ବାଇକ ଦୁର୍ଘଟଣା : ଜଣେ ମୃତ, ଜଣେ ଗୁରୁତର

0

ବାରିପଦା/ ଦିଲ୍ଲୀପ ମହାନ୍ତି :ମୟୁରଭଞ୍ଜ ଜିଲ୍ଲା ବେତନଟୀ ଥାନା ଭାଲିଆଡ଼ିହା ଛକରେ ବାଇକ ଦୁର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର  ହୋଇଥିବା ଖବର ହସ୍ତଗତ ହୋଇଛି । ସୋମବାର ବିଳମ୍ବିତ ରାତିରେ ଦୁର୍ଘଟଣା ହୋଇଥିବା ବେଳେ କାରଣ ଜଣାପଡିନାହିଁ। ତେବେ ଗୁରୁତର ଜଣଙ୍କୁ ଚିକିତ୍ସା ପାଇଁ ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ସରକାରୀ ମେଡ଼ିକାଲ କଲେଜ ଏଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ମୃତକଙ୍କ ପରିଚୟ ମିଳି ପାରି ନଥିବା ବେଳେ ଘଟଣା ସ୍ଥଳରେ ବେତନଟୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Leave A Reply

Your email address will not be published.