ସତ୍ୟପାଲ ଗଲେ ମେଘାଳୟ, କୋସିଆରିଙ୍କୁ ଗୋଆର ଅତିରିକ୍ତ ଦାୟିତ୍ୱ 

0

ନୂଆଦିଲ୍ଲୀ : ଗୋଆର ରାଜ୍ୟପାଳ ଶ୍ରୀ ସତ୍ୟପାଲ ମଲ୍ଳିକଙ୍କୁ ବଦଳି କରାଯାଇ ମେଘାଳୟର ରାଜ୍ୟପାଳଭାବେ ନିଯୁକ୍ତି ଦିଆଯାଇଛି ।ସେହିପରି ମହାରାଷ୍ଟ୍ରର ରାଜ୍ୟପାଳ ଶ୍ରୀ ଭଗତ ସିଂହ କୋଶିୟାରୀ ନିଜ ଦାୟିତ୍ୱ ସହ ଗୋଆ ରାଜ୍ୟପାଳ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ ବୋଲି ରାଷ୍ଟ୍ରପତି ଭବନ ସୂତ୍ରରୁ ଜଣାପଡିଛି |  

Leave A Reply

Your email address will not be published.