ବରଗଡ :- ବ୍ୟବସାୟୀ ଓ ଟ୍ରାନ୍ସପୋର୍ଟ ମାଲିକ ମାନଙ୍କର ଦ୍ୱାରା ଆଜି ଦିଆଯାଇଥିବା ଭାରତ ବନ୍ଦ ର ଡାକରାର ପ୍ରଭାବ ଜିଲ୍ଲାର ସମସ୍ତ ସହର ଓ ଗ୍ରାମାଞ୍ଚଳ ମାନଙ୍କରେ ଦେଖିବାକୁ ମିଳିଛି । ଆଜି ସକାଳୁ ବ୍ୟବସାୟୀ ମାନେ ନିଜର ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ ରଖିଥିବା ବେଳେ ରାସ୍ତାରେ ବ୍ୟବସାୟିକ ଯାନବାହାନ ଚଳାଚଳ ଏକ ପ୍ରକାର ବନ୍ଦ ରହିଛି । ଶାନ୍ତିପୂର୍ଣ୍ଣ ଭାବରେ ଜିଲ୍ଲାର ସମସ୍ତ ସ୍ଥାନରେ ବନ୍ଦ ଚାଲିଥିବା ବେଳେ ପୋଲିସ ତରଫରୁ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ।
Sign in
Sign in
Recover your password.
A password will be e-mailed to you.