ଭୁବନେଶ୍ୱର( ଶାସକ ପ୍ରଶାସକ) : ରାଜ୍ୟ ସ୍ତରୀୟ ବିଶ୍ୱ ମୃତ୍ତିକା ଦିବସ ପାଳନ ଅବସରରେ ଆଜି କୃଷି ଭବନ ଠାରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ ଅରୁଣ କୁମାର ସାହୁ ପତାକା ଦେଖାଇ ଭ୍ରାମ୍ୟମାଣ ମୃତ୍ତିକା ପରୀକ୍ଷାଗାରର ଶୁଭାରମ୍ଭ କରିଥିଲେ । ଆଜି ୧୩ ଗୋଟି ଭ୍ରାମ୍ୟମାଣ ମୃତିକା ପରୀକ୍ଷାଗାରକୁ ରାଜ୍ୟର ଚାଷୀମାନଙ୍କ ନିମନ୍ତେ ଲୋକାର୍ପିତ କରାଯାଇଛି ।
Sign in
Sign in
Recover your password.
A password will be e-mailed to you.