ଭୁବନେଶ୍ୱର (ଶାସକ ପ୍ରଶାସକ) ରାଜ୍ୟର ପ୍ରଖ୍ୟାତ ମଲ୍ଲଯୋଦ୍ଧା ଗୋପାଳକୃଷ୍ଣ ମହାପାତ୍ରଙ୍କ ଦେହାନ୍ତ ହୋଇଯାଇଛି | ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରୀ ମହାପାତ୍ରଙ୍କ ବିୟୋଗରେ ଗଭୀର ଶୋକାଵ୍ୟକ୍ତ କରିଛନ୍ତି | ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବର୍ତ୍ତରେ କହିଛନ୍ତି “ପ୍ରଖ୍ୟାତ ମଲ୍ଲଯୋଦ୍ଧା ଗୋପାଳକୃଷ୍ଣ ମହାପାତ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ସଫଳତା ଦ୍ୱାରା କ୍ରୀଡ଼ା ଜଗତରେ ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।”
Sign in
Sign in
Recover your password.
A password will be e-mailed to you.
Next Post