲ୍ଲାସ୍ତରୀୟ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ମହେନ୍ଦ୍ରଗିରି (ପୌର) ସରକାରୀ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡି ଠାରେ ଜିଲ୍ଲା ସଂସ୍କୃତି…
ଶିକ୍ଷୟତ୍ରୀ ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସମାରୋହରେ କାନ୍ଦି କାନ୍ଦି ବିଦାୟ ଦେଲେ ଛାତ୍ରଛାତ୍ରୀ
ପାରଳାଖେମୁଣ୍ଡି ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଳକ ଅନ୍ତର୍ଗତ ଜାଜପୁର ଗ୍ରାମର ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ବରିଷ୍ଠ ଶିକ୍ଷୟତ୍ରୀ ଶ୍ରୀମତୀ ଚପଳା ପାଣିଗ୍ରାହୀ ଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ…
ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ପକ୍ଷରୁ ଜୁଲାଇରୁ ମଧ୍ୟସ୍ଥତା ଅଭିଯାନ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଓଡିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ସଦସ୍ୟ ସଚିବ ଓ ଗଜପତି ଜିଲ୍ଲା ଆଇନ୍ ସେବା ପ୍ରାଧିକରଣ ଅଧ୍ଯକ୍ଷ ତଥା ଜିଲ୍ଲା ଦୌରାଜଜ୍ ଙ୍କ ନିର୍ଦ୍ଦେଶକ୍ରମେ ମାମଲାର ସମାଧାନ ନିମନ୍ତେ ଜୁଲାଇରୁ ସେପ୍ଟମ୍ବର ପର୍ଯ୍ୟନ୍ତ ସ୍ୱତନ୍ତ୍ର ମଧ୍ୟସ୍ଥତା ମାଧ୍ୟମରେ…
ଆରାଧ୍ଯଙ୍କୁ ଅସମ୍ମାନ !
ପୁରୀ : କୋଟି ଓଡିଆଙ୍କ ଆରାଧ୍ଯ ମହାପ୍ରଭୁ ଜଗନ୍ନାଥଙ୍କ ନିଜ ଜାଗା ବା ପ୍ରମୋଦ ଉଦ୍ୟାନ ଶ୍ରୀଜଗନ୍ନାଥ ବଲ୍ଲଭ ପାର୍କିଂ ଠାରେ ବଡ଼ ଅବ୍ୟବସ୍ଥାରେ ବନ୍ଧା ପଡିଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଚାଲିବା ପାଇଁ ବ୍ୟବହାର କରାଯାଇଥିବା ଧୂଳିଧୂସରିତ ମ୍ୟାଟରେ ଗୁଡାଯାଇ ଚତୁର୍ଦ୍ଧାମୂର୍ତ୍ତିଙ୍କୁ…
ବ୍ରହ୍ମଗିରି କୁ ଏନ ଏ ସି ଘୋଷଣା ଦାବୀ
ପୁରୀ, (ଅନିମେଶପଟ୍ଟନାୟକ): ପୁରୀକୁ ମହାନଗରନୀଗମ ଘୋଷଣା ପରେ ବ୍ରହ୍ମଗିରିକୁ ଏନଏସି ମାନ୍ୟତା ଦେବା ପାଇଁ ଦାବୀ ହୋଇଛି । ବ୍ରହ୍ମଗିରିରେ ଏବେ ଜନସଂଖ୍ୟା ବୃଦ୍ଧି ପାଉଛି । ବ୍ୟବସାୟିକ କ୍ଷେତ୍ରର କଳେବର ଘଟିଛି । ବଜାରର ସୀମା ବୃଦ୍ଧି ହୋଇଛି । ତେଣୁ ବ୍ରହ୍ମଗିରିକୁ ଏନଏସି ଘୋଷଣା…
ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ପୁରୀ : ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣୀ ସୋମବାର ଜିଲ୍ଲା ସଦର ମହକୁମା ଭୂ ଅର୍ଜନ ଅଧିକାରୀ ଙ୍କ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିବା ସହ ଅଭିଯୋଗକାରୀ ଙ୍କ ଅଭିଯୋଗ ଗୁଡିକର ଶୁଣାଣୀ କରିଛନ୍ତି। ବିଭିନ୍ନ ଅଧିକାରୀ ମାନଙ୍କ ପାଖକୁ…
ଉତ୍କଳ ମେଲ ପକ୍ଷରୁ ରି-ଲଞ୍ଚିଙ୍ଗ କାର୍ଯ୍ୟକ୍ରମ : ବିକାଶ ପ୍ରକ୍ରିୟାକୁ ତ୍ବରାନ୍ବିତ କରେ ଗଣମାଧ୍ୟମ
ଉତ୍କଳ ମେଲ ଟିଭି ଲୋଗୋ ଉନ୍ମୋଚିତ
ଭୁବନେଶ୍ୱର: ଉତ୍କଳ ମେଲ ପକ୍ଷରୁ ରି-ଲଞ୍ଚିଙ୍ଗ କାର୍ଯ୍ୟକ୍ରମ ଆଜି ଜୟଦେବ ଭବନ ସ୍ଥିତ ଗୀତଗୋବିନ୍ଦ ସଦନ ଠାରେ ଅନୁଷ୍ଠିତ ହୋଇଯାଇଛି ଅତିଥି ମାନେ ନିଜ ନିଜ ବକ୍ତବ୍ୟରେ ଗଣ ମାଧ୍ୟମର ଭୂମିକା, ଦାୟିତ୍ୱ ସମ୍ପର୍କରେ ବିଭିନ୍ନ ଦିଗରୁ ଆଲୋଚନା କରି ବିକାଶ…
ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର
ଭୁବନେଶ୍ବର, ଜୁଲାଇ ୧୬, ୨୦୨୫ : ତୃଣମୂଳ ସ୍ତରରେ କ୍ରୀଡାର ବିକାଶ ପାଇଁ ଜିନ୍ଦଲ ଷ୍ଟିଲର ସାମାଜିକ ସଂସ୍ଥା ଜିନ୍ଦଲ ଫାଉଣ୍ଡେସନକୁ ସିଏସଆର ଟାଇମ୍ସ ସ୍ୱର୍ଣ୍ଣ ପୁରସ୍କାର ପ୍ରଦାନ କରାଯାଇଛି । ଭାରତରେ ରୱାଣ୍ଡା ଗଣରାଜ୍ୟର ମାନ୍ୟବର ହାଇକମିଶନର ଶ୍ରୀମତୀ ଜ୍ୟାକଲିନ୍ ମୁକାଙ୍ଗିରା…