ଭୁବନେଶ୍ୱର(ଶାସକ ପ୍ରଶାସକ) କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଖରିଫ-୨୦୨୦ରେ ୯୬ ଲକ୍ଷ ମେଟ୍ରିକ ଟନ୍ ଖାଦ୍ୟଶସ୍ୟ ଉତ୍ପାଦନ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏଥିପାଇଁ ଫସଲ ବିବିଧକରଣ ଉପରେ ଗୁରୁତ୍ୱ ଦିଆଯାଇଛି। ଫାର୍ମ ପଣ୍ଡ୍ ଖନନ ଓ ଫସଲ ଋଣ ପ୍ରଦାନ ଉପରେ ପ୍ରାଥମିକତା ଦିଆଯାଇଛି।
Sign in
Sign in
Recover your password.
A password will be e-mailed to you.
Prev Post