୫୯ଟି ଚାଇନିଜ ମୋବାଇଲ ଆପକୁ ଭାରତରେ ନିଷିଦ୍ଧ

0

ନୂଆଦିଲ୍ଲୀ : ଗୁଇନ୍ଦା ବିଭାଗ ତଥ୍ୟକୁ ଆଧାରକରି ଭାରତ  ସରକାର ଟିକଟକ ସମେତ ମୋଟ ୫୯ଟି ଚାଇନିଜ ମୋବାଇଲ ଆପକୁ ଭାରତରେ ନିଷିଦ୍ଧ କରିଛନ୍ତି | ସେଗୁଡିକ ମଧ୍ୟରେ ଟିକଟକ, ଜୁମ,ସେୟାରଇଟ,ୟୁସି ବ୍ରାଉଜର, ଜେଣ୍ଡର, ୱେଇବୋ, ୟୁସି ନ୍ୟୁଜ, କ୍ଲବ ଫାକ୍ଟ୍ରି, ହେଲୋ, ନ୍ୟୁଜଡଗ, କାମ ସ୍କାନର, ଡିୟୁ ରେକର୍ଡର, ୟୁକାମ୍‌, ମାଇ ଷ୍ଟୋର, ଡିୟୁ ବ୍ରାଉଜର, କ୍ୟାଚ୍‌କ୍ଲିଅର, କ୍ୟୁକ୍ୟୁ ଲଞ୍ଚର, କ୍ୟୁକ୍ୟୁ ମ୍ୟୁଜିକ୍, କ୍ୟୁକ୍ୟୁ ପ୍ଲେୟାର, କ୍ଲିନ ମାଷ୍ଟର, ଓ୍ଵଣ୍ଡର ସିନେମା, ସ୍ୱିଟ ସେଲଫି, ବିଗୋ ଲାଇଭ,ଏମଆଇ ଭିଡିଓ କଲ, ଓ୍ଵିମିଟ, ଭଲ୍ଟ ହାଇଡ୍‌, ଭିଗୋ ଭିଡିଓ,   ଵିଚାଟ୍,  ବିଉଟିପ୍ଲସ୍,  କ୍ବାଇ, ରୋମ୍‌ଵି, ସେଇନ୍‌,  ଫଟୋଵାଣ୍ଡର, ଆପସ୍ ବ୍ରାଉଜର, ଭିଭା ଭିଡିଓ, ଭାଇରସ୍ କ୍ଲିନର, ମାଇ କମ୍ୟୁନିଟି,  ବାଇଦୁ ମ୍ୟାପ୍, ବାଇଦୁ ଟ୍ରାନ୍ସଲେଟ୍,  ଓ୍ଵଣ୍ଡର କ୍ୟାମେରା, ଇଏସ୍‌ ଫାଇଲ୍‌ ଏକ୍ସପ୍ଲୋରର, ମେଲ୍‌ ମାଷ୍ଟର, ମାଇ ଭିଡିଓ କଲ୍‌-ସାଓମି ଏବଂ ପାରାଲେଲ୍‌ ସ୍ପେସ୍‌ ଆଦି ରହିଛି।      

 

Leave A Reply

Your email address will not be published.