ଉପଜିଲ୍ଲାପାଳଙ୍କ ବିରୋଧରେ ଅସଦାରଣ ଅଭିଯୋଗ ।

0 1

ଅଭିଯୋଗ ଆଣିଲେ ମହିଳା କର୍ମଚାରୀ ।

ବଲାଙ୍ଗୀର/ ନିରୋଜ ମିଶ୍ର -ବଲାଙ୍ଗିର ଉପଜିଲ୍ଲାପାଳଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଜଣେ ମହିଳା କର୍ମଚାରୀ। ଉପଜିଲ୍ଲାପାଳ ଅସଦାଚରଣ କରିଥିବା ନେଇ ଅଭିଯୋଗ କରିଛନ୍ତି ମହିଳା କର୍ମଚାରୀ ଜଣକ।ଏହି ଘଟଣାକୁ ନେଇ ସମ୍ପୃକ୍ତ ମହିଳା କର୍ମଚାରୀ ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଉପଜିଲ୍ଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରିବା ସହ ତାଙ୍କୁ ଅନ୍ୟତ୍ର ବଦଳି କରିବାକୁ ନିବେଦନ କରିଛନ୍ତି ସମ୍ପୃକ୍ତ ମହିଳା କର୍ମଚାରୀ।ଉପଜିଲ୍ଲାପାଳଙ୍କ ନାଁରେ ଉଠିଥିବା ଅଭିଯୋଗର ତଦନ୍ତ ପାଇଁ ଜଣେ ମହିଳା ଅଧିକାରୀଙ୍କ ନେତୃତ୍ୱରେ ୩ ଜଣିଆ କମିଟି ଗଠନ କରାଯାଇଛି। ଏହାସହ ଉକ୍ତ ମହିଳା କର୍ମଚାରୀଙ୍କ ବୟାନ ରେକର୍ଡ ହୋଇଥିବା କମିଟି ମୁଖ୍ୟ କହିଛନ୍ତି

Leave A Reply

Your email address will not be published.