ନୂଆଦିଲ୍ଲୀ (ଶାସକ ପ୍ରଶାସକ) : ଦେଶରେ ଗତ ୨୪ ଘଣ୍ଟା ଭିତରେ ସାରା ଦେଶରେ ୬୯,୯୨୧ କୋଭିଡ ପଜିଟିଭ କେଶ ଚିହ୍ନଟ ହୋଇଥିବା ବେଳେ ୮୧୯ ଜଣଙ୍କ ମୃତ୍ୟୁ ହୋଇଛି | ଦେଶରେ ମୋଟ ପଜିଟିଭଙ୍କ ସଂଖ୍ୟା ୩୬,୯୧,୧୬୭ ହୋଇଥିବା ବେଳେ ଏ ଯାବତ ଦେଶରେ ୨୮,୩୯,୮୮୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି | ଦେଶରେ ଏଯାବତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭,୮୫,୯୯୬ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୬୫,୨୮୮ ରେ ପହଂଚିଛି |
Sign in
Sign in
Recover your password.
A password will be e-mailed to you.