୩୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା 

0

ଦେଶରେ କରୋନା  ୬୯,୨୩୯ /୯୧୨

ନୂଆଦିଲ୍ଲୀ (ଶାସକ ପ୍ରଶାସକ) : ଦେଶରେ ୩୦ ଲକ୍ଷ ଅଙ୍କ ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା | ଗତ ୨୪ ଘଣ୍ଟା ଭିତରେ ସାରା ଦେଶରେ ୬୯,୨୩୯  କୋଭିଡ ପଜିଟିଭ କେଶ ଚିହ୍ନଟ ହୋଇଥିବା ବେଳେ ୯୧୨ ଜଣଙ୍କ ମୃତ୍ୟୁ ହୋଇଛି | ଦେଶରେ ମୋଟ ପଜିଟିଭଙ୍କ ସଂଖ୍ୟା ୩୦,୪୪,୯୪୧  ହୋଇଥିବା ବେଳେ ସକ୍ରିୟ ଅଛନ୍ତି  ୭,୦୭,୬୬୮ ଜଣ |  ଏ ଯାବତ ଦେଶରେ ୨୨,୮୦,୫୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ମୃତ୍ୟୁ ସଂଖ୍ୟା ୫୬,୭୦୬ ରେ ପହଂଚିଛି | 

Leave A Reply

Your email address will not be published.