Sign in
Sign in
Recover your password.
A password will be e-mailed to you.
Browsing Category
ରାଜନୀତି
ସୁଭାଷିନୀ ପ୍ରଧାନ ବିଜେପି ମହିଳା ମୋର୍ଚ୍ଚା ଜିଲ୍ଲା ଉପସଭାନେତ୍ରୀ ମନୋନୀତ
ପଦ୍ମପୁର: ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଳକ ପାଇକମାଲ ଗ୍ରାମର ବିଶିଷ୍ଟ ବିଜେପି ନେତ୍ରୀ ଶ୍ରମତୀ ସୁଭାଷିନୀ ପ୍ରାଧାନ ବିଜେପି ମହିଳା ମୋର୍ଚ୍ଚା ଜିଲ୍ଲା ଉପସଭାନେତ୍ରୀ ଭାବେ ମନୋନୀତ ହୋଇଛନ୍ତି । ଶ୍ରୀ ମତୀ ପ୍ରଧାନ ବିଜେପି ମହିଳା ମୋର୍ଚ୍ଚା ଜିଲ୍ଲା ସଭାନେତ୍ରୀ ପଦବୀ ପାଇଥିବାରୁ ନିଜେ…
ଆବାସ ଯୋଜନାରେ ଦୁର୍ନୀତି ଅଭିଯୋଗ କରି ବ୍ଲକ ଅଫିସ ଘେରାଉ କଲା ବିଜେପି l
ରଣପୁର/ ପ୍ରସନ୍ନ ସାମନ୍ତରାୟ -ପ୍ରଧାନମନ୍ତ୍ରୀ ଆବାସ ଯୋଜନା ରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ରଣପୁର ବ୍ଲକ ଘେରାଉ କଲା ରଣପୁର ମଣ୍ଡଳ ଭାରତୀୟ ଜନତା ପାର୍ଟି l ରଣପୁର ବ୍ଲକରେ ପ୍ରଶାସନିକ ଅଧିକାରୀ ମାନଙ୍କୁ ସରକାରୀ ଦଳ ର ରାଜନୈତିକ ଚାପ ପ୍ରୟୋଗ କରାଯାଇ ଯୋଗ୍ୟ…
ସମସ୍ତ ଯୋଗ୍ୟ ହିଁତାଧିକାରୀଙ୍କୁ ପକ୍କା ଘର ଯୋଗାଇବା ଦାବିରେ ବିଭିନ୍ନ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିଜେପିର ୩ ଦିନିଆ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ୧୦୦୦ କୋଟି ଟଙ୍କାର ଦୁର୍ନୀତିି : ବିଜେପି
ଭୁବନେଶ୍ୱର, :୨୦୨୨ ସୁଦ୍ଧା ତଥା ସ୍ୱାଧୀନତାର ୭୫ ବର୍ଷ ପୂର୍ତି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଦେଶର ସମସ୍ତ ଗରିବ ଲୋକଙ୍କୁ ପକ୍କା ଘର ଯୋଗାଇଦେବା ଲକ୍ଷ୍ୟ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ସମ୍ବଲପୁର ଜିଲ୍ଲା କଂଗ୍ରେସର ନିଷ୍ପତ୍ତି: ଜୁଲାଇ ୭ରୁ କରିବ ବିକ୍ଷୋଭ ପ୍ରଦର୍ଶନ
ସମ୍ବଲପୁର /ରମାକାନ୍ତ ବିଶ୍ବାଳ : ଆସନ୍ତା ଜୁଲାଇ ୭ ତାରିଖରୁ ୧୭ ତାରିଖ ପର୍ଯ୍ଯନ୍ତ ଜିଲ୍ଲା କଂଗ୍ରେସ କମିଟି ତରଫରୁ ଜିଲ୍ଲା ମୁଖ୍ୟାଳୟ ସମେତ ସବୁ ବ୍ଳକ ମୁଖ୍ୟାଳୟ ଠାରେ ବିକ୍ଷୋଭ ପଦର୍ଶନ କରାଯିବ । ଏଥିପାଇଁ ସମ୍ବଲପୁର ଠାରେ ଅନୁଷ୍ଠିତ ଜିଲ୍ଲା କଂଗ୍ରେସ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ହୋଇଛି ୧୦୦୦ କୋଟି ଟଙ୍କାର ଦୁର୍ନୀତି:ସମୀର ମହାନ୍ତି
ଆସନ୍ତା ଜୁଲାଇ ୭,୮,୯ ତିନି ଦିନ ଧରି ରାଜ୍ୟର ସମସ୍ତ ବ୍ଲକ ସାମ୍ନାରେ ପ୍ରତିବାଦ କରିବ ବିଜେପି
ଭୁବନେଶ୍ୱର :୨୦୨୨ ସୁଦ୍ଧା ତଥା ସ୍ୱାଧୀନତାର ୭୫ ବର୍ଷ ପୂର୍ତି ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଦେଶର ସମସ୍ତ ଗରିବ ଲୋକଙ୍କୁ ପକ୍କା ଘର ଯୋଗାଇଦେବା ଲକ୍ଷ୍ୟ ନେଇ…
ଆଗାମୀ ଲଢେଇ ପାଇଁ ଭର୍ଚୁଆଲ ବୈଠକ
ଭବିଷ୍ୟତ କାର୍ଯ୍ୟପନ୍ଥା ସଂପର୍କରେ ଓଡିଶା ପ୍ରଭାରୀ ଡା. ଚେଲା କୁମାର,ପିସିସି ସଭାପତି ଓ ଅନ୍ୟାନ୍ୟ ନେତୃବୃନ୍ଦଙ୍କ ସହ ଭର୍ଚୁଆଲ ବୈଠକ
ଭୁବନେଶ୍ୱର(ଶାସକ ପ୍ରଶାସକ) - ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର କରୋନା ମହାମାରୀକୁ ପରିଚାଳନା କରିବାରେ ବିଫଳ ହୋଇଥିବା ବେଳେ ଗତ ଦୁଇବର୍ଷ ଧରି କରୋନା…
ତୈଳଦର ଓ ଅତ୍ୟାବଶକୀୟ ସାମଗ୍ରୀର ଅହେତୁକ ଦର ବୃଦ୍ଧିର ଦୁର୍ବାର ପ୍ରତିବାଦ କରିବ କଂଗ୍ରେସ : ନିରଞ୍ଜନ
ଆସନ୍ତା ଜୁଲାଇ ୭ ରୁ ୧୭ ରାଜ୍ୟ ବ୍ୟାପି ଆନ୍ଦୋଳନ
ଭୁବନେଶ୍ୱର- କେନ୍ଦ୍ରର ବିଜେପି ନେତୃତ୍ୱ ମୋଦି ସରକାରଙ୍କ ଦୂରଦର୍ଶିତାର ଅଭାବ ଯୋଗୁଁ ସାରା ଦେଶରେ କରୋନା ମହାମାରୀ ଥମିବାର ନାଁ ନେଉନଥିବା ବେଳେ କେନ୍ଦ୍ର ସରକାର କ୍ରମାଗତ ଭାବେ ୨ ମାସ ମଧ୍ୟରେ ୨୯ ଥର ତୈଳଦର ଆଶାତୀତ ବୃଦ୍ଧି…
ପଂଚାୟତ ୱାରି କାଳିଆ ହିତାଧିକାରୀ ଏବଂ ଭୂମିହୀନ ଚାଷୀଙ୍କ ତାଲିକାକୁ ସାର୍ବଜନୀନ କରନ୍ତୁ ରାଜ୍ୟ ସରକାର: ଗୋଲକ
କାଳିଆ ଯୋଜନାରେ ୧୮ ଲକ୍ଷ ଭୂମିହୀନ କୃଷକ ପରିବାରଙ୍କୁ ୩୧୮ କୋଟି ଟଙ୍କାର କୋଭିଡ ସହାୟତା ଦେବା ପ୍ରସଙ୍ଗ
ଭୁବନେଶ୍ୱର :ମୁଖ୍ୟମନ୍ତ୍ରୀ କାଳିଆ ଯୋଜନାରେ ୧୮ ଲକ୍ଷ ଭୂମିହୀନ କୃଷକ ପରିବାରଙ୍କୁ ୩୧୮ କୋଟି ଟଙ୍କାର କୋଭିଡ ସହାୟତା ଦେବେ ବୋଲି ଆଜି ବିଭିନ୍ନ ଛାପା ଗଣମାଧ୍ୟମରେ ପ୍ରଥମ ପୃଷ୍ଠା …
ହତାଶ କର୍ମୀଙ୍କ ମନୋବଳ ବଢାଇବାକୁ ବିଜେପିର ମନଗଢା ବିବୃତ୍ତି: ବିଜେଡି
ଭୁବନେଶ୍ୱର: ନିକଟରେ ଅନୁଷ୍ଠିତ ପଶ୍ଚିମବଙ୍ଗ ନିର୍ବାଚନରେ ବିଜେପିର ଶୋଚନୀୟ ପରାଜୟ ଏବଂ କର୍ଣ୍ଣାଟକ, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ ଏବଂ ଅନ୍ୟାନ୍ୟ ରାଜ୍ୟରେ ସେମାନଙ୍କର ସାଂଗଠନିକ ସମସ୍ୟା ପରେ, ଓଡିଶାର ବିଜେପି ନେତା ଏବଂ କ୍ୟାଡରମାନେ ଅତ୍ୟଧିକ ହତାଶ ଓ ଲକ୍ଷ୍ୟହୀନ ହୋଇପଡିଛନ୍ତି । ତେଣୁ…
ତୁଳସୀକ୍ଷେତ୍ର କେନ୍ଦ୍ରାପଡା ରଥଯାତ୍ରା ପାଇଁ ରାଜ୍ୟ ସରକାର ଆନ୍ତରିକତା ପ୍ରକାଶ କରନ୍ତୁ: ବୈଜୟନ୍ତ ପଣ୍ଡା
ଭୁବନେଶ୍ୱର : ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଶ୍ରୀ ବୈଜୟନ୍ତ ପଣ୍ଡା ତୁଳସୀକ୍ଷେତ୍ରରେ ସିଦ୍ଧବଳଦେବଜୀଉଙ୍କ ପ୍ରସିଦ୍ଧ ରଥ ଯାତ୍ରା କରିବା ପାଇଁ ରାଜ୍ୟ ସରକାର ନିଜ ଆଡୁ ସମସ୍ତ ପ୍ରକାର ଆନ୍ତରିକତା ସହ ଉଦ୍ୟମ କରନ୍ତୁ ବୋଲି କହିଛନ୍ତି |
ଶ୍ରୀଯୁକ୍ତ ପଣ୍ଡା କହିଛନ୍ତି ଯେ…