ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲ୍ଲା ରେଢାଖୋଲ ବ୍ଲକ ଅଞ୍ଚଳର ୫୫ ଜଣ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କୁ ଗୁରୁବାର ଶିକ୍ଷା ବିଭାଗ ପକ୍ଷରୁ ସ୍ଥାୟୀ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହି କ୍ରମରେ ରେଢାଖୋଲ ବିଇଓ ଭଗବାନ ବାଙ୍କୀରା ଉପସ୍ଥିତିରେ ଏହି ସ୍ଥାୟୀ ନିଯୁକ୍ତି ପତ୍ର ଦିଆ ଯାଇଥିଲା। ଉକ୍ତ ଶିକ୍ଷକ ଓ ଶିକ୍ଷୟତ୍ରୀମାନେ ଗତ ୧୯୯୭ ମସିହାରେ ନିଯୁକ୍ତି ପାଇଥିଲେ ମଧ୍ୟ ସେମାନେ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ସ୍ଥାୟୀ ନିଯୁକ୍ତି ମିଳି ନ ଥିଲା।
Sign in
Sign in
Recover your password.
A password will be e-mailed to you.