ସତ୍ୟାଗ୍ରହ ସ୍ମାରକୀ ପୀଠରେ ବାପୁଙ୍କୁ ଶ୍ରଦ୍ଧାଞ୍ଜଳି 

0

ସୋହେଲା (ଶାସକ ପ୍ରଶାସକ) : ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ଅବସରରେ ଆଜି ସୋହେଲା ଗାନ୍ଧୀ ଛକରେ ଥିବା ସତ୍ୟାଗ୍ରହ ସ୍ମାରକୀ ପୀଠରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରକାଶ ଚନ୍ଦ୍ର ଦେବତା, ବ୍ଲକ ଚେୟାରମ୍ୟାନ ଜୀବର୍ଧନ ବରିହା,ତହସିଲଦାର ମାନସ ରଞ୍ଜନ ସ୍ୱାଇଁ,ବିଡିଓ ବିଶ୍ୱ ରଂଜନ କର,ସହକାରୀ ଯନ୍ତ୍ରୀ ନରେଶ କୁମାର ଅଗ୍ରୱାଲ ପ୍ରମୁଖ ଯୋଗ ଦେଇ ମହାତ୍ମା ଗାନ୍ଧୀ ତଥା ଅନ୍ୟ ବରପୁତ୍ର ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି | 

Leave A Reply

Your email address will not be published.