ଗଜପତି ସଡ଼କ ଦୁର୍ଘଟଣା, ମୁଖ୍ୟମନ୍ତ୍ରୀଙ୍କ ଶୋକ: ଦୁଇ ଲଷ ଟଙ୍କା ଲେଖାଏଁ ସହାୟତା ଘୋଷଣା 

0 2

Image result for sad navin pattanaik

ଭୁବନେଶ୍ୱର:ଗଜପତି ଜିଲ୍ଲା ର ଆର୍ ଉଦୟଗିରି ଠାରେ ଆଜି ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣା ରେ  ଦୁଇ ଜଣଙ୍କର ମୃତ୍ୟୁ ବରଣ କରିଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଶୋକ ପ୍ରକାଶ କରିଛନ୍ତି ।ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ  ମୁଖ୍ୟମନ୍ତ୍ରୀ ନିକଟତମ ଆତ୍ମୀୟ ଙ୍କ ପାଇଁ ଦୁଇ ଲଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା  କରିଛନ୍ତି ।

ଆହତ ମାନଙ୍କୁ ମାଗଣାରେ ଚିକିତ୍ସା ଯୋଗାଇ ଦିଆଯିବ ଵୋଲି ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଆହତ ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି

Leave A Reply

Your email address will not be published.