ଦୁଇ ଟ୍ରକ ମୁହାଁମୁହିଁ : ଦୁଇ ଡ୍ରାଇଭର ମୃତ

0

ବୌଦ୍ଧ /ଶାସକ ପ୍ରଶାସକ : ବୌଦ୍ଧ ଜାତୀୟ ରାଜପଥ 57ର ଗୁଦୁଗୁଦା ନିକଟରେ ବିଳମ୍ବିତ ରାତ୍ରିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇଟି ଟ୍ରକ୍‌ ମୁହାଁମୁହିଁ ହୋଇଛନ୍ତି। ଏହି ଦୁର୍ଘଟଣାରେ ଦୁଇ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବାବେଳେ ଜଣେ ହେଲପର ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ ଏକ ପରିବା ବୋଝେଇ ଟ୍ରକ୍‌ ସହ ଥଣ୍ଡା ପାନୀୟ ବୋଝେଇ ଟ୍ରକ୍‌ ମଧ୍ୟରେ ଧକ୍କା ହୋଇଛି । ମୃତକ ଦ୍ବୟଙ୍କ ମଧ୍ୟରେ ଜଣେ ବୌଦ୍ଧର ହୋଇଥିବାବେଳେ ଅନ୍ୟଜଣକ ଖୋର୍ଦ୍ଧାର ବୋଲି ଜଣାପଡିଛି ।

Leave A Reply

Your email address will not be published.