ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ

0 2

ରେଢାଖୋଲ ଉପଖଣ୍ତ ପ୍ରତିନିଧି ଯଶୋବନ୍ତ ନାରାୟଣ ସାହୁ : ସମ୍ବଲପୁର ଜିଲ୍ଲା ରେଢାଖୋଲ ଉପଖଣ୍ତ ନାକ୍‌ଟିଦେଉଳ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ମହାସମାରୋହରେ  ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବରେ ସୁରେନ୍ଦ୍ର ମୋହନ ପଟ୍ଟନାୟକ ଯୋଗଦେଇଥିବାବେଳେ ମୁଖ୍ୟବକ୍ତା ଭାବରେ ଯୋଗ ଦେଇଥିଲେ ଅଭୟ ଚୈତନ୍ୟଜୀ ମହାରାଜ। ସେହିପରି ଏହି ଉତ୍ସବରେ ଅନ୍ୟତମ ଅତିଥି ଭାବରେ ରହିଥିଲେ ନାକ୍‌ଟିଦେଉଳର ଅତିରିକ୍ତ ବିଡିଓ ରବି ରଣା, ଜିଲ୍ଲା ପରିଷଦ ସଭ୍ୟ ଜୋନ୍‌ ଦୁଇର ପୂଣ୍ଣ ଗଡତ୍ୟା, ନାକ୍‌ଟିଦେଉଳ ଅଧ୍ୟକ୍ଷା ମନ୍ଦାକିନୀ ରାଉଳ, ରାମଚନ୍ଦ୍ର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ। ସମ୍ପାଦକ ଋତୁପୂର୍ଣ୍ଣା ପ୍ରଧାନ ସମ୍ପାଦକୀୟ ପାଠ କରିଥିଲେ।

Leave A Reply

Your email address will not be published.