ଅରବିନ୍ଦ ଶିକ୍ଷା କେନ୍ଦ୍ର ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ

0

ବୁଗୁଡା /ଡ଼ଃ କୁମୁଦ ଚନ୍ଦ୍ର ବେହେରା : ବୁଗୁଡା ବ୍ଲକ ବାଲିପଦର ସ୍ଥିତ ମାତୃଗିରିରେ ପ୍ରତିଷ୍ଠିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପକ୍ଷରୁ କରୋନା ରୋଗର ପ୍ରତିରୋଧ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦାନ କରିଥିବା ଜଣାପଡ଼ିଛି। ଶିକ୍ଷାନୁଷ୍ଠାନର ମୁଖ୍ୟ ରତ୍ନାକର ମହାରଣା ପ୍ରକାଶ କରିଛନ୍ତି ଯେ ଇପେ ମାଧ୍ୟମରେ ଶିକ୍ଷାନୁଷ୍ଠାନ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିକୁ ଏକ ହଜାର ଏକ ଶହ ଏଗାର ଟଙ୍କା ପ୍ରଦାନ କରାଯାଇଛି।

Leave A Reply

Your email address will not be published.