ଡାକ୍ତରଖାନା ପରିସରରେ ରକ୍ତଦାନ ଶିବିର

0

ରେଢାଖୋଲ ଉପଖଣ୍ଡ ପ୍ରତିନିଧି  ଶ୍ରୀୟାସ୍ମିତା ସାମଲ :- ସମ୍ବଲପୁର ଜିଲ୍ଲ ରେଢାଖୋଲ ଡାକ୍ତରଖାନା ପରିସର ମଧ୍ଯରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ୟାରିଆ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାଧ୍ୟମରେ ଏହି ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ରେଢାଖୋଲ ଡାକ୍ତରଖାନାର ଶିଶୁ ବିଶେଷଜ୍ଞ ଡାକ୍ତର ରାମକୃଷ୍ଣ ପତି ଏହି ରକ୍ତଦାନ ଶିବିରରେ ଉପସ୍ଥିତ ଥିବା ସହିତ ସଂଗଠନର କର୍ମକର୍ତ୍ତା ମାନେ ମଧ୍ୟ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ୧୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା ବୋଲି ସଂଗଠନ ପକ୍ଷରୁ କୁହାଯାଇଅଛି।

Leave A Reply

Your email address will not be published.