ନୂଆଦିଲ୍ଲୀ (ଶାସକ ପ୍ରଶାସକ) ଆଜି ସାରା ଦେଶରେ ଗତ ୨୪ ଘଣ୍ଟା ଭିତରେ ୬୪,୩୯୯ କୋଭିଡ ପଜିଟିଭ କେଶ ଚିହ୍ନଟ ହୋଇଥିବା ବେଳେ ୮୬୧ ଜଣଙ୍କ ମୃତ୍ୟୁ ହୋଇଛି | ଦେଶରେ ମୋଟ ପଜିଟିଭଙ୍କ ସଂଖ୍ୟା ୨୧,୫୩,୦୧୧ ହୋଇଥିବା ବେଳେ ସକ୍ରିୟ ଅଛନ୍ତି ୬,୨୮,୭୪୭ ଜଣ | ଏ ଯାବତ ଦେଶରେ ୧୪,୮୦,୮୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ମୃତ୍ୟୁ ସଂଖ୍ୟା ୪୩,୩୭୯ ରେ ପହଂଚିଛି |
Sign in
Sign in
Recover your password.
A password will be e-mailed to you.