ମୟୁରଭଂଜ ସଡ଼କ ଦୁର୍ଘଟଣା : ମୁଖ୍ୟମନ୍ତ୍ରୀଙ୍କ ଶୋକ

0 2

ଦୁଇ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା

Image result for sad navin pattanaik

ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲାର ସାରସକଣା ଠାରେ ଘଟିଥିବା ମର୍ମନ୍ତୁଦ ଦୁର୍ଘଟଣାରେ  ପାଞ୍ଚ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଶୋକ ପ୍ରକାଶ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ହେଉଛନ୍ତି ଓଡିଶାର ଅଧିବାସୀ ଏବଂ ଆଉ ଜଣେ ହେଉଛନ୍ତି ଝାଡଖଣ୍ଡର ଅଧିବାସୀ। ମୃତକଙ୍କ ପରିବାର ଲୋକଙ୍କୁ ଗଭୀର ସମବେଦନା ଜଣାଇବା ସହ   ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା  କରିଛନ୍ତି।

Leave A Reply

Your email address will not be published.